Posted inଜାତୀୟ

ଅଯୋଧ୍ୟା ବିବାଦର ତ୍ୱରିତ ଶୁଣାଣି ପାଇଁ ସୁପ୍ରିମକୋର୍ଟରେ ପିଟିଶନ: ମଧ୍ୟସ୍ଥ ନିଯୁକ୍ତି ସତ୍ତ୍ୱେ ଅଗ୍ରଗତି ନାହିଁ

ନୂଆଦିଲ୍ଲୀ,୧୦ା୭ (ପି.ଟି.): ଅଯୋଧ୍ୟା ଜମି ବିବାଦର ସମାଧାନ ଲାଗି ସୁପ୍ରିମକୋର୍ଟ ପକ୍ଷରୁ ମଧ୍ୟସ୍ଥ ନିଯୁକ୍ତ କରାଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଏହାର ଫଇସଲା ହୋଇପାରି ନାହିଁ। ଏନେଇ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଏକ ପକ୍ଷ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ ମାମଲାର ଶୀଘ୍ର ଶୁଣାଣି କରିବାକୁ ମଙ୍ଗଳବାର ଆବେଦନ କରିଛନ୍ତି। ଅଦାଲତ ଏହାକୁ ଗ୍ରହଣ କରିବା ସହ ଉଚିତ ସମାଧାନ ପନ୍ଥା ମଧ୍ୟସ୍ଥ କରିପାରିବେ ବୋଲି କହିଛନ୍ତି। ଆବେଦନକାରୀ ଗୋପାଳ ସିଂ ବିଶାରଦ ମାମଲାର ଶୀଘ୍ର ଶୁଣାଣି ଲାଗି କହିଥିବାବେଳେ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହା ଗ୍ରହଣ କରିଛନ୍ତି।
ଖଣ୍ଡପୀଠ ମେ ୧୦ରେ ମଧ୍ୟସ୍ଥଙ୍କୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ସମୟ ବୃଦ୍ଧିକରି ମାମଲାର ସମାଧାନ ବାଟ ବାହାର କରିବାକୁ କହିଥିଲେ। ପୂର୍ବତନ ବିଚାରପତି ଏଫ୍‌. ଏମ୍‌. କଲିଫୁଲ୍ଲାଙ୍କ ନେତୃତ୍ୱରେ ତିନିଜଣିଆ ମଧ୍ୟସ୍ଥ କମିଟି ଗଠନ କରାଯାଇଥିଲା। ଏଥିରେ ଆର୍ଟ ଅଫ୍‌ ଲିଭିଂର ପ୍ରତିଷ୍ଠାତା ତଥା ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଓ ବରିଷ୍ଠ ଓକିଲ ଶ୍ରୀରାମ ପଞ୍ଚୁ ସ୍ଥାନ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ମୃତ୍ୟୁ ପାଇଁ ମନ୍ତ୍ରୀ ଦାୟୀ

ବେଙ୍ଗାଲୁରୁ,୧୩।୪: କର୍ନାଟକର ଗ୍ରାମାଞ୍ଚଳ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ କେ.ଏସ୍‌. ଈଶ୍ୱରପ୍ପାଙ୍କ ବିରୋଧରେ ଏକ ଠିକାକାମ ପାଇଁ ୪୦% କମିଶନ ଦାବି ଅଭିଯୋଗ ଆଣିଥିବା ଜଣେ...

ବନ୍ୟା ପୀଡ଼ିତ ଚାଷୀଙ୍କ ସହ ମିଶି ବିରୋଧ ପ୍ରଦର୍ଶନ କରିବେ ଶିବରାଜ

ଭୋପାଳ,୧୬।୯: ମଧ୍ୟ ପ୍ରଦେଶରେ ଚଳିତ ବନ୍ୟାରେ ଅନେକ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ କୋଟି କୋଟି ଟଙ୍କାର ଫସଲ ହାନିହୋଇଛି। ତେବେ ଏହି ବନ୍ୟାରୁ ଲୋକଙ୍କୁ...

ଶେଷରେ ମୁଣ୍ଡ ନୁଆଁଇବେ ଉଦ୍ଧବ ଠାକ୍‌ରେ!

ମୁମ୍ବାଇ,୧୨।୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବାକୁ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଆପାତତଃ ରାଜି ହୋଇଛନ୍ତି। ଦଳର ଏମ୍‌ପିଙ୍କ ସହ...

ଦେଶର ନାଁ ପରିବର୍ତ୍ତନ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାଁ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ସେ ଶାମିଙ୍କ ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ...

ହିନ୍ଦୁଙ୍କ ତୁଳନାରେ କମ ସନ୍ତାନ ପ୍ରସବ କରନ୍ତି ମୁସଲମାନ, ୨୦୨୮ ସୁଦ୍ଧା ଜନ୍ମହାର ହୋଇଯିବ ସମାନ: ଦିଗ୍‌ବିଜୟ

ନୂଆଦିଲ୍ଲୀ,୨୩ ।୯: କଂଗ୍ରେସ ନେତା ଦିଗବିଜୟ ସିଂ ହିନ୍ଦୁୁ ମୁସଲମାନ ପ୍ରଜନନ ହାରକୁ ନେଇ ଗୁରୁବାର ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଏକ...

୫୬ କୋଟି ଭୋଟର ଆଧାର ଲିଙ୍କ୍‌ କରିଛନ୍ତି

ନୂଆଦିଲ୍ଲୀ,୧୧।୧୨: ଦେଶର ୯୫ କୋଟି ପଞ୍ଜୀକୃତ ଭୋଟରଙ୍କ ମଧ୍ୟରୁ ପାଖାପାଖି ୫୬ କୋଟି ସେମାନଙ୍କ ଭୋଟର ପରିଚୟ ପତ୍ର ସହ ଆଧାର ଲିଙ୍କ୍‌ କରିଛନ୍ତି। ଭୋଟର...

କେନ୍ଦ୍ରମନ୍ତ୍ରୀ ଗଡକରୀଙ୍କୁ ଭେଟିଲେ ମମତା

ନୂଆଦିଲ୍ଲୀ,୨୯।୭: ୪ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ ଭେଟିଛନ୍ତି। ପଞ୍ଚିମବଙ୍ଗରେ କାର୍ଯ୍ୟକାରୀ...

ଗୋଆ ମନ୍ତ୍ରିମଣ୍ଡଳରୁ ଉପମୁଖ୍ୟମନ୍ତ୍ରୀ ବିଦା: କଂଗ୍ରେସ ଛାଡ଼ିଥିବା ୩ ବିଧାୟକ ସାମିଲ

ପଣଜୀ,୧୪ା୭(ପି.ଟି.): ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଶନିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। କ୍ୟାବିନେଟରୁ ଉପମୁଖ୍ୟମନ୍ତ୍ରୀ ବିଜୟୀ ସରଦେଶାଇଙ୍କ ସମେତ ୪ ଜଣଙ୍କୁ ବାଦ୍‌ ଦିଆଯାଇ...

Advertisement
Archives

Model This Week