Posted inଖେଳ

ଅମ୍‌ଲାଙ୍କ ସନ୍ନ୍ୟାସ

ଜୋହାନ୍ସବର୍ଗ,୯।୮- ଦକ୍ଷିଣ ଆଫ୍ରିକା ଦଳର ଓପନିଂ ବ୍ୟାଟ୍ସମ୍ୟାନ ହାସିମ ଅମ୍‌ଲା ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଗୁରୁବାର ଅବସର ଘୋଷଣା କରିଛନ୍ତି। ଏଥିସହ ତାଙ୍କ ୧୫ ବର୍ଷର ଲମ୍ବା କ୍ୟାରିୟର ଶେଷ ହୋଇଛି। ପ୍ରଥମତଃ ମୋତେ ଦକ୍ଷିଣ ଆଫ୍ରିକା ଦଳ ପକ୍ଷରୁ ଖେଳିବାକୁ ସୁଯୋଗ ଦେଇଥିବାରୁ ଧନ୍ୟବାଦ। ମୋ କ୍ୟାରିୟରରେ ମୁଁ ବହୁତ କିଛି ଶିକ୍ଷା କରିବା ସହ ନୂଆ ବନ୍ଧୁ ପାଇଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ ଦଳୀୟ ସଦସ୍ୟଙ୍କ ସହ ଭଲ ପାଇବା ବାଣ୍ଟିଛି ବୋଲି ଅମ୍‌ଲା ଅବସର ଘୋଷଣା ଅବସରରେ କହିଛନ୍ତି। ସବୁ ଫର୍ମାଟକୁ ମିଶାଇ ସେ ମୋଟ ୩୪୯ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ୧୮,୬୭୨ ରନ୍‌ କରିଛନ୍ତି। ଏଥିରେ ୫୫ ଶତକ ଓ ୮୮ ଅର୍ଦ୍ଧଶତକ ରହିଛି। ସେ ଦେଶର ଏକମାତ୍ର କ୍ରିକେଟର ଭାବେ ଟେଷ୍ଟ ଫର୍ମାଟରେ ଟ୍ରିପଲ ଶତକ ଲଗାଇଛନ୍ତି। ଏହାବାଦ୍‌ ଦିନିକିଆ କ୍ରିକେଟରେ ୨୦୦୦, ୩୦୦୦, ୪୦୦୦, ୫୦୦୦, ୬୦୦୦ ଓ ୭୦୦୦ ରନ୍‌ କରିବାରେ ଦ୍ରୁତତମ କ୍ରିକେଟର ହେବାର ରେକର୍ଡ ତାଙ୍କ ନାମରେ ରହିଛି। ଏକଦା ଦିନିକିଆରେ ଅଯୋଗ୍ୟ ବିବେଚିତ ହେଉଥିବା ବ୍ୟାଟ୍ସମ୍ୟାନ ୪୯.୪୭ ଆଭରେଜରେ ୮୧୧୩ ରନ୍‌ କରି କ୍ୟାରିୟର ଶେଷ କରିଛନ୍ତି। ଏଥିରେ ୨୭ ଶତକ ରହିଛି, ଯାହାକି ଦକ୍ଷିଣ ଆଫ୍ରିକୀୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ସର୍ବାଧିକ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri