Posted inଜାତୀୟ

ଅଯୋଧ୍ୟାରେ ଆକ୍ରମଣ ପାଇଁ ଜୈଶ୍‌ର ଷଡ଼ଯନ୍ତ୍ର: ଧରାପଡ଼ିଲା ମାସୁଦ୍‌ ଅଝାରଙ୍କ ଗୁପ୍ତବାର୍ତ୍ତା

ନୂଆଦିଲ୍ଲୀ,୨୫।୧୨: ଅଯୋଧ୍ୟାରେ ଆକ୍ରମଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ ଷଡ଼ଯନ୍ତ୍ର ରଚିଛି। ଏନେଇ ଜୈଶ୍‌ ମୁଖ୍ୟ ମାସୁଦ୍‌ ଅଝାରଙ୍କ ଏକ ଗୁପ୍ତବାର୍ତ୍ତା ଭାରତୀୟ ଗୋଇନ୍ଦା ବିଭାଗ ହାତରେ ଧରାପଡ଼ିଛି। ଗୁପ୍ତବାର୍ତ୍ତା ମିଳିବା ପରେ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟରେ ରଖି ଅଯୋଧ୍ୟା ସମେତ ଦେଶର ପ୍ରମୁଖସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆବଶ୍ୟକସ୍ଥଳେ ସନ୍ଦିଗ୍ଧ ବସ୍ତୁ, ଯାନବାହନ ଏବଂ ବ୍ୟକ୍ତି ବିଶେଷଙ୍କର ଯାଞ୍ଚ୍‌ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ବେଙ୍ଗଲରେ ୫ ଟଙ୍କାରେ ମିଳିବ ମାଛ-ଭାତ; ଜାଣନ୍ତୁ ଦେଶର କେଉଁ ରାଜ୍ୟରେ ମିଳେ ସବୁଠୁ ଶସ୍ତା ସରକାରୀ ଥାଳି?

କୋଲକାତା,୨୭।୫: ପଶ୍ଚିମବଙ୍ଗ ସରକାର ସାଧାରଣ ଏବଂ ଗରିବ ଲୋକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ସରକାରୀ ସହାୟତା ପ୍ରାପ୍ତ ସ୍ୱତନ୍ତ୍ର କ୍ୟାଣ୍ଟିନଗୁ ବର୍ତ୍ତମାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri