ଅମ୍ଫନ୍‌ ବାତ୍ୟା ପ୍ରଭାବ: ବରୀ ପୋଲିସ ପ୍ରଶାସନ ପକ୍ଷରୁ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ରତ୍ନଗିରି,୨୧।୫(ଡି.ଏନ୍‌.ଏ): କରୋନା ସମୟରେ ମହାଯୋଦ୍ଧା ପାଲଟିଥିବା ପୋଲିସ ପ୍ରଶାସନ ଏବେ ଅମ୍ଫନ୍‌ ବାତ୍ୟାରେ ସଫେଇ କାର୍ଯ୍ୟକ୍ରମକୁ ନିଜ ହାତକୁ ନେଇଛି। ଗୁରୁବାର ବରୀ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପୋଲିସ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା। ବରୀ ଥାନାଧିକାରୀ ମାର୍କଣ୍ଡ ଚନ୍ଦ୍ର ମିଶ୍ରଙ୍କ ନେତୃତ୍ୱରେ ଏଥିରେ ଥାନା ଅଧିନସ୍ଥ ସମସ୍ତ କର୍ମଚାରୀ ଯୋଗଦେଇଥିଲେ। ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତଃବିଭାଗ, ବର୍ହିବିଭାଗ ଓ ସ୍ବାସ୍ଥ୍ୟକେନ୍ଦ୍ର ପରିସରକୁ ପୋଲିସ କର୍ମଚାରୀମାନେ ପରିଷ୍କାର କରିବା ପରେ ସାନିଟାଇଜେଶ୍‌ନ କରିଥିବା ଦେଖିବାକୁ ମିଳିଛି। ଏହି ସଫେଇ କାର୍ଯ୍ୟକ୍ରମରେ ବରୀ ତହସିଲଦାର ସରୋଜକାନ୍ତ ନାୟକ, ବରୀ ଥାନା ଏସ୍‌ଆଇ ନାରାୟଣ ପ୍ରସାଦ ବେହେରା, ପ୍ରଶାନ୍ତ ଗଡନାୟକ, ଶରତ ଚନ୍ଦ୍ର ବେହେରା, ଡ.କୌଶିକ ପାତ୍ର, ଡ. ଜିନ୍ନତ ଦାଶଙ୍କ ସମେତ ଥାନା ଓ ସ୍ବାସ୍ଥ୍ୟ କେନ୍ଦ୍ରର ବହୁ କର୍ମଚାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?