Posted inଜାତୀୟ

ଅଯୋଧ୍ୟାର ଗୁମନାମୀ ବାବା ହିଁ ଥିଲେ ସୁଭାଷ ବୋଷ: ଆମେରିକା ହସ୍ତାକ୍ଷର ଯାଞ୍ଚ୍‌କର୍ତ୍ତାଙ୍କ ରିପୋର୍ଟ ପୁସ୍ତକରେ ପାଇଲା ପ୍ରକାଶ

ନୂଆଦିଲ୍ଲୀ,୨୫।୪: ଅଯୋଧ୍ୟାରେ ୧୯୮୨ରୁ ୧୯୮୫ ପର୍ଯ୍ୟନ୍ତ ଶେଷ ଜୀବନ ବିତାଇଥିବା ଗୁମନାମୀ ବାବା ହିଁ ନେତାଜୀ ସୁଭାଷ ବୋଷ ଥିଲେ। ଏନେଇ ଏକ ପୁସ୍ତକରେ ଦର୍ଶାଯାଇଛି। ଲୋକେ ପୂର୍ବରୁ ଗୁମ୍‌ନାମୀ ବାବାଙ୍କୁ ଭଗବାନଜୀ କହୁଥିଲେ। ସେ ଫୈଜାବାଦ୍‌ ଜିଲାର ରାମ ଭବନରେ ରହୁଥିଲେ। ତାଙ୍କ ସହିତ ନେତାଜୀଙ୍କର ଅନେକ ସାମ୍ୟତା ଥିଲା। ସେ ନେତାଜୀଙ୍କ ଭଳି ଚଷମା ଏବଂ ପକେଟରେ ରୋଲେକ୍ସ୍‌ ଘଡ଼ି ରଖୁଥିଲେ। ୧୯୮୫ ସେପ୍ଟେମ୍ବର ୧୬ରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କର ସମସ୍ତ ଆବଶ୍ୟକୀୟ ଆସବାବପତ୍ରର ଯାଞ୍ଚ୍‌ ହୋଇଥିଲା। ସେଥିରୁ ରୋଲେକ୍ସ୍‌, ଓମେଗା ଏବଂ କୋନୋ ମିଟର ସହିତ ନେତାଜୀଙ୍କ ମାତାପିତାଙ୍କ ଫଟୋ ଆଦି ମିଳିଥିଲା। ଏହା ସହିତ ବଙ୍ଗଳା ଏବଂ ଇଂଲିଶ୍‌ରେ ଲେଖାଥିବା କେତେକ ଚିଠି ଓ ପୁସ୍ତକ ମଧ୍ୟ ମିଳିଥିଲା। ଏହା ସହିତ ଗୁମ୍‌ନାମୀ ବାବା ୧୯୬୨ରୁ ୧୯୮୫ ପର୍ଯ୍ୟନ୍ତ ଲେଖିଥିବା ୧୩୦ଟି ଚିଠିର ଯାଞ୍ଚ ହୋଇଥିଲା। ଏସବୁ ଇଣ୍ଡିଆନ୍‌ ନ୍ୟାସନାଲ୍‌ ଆର୍ମିର ସଦସ୍ୟ ତଥା ନେତାଜୀଙ୍କ ନିକଟତମ ସହେଯୋଗୀ ମୋହନ ରାୟଙ୍କୁ ଲେଖା ଯାଇଥିଲା। ଏହି ପୁସ୍ତକରେ ଆମେରିକା ହସ୍ତାକ୍ଷର ଯାଞ୍ଚକର୍ତ୍ତାଙ୍କ ରିପୋର୍ଟକୁ ସ୍ଥାନୀତ କରାଯାଇଛି। ନେତାଜୀଙ୍କ ହସ୍ତାକ୍ଷର ସହିତ ଗୁମନାମୀ ବାବାଙ୍କ ହସ୍ତାକ୍ଷର ମେଳ ଖାଉଥିବା ଏଥିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରେଇ ଟ୍ରେନ୍‌ ଦୁର୍ଘଟଣା: ଆର୍ଥିକ ସହାୟତା ଘୋଷଣା କଲେ କେନ୍ଦ୍ର ରେଳମନ୍ତ୍ରୀ

ନୂଆଦିଲ୍ଲୀ,୨୧ା୧୧: ଯାଜପୁରର କୋରେଇ ଷ୍ଟେଶନରେ ଏକ ମାଲ୍‌ବାହୀ ଟ୍ରେନ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୃତ ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ର...

