Posted inଖେଳ

ଅମ୍ଫନ ପୀଡ଼ିତଙ୍କ ପାଇଁ ବିଶୁଦ୍ଧ ଜଳ ଯୋଗାଡ କଲେ ବାଂଲାଦେଶ କ୍ରିକେଟର

ଢାକା,୬।୬(ପି.ଟି.): ବାତ୍ୟା ଅମ୍ଫନ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ସହାଯ୍ୟ କରିବାକୁ ପାଇଁ ଦିନିକିଆ ଅଧିନାୟକ ତାମିମ ଇକ୍‌ବାଲଙ୍କ ନେତୃତ୍ୱରେ ବାଂଲାଦେଶ କ୍ରିକେଟ ଦଳ ଆଗକୁ ବାହିରିଛି। ବାତ୍ୟା ପୀଡିତ ଲୋକଙ୍କ ପାଇଁ ବିଶୁଦ୍ଧ ଜଳର ବ୍ୟବସ୍ଥା କରିଛନ୍ତି କ୍ରିକେଟର। ସାତଖିରାର ଶ୍ୟାମନଗର ଉପଜିଲ୍ଲାରେ ରହୁଥିବା ଅଧିବାସୀଙ୍କ ପାଇଁ ତାମିମ ପିଇବା ପାଣି ଯୋଗାଡ କରିଛନ୍ତି। ଶୁକ୍ରବାର ତାମିମ ଏ ନେଇ ଫେସ୍‌ବୁକ୍‌ରେ ପୋଷ୍ଟ ମାଧ୍ୟମରେ ସୂଚନା ଦେଇଥିଲା।
କିଛିଦିନ ତଳେ ବାଂଲଦେଶର ଦକ୍ଷିଣ ଭାଗ ବାତ୍ୟା ଅମ୍ଫନ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିଲା। ଖାସ୍‌ କରି ସାତଖିରା ଅଞ୍ଚଳର ଅଧିବାସୀମାନେ ସଂଘାତିକ ଜଳ ବିପତ୍ତିର ଶିକାର ହୋଇଥିଲେ। ଲେକମାନଙ୍କ ପାଇଁ ଶୁଦ୍ଧ ପିଇବା ପାଣିର ବ୍ୟବସ୍ତା ପାଇଁ ଆମେ ପ୍ରୟାସ କରିଛୁ ବୋଲି ତାମିମ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି। ଏହି କାର୍ଯ୍ୟରେ ସ୍ଥାନୀୟ ସ୍ବେଚ୍ଛାସେବୀମାନେ ବେଶ୍‌ ସାହାଯ୍ୟ କରିଛନ୍ତି। ତାମିମ ଏମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଲେ ସଚିନ

ନୂଆଦିଲ୍ଲୀ,୨୫।୩- ମାରାତ୍ମକ କରୋନା ଭାଇରସ କବଳରୁ ବଞ୍ଚତ୍ବା ପାଇଁ କୌଣସି ନିର୍ଦ୍ଧିଷ୍ଟ ଉପାୟ କିମ୍ବା ଔଷଧ ନାହିଁ। ଏଭଳି ପରିସ୍ଥିତିରେ ଦେଶ ବାସୀଙ୍କୁ ଘରେ ରହିବାକୁ...

ଆଇଏସଏଲ ୨୦୨୦: ଗୋଆ-ମୁମ୍ବାଇ ସିଟି ମୁକାବିଲା

ମାର୍ଗାଓ, ୨୫।୧୧(ପି.ଟି.)- ଇଣ୍ଡିଆନ ସୁପରଲିଗ୍‌(ଆଇଏସଏଲ)ରେ ବୁଧବାର ଏଫସି ଗୋଆ ଓ ମୁମ୍ବାଇ ସିଟି ଏଫସି ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ନିଜର ପ୍ରଥମ ମ୍ୟାଚରେ ନର୍ଥଇଷ୍ଟ...

ୟୁଏସ୍‌ ଓପନ୍‌: ଜୋକୋଭିଚ୍‌, ଓସାକଙ୍କୁ ଟପ୍‌ ସିଡ୍‌

ନ୍ୟୁୟର୍କ, ୨୨।୮ (ଏଏଫ୍‌ପି)- ଚଳିତ ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି। ଏହି...

ଭାରତୀୟ ଖେଳାଳିଙ୍କ ଅଜାଣତରେ ହୋଟେଲ୍‌ ବିଲ୍‌ ଦେଲେ ପ୍ରଶଂସକ: ରୋହିତ ଶର୍ମା ଜାଣିବା ପରେ…

ମେଲବୋର୍ନ,୨।୧: ଭାରତରେ କ୍ରିକେଟର କ୍ରେଜ ଅଧିକ। ଖେଳ ପ୍ରତି ସମ୍ମାନ ତଥା ଖେଳାଳିଙ୍କ ପ୍ରତି ଥିବା ଭଲପାଇବାକୁ ଭଳିକି ଭଳି ଉପାୟରେ ଦେଖାଇଥାନ୍ତି ପ୍ରଶଂସକ। ସେଭଳି...

ପାଣ୍ଡେ, ପାଣ୍ଡ୍ୟା ଭାରତ-ଏ’କୁ ସିରିଜ ଜିତାଇଲେ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୭।୭ (ପି.ଟି.): ଅଧିନାୟକ ମନୀଷ ପାଣ୍ଡେଙ୍କ ଦମ୍‌ଦାର ଶତକ ସାଙ୍ଗକୁ ସ୍ପିନର କ୍ରୁନାଲ ପାଣ୍ଡ୍ୟାଙ୍କ ୫ ଉଇକେଟ୍‌ ସଫଳତା ବଳରେ ଏଠାରେ...

୧୫୨.୯୫ କିମି ପ୍ରତି ଘଣ୍ଟା: ଜାଣନ୍ତୁ ସବୁଠାରୁ ଦ୍ରୁତ ବୋଲିଂ କରି ଚର୍ଚ୍ଚାରେ ଥିବା ଉମ୍‌ରାନ୍‌ କିଏ, କୋହଲି ବି ଏବେ…

ଆବୁଧାବି,୭।୧୦: ରାତାରାତି ଖେଳାଳିଙ୍କ ଭାଗ୍ୟ ବଦଳାଇଥାଏ ଆଇପିଏଲ୍‌। ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ। ଅନେକ ଯୁବ କ୍ରିକେଟର ଏହି ପ୍ଲାଟଫର୍ମରୁ ନିଜର କ୍ୟାରିୟର ଆରମ୍ଭ...

ଆଇପିଏଲ୍‌ ଖେଳାଳି ନିଲାମ ୧୮ରେ

ନୂଆଦିଲ୍ଲୀ, ୨୩ା୧ (ପି.ଟି.)-୨୦୨୧ ସିଜନ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳାଳି ନିଲାମ ଫେବୃୟାରୀ ୧୮ରେ ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର...

ଓଡ଼ିଶାରେ ପ୍ରଥମଥର ଜାତୀୟ ସିନିୟର ଭଲିବଲ

ଭୁବନେଶ୍ୱର, ୨୪।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାରେ ପ୍ରଥମଥରପାଇଁ ଆୟୋଜନ ହେବାକୁ ଯାଉଛି ଜାତୀୟ ସିନିୟର ଭଲିବଲ (ମହିଳା, ପୁରୁଷ) ପ୍ରତିଯୋଗିତା। ପ୍ରତିଯୋଗିତାର ଏହି ୬୮ତମ ସଂସ୍କରଣ କିଟ୍‌...

Advertisement
Archives

Model This Week