Posted inଭଦ୍ରକ

ଅମ୍ଫନ ପ୍ରଭାବ: ଚାନ୍ଦବାଲି ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ

ଚାନ୍ଦବାଲି,୨୧ା୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଚାନ୍ଦବାଲିର ସମସ୍ତ ଅଞ୍ଚଳରେ ମଙ୍ଗଳବାର ସାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛ। କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡ଼ିବା ସହ ତାର ଛିଣ୍ଡି ଯାଇଛି। ତେବେ ବୁଧବାର ସାରେ ବିଭାଗ ପକ୍ଷରୁ ସ୍ଥିତି ସ୍ବାଭାବିକ ପାଇଁ ଉଦ୍ୟମ କରାଯାଇଥିଲେ ମଧ୍ୟ ଅଧିକାଂଶ ଅଞ୍ଚଳ ଗୁରୁବାର ସୁଦ୍ଧା ଅନ୍ଧାରରେ ରହିଛି। ଫଳରେ ପାଇପ ଯୋଗେ ପାନୀୟ ଜଳଯୋଗାଣ ବାଧାପ୍ରାପ୍ତ ହୋଇଛି। ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ ୧୫ଟି ଜେନେରେଟର ଯୋଗେ ବିଭିନ୍ନ ପଞ୍ଚାୟତର ପାଣି ପ୍ରକଳ୍ପର ପମ୍ପକୁ ଚାଲୁ କରିବାକୁ ଉଦ୍ୟମ କରାଯାଇଛି। ତେନ୍ତୁଲିଡିହି, ଭାଟପଡା, ବଡଓସ୍ତିଆ, ମହୁଲିଆ, ଉତୁକୁଡା ପଞ୍ଚାୟତରେ ଟ୍ୟାଙ୍କର ଯୋଗେ ପିଇବା ପାଣି ଯୋଗାଣ ହୋଇଛି। ସେହିପରି ଚାନ୍ଦବାଲି ଏନଏସିରେ କେତେକ ୱାର୍ଡରେ ଟ୍ୟାଙ୍କରରେ ପାନୀୟ ଜଳ ଯୋଗାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀରେ କମୁଛି ଜଳସ୍ତର

ଭଣ୍ଡାରିପୋଖରୀ,୧୩।୮(ସ୍ବ.ପ୍ର.): ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ନଦୀର ଜଳସ୍ତର ମଙ୍ଗଳବାର ରାତିଠାରୁ ବଢ଼ିବା ଆରମ୍ଭ କରିଥିଲା। ନଦୀର ଆଖୁଆପଦା ଆନିକଟଠାରେ ବିପଦ ସଙ୍କେତ ୧୭.୮୩ ମିଟର...

୨ ହଜାର ଟଙ୍କା ପାଇଁ ବନ୍ଧା ହେଲେ ଏଏସ୍‌ଆଇ

ପଦ୍ମପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଏଏସ୍‌ଆଇ କୈଳାସ ଚନ୍ଦ୍ର ଖୁଣ୍ଟିଆ ଶୁକ୍ରବାର ରାତିରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି...

ଫେରାର ପୂର୍ବତନ ସରପଞ୍ଚ ଗିରଫ

ଧାମନଗର,୭ା୫(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ସମୟରେ ବୁଥ୍‌ ରିଗିଂ ଅଭିଯୋଗରେ ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ଫେରାର ଥିବା ପଧାନୀ ପଞ୍ଚାୟତର ପୂର୍ବତନ ସରପଞ୍ଚ କ୍ଷୀରୋଦ...

ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀଛାତ୍ର ଅସୁସ୍ଥ

ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଜିଲା ସଦର ବ୍ଲକ କେଦାରପୁର ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନଭୋଜନ ଖାଇ ୨୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଭଦ୍ରକ ଜିଲା...

ବନ୍ତ ପୋଲିସର ମାଡ଼ ଘଟଣା: ଟୁଇଟ ପରେ କନଷ୍ଟେବଳ ନିଲମ୍ବିତ

ଭଦ୍ରକ ଅଫିସ,୨୬।୫: ବନ୍ତ ଥାନାଧିକାରୀଣୀଙ୍କ ଉପସ୍ଥିତିରେ ରାସ୍ତା ଉପରେ ଜଣେ ଲୋକଙ୍କୁ ଗୋଡାଇ ଗୋଡ଼ାଇ ପିଟିବା ଘଟଣା। ଭଦ୍ରକ ଏସ୍‌ପି ରାଜେଶ ପଣ୍ଡିତ ଏହି ଘଟଣାରେ...

ନବବିବାହିତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲା ପରିବାର

ପଦ୍ମପୁର, ୧୮।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଦ୍ରକ ବ୍ଲକ ଅଧୀନ ସାହାଡ଼ା ପଞ୍ଚାୟତ ରାଉତ ସାହିର ଜଣେ ନବ ବିବାହିତ ଯୁବକଙ୍କର ବୁଧବାର ସକାଳେ ସନ୍ଦେହଜନକ ମୃତ୍ୟୁ...

କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ଘଟଣା: ପଳାସପୁର ଗାଁରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍‌

ଚାନ୍ଦବାଲି,୨୫ା୩(ଡି.ଏନ୍‌.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ଅପହରଣ ଓ ହତ୍ୟା ମାମଲାରେ ଡିଏସ୍‌ପି କଳ୍ପନା ସାହୁଙ୍କ ନେତୃତ୍ୱରେ କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌ ଶୁକ୍ରବାର ଚାନ୍ଦବାଲି ଥାନା...

କାଙ୍କରାରେ ଅଗ୍ନିକାଣ୍ଡ: ଜଳିଗଲା ୭ ବଖରା

ଭଦ୍ରକ ଅଫିସ,୧୦।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଙ୍କରା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁଦାମ ପାତ୍ର ଓ ନିରଞ୍ଜନ...

Advertisement
Archives

Model This Week