ବିଏସ୍‌ପିକୁ ଝଟ୍‌କା: ଏଏପିରେ ଯୋଗଦେଲେ ନାଥୁରାମ

ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାର ୫ଦିନ ପୂର୍ବରୁ ବିଏସ୍‌ପିକୁ ବଡ଼ ଝଟ୍‌କା ଲାଗିଛି। କରାଓ୍ବଲ ନଗରରୁ ବିଏସ୍‌ପି ପ୍ରାର୍ଥୀ ଥିବା ନାଥୁରାମ କଶ୍ୟପ ଆମ...

ବାଜା ବଜାଇ ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ମମତା

କୋଲକାତା,୨୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଦିବାସୀ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ...

ମୋ’ ଉପରେ ଚଳିବନି ଇଡି, ସିବିଆଇ ଚାପ: ରାହୁଲ

ନୂଆଦିଲ୍ଲୀ,୧୦ା୨: ଉତ୍ତରପ୍ରଦେଶରେ ଚଳିତମାସରେ ସମସ୍ତ ୭୦ଟି ବିଧାନସଭା ଆସନରେ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୦ର ଏହାର ଫଳାଫଳ ଆସିବ। ବର୍ତ୍ତମାନ ଜୋର୍‌ଦାର...

ଅଣାୟତ୍ତ ମୁହାଁ କରୋନା: ରାଜ୍ୟଙ୍କୁ ଚିଠି ଲେଖିଲେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ-ଆଇସିଏମଆର…

ନୂଆଦିଲ୍ଲୀ,୨୫।୩ : ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଏନେଇ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ମହାନିର୍ଦ୍ଦେଶକ ଡାକ୍ତର ରାଜୀବ...

ଭାରତ ଆସିବ ଆଫ୍ରିକୀୟ ଚିତା: କେନ୍ଦ୍ରକୁ ମିଳିଲା ସୁପ୍ରିମକୋର୍ଟ ଅନୁମତି

ନୂଆଦିଲ୍ଲୀ,୨୯ା୧(ପି.ଟି.): ନାମ୍ବିଆରୁ ଆଫ୍ରିକୀୟ ଚିତାବାଘକୁ ଭାରତ ଅଣାଯିବ। ତାକୁ ପରୀକ୍ଷାମୂଳକ ଭାବେ ଭାରତର ପାଣିପାଗରେ ଖାପଖୁଆଇ ରହିବା ପାଇଁ ବ୍ୟବସ୍ଥା କରାଯିବ। ଏ ନେଇ ସୁପ୍ରିମକୋର୍ଟ...

କରତାରପୁର କରିଡର ଯିବାକୁ ହେଲେ ସିଦ୍ଧୁଙ୍କୁ ନେବାକୁ ପଡିବ ଅନୁମତି: ରବିଶ କୁମାର

ନୂଆଦିଲ୍ଲୀ,୩୧।୧୦: କରତାରପୁର କରିଡର ଆସନ୍ତା ମାସରେ ଖୋଲା ଯିବାର ଯୋଜନା ରହିଛି। ଏହାକୁ ନେଇ ପାକିସ୍ତାନ ଯେଉଁ ନିୟମ ରଖିଛି ତାକୁ ନେଇ ବୈଦେଶିକ ମନ୍ତ୍ରଣାଳୟର...

ସେନା ନିକଟରେ ଥିବା ଯୁଦ୍ଧାସ୍ତ୍ର ସମ୍ପର୍କରେ ତଥ୍ୟ ନେବେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୭।୬: ଯୁଦ୍ଧ ପରିସ୍ଥିତିର ସାମ୍ନା କରିବାକୁ ୩ ସେନାଙ୍କ ନିକଟରେ ଥିବା ଯୁଦ୍ଦାସ୍ତ୍ର ସମ୍ପର୍କରେ ତଥ୍ୟ ସଂଗ୍ରହ କରିବେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ। ଏହାସହ ଯଦି...

Advertisement
Archives

Model This Week