ଅମ୍ଫନ୍‌ ଯୋଗୁ ଲାଗି ରହିଛି ବର୍ଷା: କାନ୍ଥ ଭୁଶୁଡ଼ି ଶିଶୁପୁତ୍ରର ଜୀବନ ଗଲା

ଭଦ୍ରକ ଅଫିସ,୨୦।୫ – ଭଦ୍ରକ ଜିଲା ତିହିଡି ବ୍ଲକ କଁlପଡା ପଞ୍ଚାୟତ ଦକ୍ଷିଣପାରି ଗାଁରେ ମାଟି କାନ୍ଥ ଭୁଶୁଡି ଜଣେ ୩ମାସ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ତିହିଡି ବ୍ଲକ କଁlପଡା ପଞ୍ଚାୟତ ଦକ୍ଷିଣପାରି ଗାଁର ବଳରାମ ଦାସଙ୍କ ତିନିମାସର ଶିଶୁପୁତ୍ର ଘରେ ଶୋଇଥିବା ଅବସ୍ଥାରେ ଘରର କାନ୍ଥ ଭୁଶୁଡି ପଡିଥିଲା। ଫଳରେ ଘଟଣାସ୍ଥଳରେ ହିଁ ଶିଶୁର ମୃତ୍ୟୁ ଘଟିଥିଲା। ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଯୋଗୁ ମୃତ ଦେହକୁ ଅଣାଯାଇ ପାରି ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକ ଘରୁ ଯୁବକଙ୍କ ମୃତଦେହ ଜବତ: ହତ୍ୟା ସନ୍ଦେହ, ରାସ୍ତାରୋକୋ କଲେ ଲୋକେ

ନୟାଗଡ଼ ଅଫିସ,୩୧ା୫: ନୟାଗଡ଼ ଟାଉନ ଥାନା ଘଡୁଆଳ ଛକରୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ କଇଥଗାଡ଼ିଆ ଗାଁ ସଭାପତି ବିଜୟ...

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଏକାଡେମିକ କାଉନସିଲ ବୈଠକ

ବାରିପଦା ଅଫିସ,୫ା୮: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଏକାଡେମିକ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ଡ.ପ୍ରଦୀପ କୁମାର ଚାନ୍ଦ ଏଥିରେ...

ଚିକିଟି ଏନ୍‌ଏସି : ୧୯ ନାମାଙ୍କନ ପତ୍ର କାଏମ

ଚିକିଟି,୧୦ା୩(ଡି.ଏନ.ଏ.):ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ପୌର ନିର୍ବାଚନ ପାଇଁ ବୁଧବାର ପ୍ରାର୍ଥୀପତ୍ର ଯାଞ୍ଚ ଅନୁଷ୍ଠିତ ହୋଇଥିଲା। ଚିକିଟି ପୌର ପରିଷଦର ବିଭିନ୍ନ ୱାର୍ଡରେ ୧୯ ଜଣ...

ଭଦ୍ରକରେ ଆସାମର ୪୦ ଚାଷୀ

ଭଦ୍ରକ ଅଫିସ, ୧୯।୨: ଆସାମ କୃଷି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲାର ୪୦ଜଣ ଅଗ୍ରଣୀ ଚାଷୀ ଉନ୍ନତ ଚାଷ ପ୍ରଣାଳୀ ଓ ବିଭିନ୍ନ ଚାଷ ମଡେଲ...

ଜାଣିପାରିଲାନି ଶିକ୍ଷା ବିଭାଗ: ୩୯ଲକ୍ଷ ଟଙ୍କା ହାତେଇ ମହିଳା ଆକାଉଣ୍ଟାଣ୍ଟ ଫେରାର

ଭବାନୀପାଟଣା,୮।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ମହିଳା ଆକାଉଣ୍ଟାଣ୍ଟଙ୍କ କଳାକାରନାମା ସାମ୍ନାକୁ ଆସିଛି। ଶିକ୍ଷକଙ୍କ ଦରମା ବାବଦକୁ ପ୍ରାୟ...

ମଞ୍ଚ ନାଟକର ପୁନରୁଦ୍ଧାର ଲାଗି ପ୍ରୟାସ

ଭଞ୍ଜନଗର,୧୩ା୧୧(ଡି.ଏନ୍‌.ଏ.): ଭଞ୍ଜନଗର ଉପଖଣ୍ଡରେ ମଞ୍ଚ ନାଟକର ପୁନରୁଦ୍ଧାର ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏନେଇ ରବିବାର ସ୍ଥାନୀୟ ଭଞ୍ଜ ସାହିତ୍ୟ ପରିଷଦରେ ଭଞ୍ଜନଗର ତରୁଣ କଳାକାର...

ଗେଷ୍ଟ ହାଉସରେ ଦେହବେପାର: ୧୨ ଗିରଫ

ବ୍ରହ୍ମପୁର ଅଫିସ,୨ା୧୧: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ନିକଟ ଟାଟାବେଞ୍ଜ ଛକରେ ଥିବା ତୁଲସୀ ଗେଷ୍ଟ ହାଉସ୍‌ ରୁମ୍‌ ନମ୍ବର ୧୪,୧୬ ଓ ୧୭ରେ ଦେହ ବେପାର...

କାମ ମିଳୁନାହିଁ, ଯୋଜନା ଅପହଞ୍ଚ

ସୋନପୁର,୨୩।୧୦:  ରାଜ୍ୟର ୧୧ଟି ଦାଦନପ୍ରବଣ ଜିଲା ମଧ୍ୟରୁ ସୁବର୍ଣ୍ଣପୁର ଅନ୍ୟତମ। ଏହି ଜିଲାରେ ଦାଦନ ଚାଲାଣ ହୁଏନାହିଁ ବୋଲି ଜିଲା ପ୍ରଶାସନ ପୂର୍ବରୁ ବାହୁସ୍ଫୋଟ ମାରୁଥିଲା।...

Advertisement
Archives

Model This Week