Posted inଭଦ୍ରକ

ଅମ୍ଫନ ପ୍ରଭାବ: ଚାନ୍ଦବାଲି ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ

ଚାନ୍ଦବାଲି,୨୧ା୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଚାନ୍ଦବାଲିର ସମସ୍ତ ଅଞ୍ଚଳରେ ମଙ୍ଗଳବାର ସାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛ। କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡ଼ିବା ସହ ତାର ଛିଣ୍ଡି ଯାଇଛି। ତେବେ ବୁଧବାର ସାରେ ବିଭାଗ ପକ୍ଷରୁ ସ୍ଥିତି ସ୍ବାଭାବିକ ପାଇଁ ଉଦ୍ୟମ କରାଯାଇଥିଲେ ମଧ୍ୟ ଅଧିକାଂଶ ଅଞ୍ଚଳ ଗୁରୁବାର ସୁଦ୍ଧା ଅନ୍ଧାରରେ ରହିଛି। ଫଳରେ ପାଇପ ଯୋଗେ ପାନୀୟ ଜଳଯୋଗାଣ ବାଧାପ୍ରାପ୍ତ ହୋଇଛି। ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ ୧୫ଟି ଜେନେରେଟର ଯୋଗେ ବିଭିନ୍ନ ପଞ୍ଚାୟତର ପାଣି ପ୍ରକଳ୍ପର ପମ୍ପକୁ ଚାଲୁ କରିବାକୁ ଉଦ୍ୟମ କରାଯାଇଛି। ତେନ୍ତୁଲିଡିହି, ଭାଟପଡା, ବଡଓସ୍ତିଆ, ମହୁଲିଆ, ଉତୁକୁଡା ପଞ୍ଚାୟତରେ ଟ୍ୟାଙ୍କର ଯୋଗେ ପିଇବା ପାଣି ଯୋଗାଣ ହୋଇଛି। ସେହିପରି ଚାନ୍ଦବାଲି ଏନଏସିରେ କେତେକ ୱାର୍ଡରେ ଟ୍ୟାଙ୍କରରେ ପାନୀୟ ଜଳ ଯୋଗାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri