Posted inଜାତୀୟ

ଅଯୋଧ୍ୟା ମାମଲା: ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା; ଅଗଷ୍ଟ-୨ଠାରୁ ଶୁଣାଣି

ନୂଆଦିଲ୍ଲୀ,୧୮।୭: ଅଯୋଧ୍ୟା ମାମଲାରେ ସୁପ୍ରିମ୍‌କୋର୍ଟ ଜୁଲାଇ ୩୧ ପର୍ଯ୍ୟନ୍ତ ମଧ୍ୟସ୍ଥତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ଅଗଷ୍ଟ ୨ଠାରୁ ଓପନ କୋର୍ଟରେ ଏହାର ଶୁଣାଣି କରାଯିବ। ଅଗଷ୍ଟ ୨ରେ ଅପରାହ୍ନ ୨ଟା ପରେ କୋର୍ଟ ଖୋଲିଲେ ଏନେଇ ବିଧିବଦ୍ଧ ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ସୂଚିତ କରିଛନ୍ତି। ମଧ୍ୟସ୍ଥତା କମିଟିକୁ ଧାର୍ଯ୍ୟ ସମୟ ସୀମା ମଧ୍ୟରେ ରିପୋର୍ଟ ଉପସ୍ଥାପନ କରିବାକୁ କୁହାଯାଇଛି। ଏହାପରେ ଆବଶ୍ୟକ ଆଇନଗତ କାର୍ଯ୍ୟାନୁଷ୍ଠାନ ଉପରେ ବିଚାର କରାଯିବ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବାରୁ କାର୍ତ୍ତିୟାନି ଓ ଭାଗିରଥି ଆମ୍ମାଙ୍କୁ ମିଳିବ ‘ନାରୀ ଶକ୍ତି ପୁରସ୍କାର’

କୋଲ୍ଲମ,୫।୩: କେରଳର ୧୦୫ ବର୍ଷିୟା ଭାଗିରଥି ଆମ୍ମା ନିଜ ଜୀବନରେ ବହୁ ଉତ୍ଥାନ ପତନକୁ ସାମ୍ନା କରିଛନ୍ତି। ହେଲେ ପରିଣତ ବୟସରେ ସେ ଏମିତି କାମ...

ଦୁବେ ଏନ୍‌କାଉଣ୍ଟରକୁ ବଲିଉଡ୍‌ ସହ ଯୋଡ଼ିଲେ ତାପସୀ

ମୁମ୍ବାଇ: ଅଭିନେତ୍ରୀ ତାପସୀ ପନ୍ନୁ ବଲିଉଡ୍‌ରେ ତାଙ୍କ ଉଚ୍ଚକୋଟିର ଅଭିନୟ ଲାଗି ଯେତିକି ପରିଚିତ, ତା’ଠାରୁ ଅଧିକ ସୋସିଆଲ୍‌ ମିଡିଆରେ ତାଙ୍କ ଆକ୍ଟିଭ୍‌ନେସ୍‌। ସେ ସବୁବେଳେ...

ବାରାଣସୀରେ ଭାଜପା ହାରିଲା

ଲକ୍ଷ୍ନୌ,୧୩ା୪: ଉତ୍ତର ପ୍ରଦେଶର ବିଧାନ ପରିଷଦ ନିର୍ବାଚନରେ ଶାସକ ଭାଜପାକୁ ବଡ଼ ସଫଳତା ମିଳିଛି। ଭୋଟ ଗ୍ରହଣ କରାଯାଇଥିବା ୨୭ରୁ ୨୪ ଆସନକୁ ଭାଜପା ଦଖଲ...

ରାହୁଲଙ୍କ ଭାଷଣର ପ୍ରତିଲିପି ମାଗିଲେ ଇସି

ନୂଆଦିଲ୍ଲୀ,୧୭ା୧୨(ପି.ଟି.)-ଏକ ନିର୍ବାଚନୀ ସଭାରେ ‘ରେପ୍‌ ଇନ୍‌ ଇଣ୍ଡିଆ’ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣର ପ୍ରତିଲିପି ନିର୍ବାଚନ କମିଶନ (ଇସି) ଝାଡ଼ଖଣ୍ଡ ନିର୍ବାଚନ...

ଏମ୍‌ପିଙ୍କୁ ଏସିଡ୍‌ ଆକ୍ରମଣ ଧମକ

ଶିବସେନା ଏମ୍‌ପି ଅରବିନ୍ଦ ସାଓ୍ବନ୍ତ ଅମରାବତୀର ସ୍ବାଧୀନ ଏମ୍‌ପି ନବନୀତ କୌର ରାଣାଙ୍କ ଉପରେ ଏସିଡ୍‌ ଆକ୍ରମଣ କରାଇବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏ...

ଯାନ୍ତ୍ରିକ ତ୍ରୁଟି: ଜରୁରିକାଳୀନ ଅବତରଣ କଲା ବାୟୁସେନା ବିମାନ

ଯୋଧପୁର,୧୨।୩: ଭାରତୀୟ ବାୟୁସେନାର ମି-୧୭ ହେଲିକପ୍ଟର ଯାନ୍ତ୍ରିକ ତ୍ରୁଟି ଯୋଗୁ ରବିବାର ରାଜସ୍ଥାନର ଯୋଧପୁର ଜିଲାରେ ଜରୁରିକାଳୀନ ଅବତରଣ କରିଛି। ସୂଚନା ଅନୁଯାୟୀ, ଦେଚୁ ପୋଲିସ...

ବଜାରରେ ସିନ୍ଥେଟିକ୍‌ ଜିରା: ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଚାଲିଛି ଚୋରା ବେପାର

ନୂଆଦିଲ୍ଲୀ,୨୦।୧୧: ଏବେ ବଜାରରେ ସିନ୍ଥେଟିକ୍‌ ଜିରା ମିଳୁଛି। ପ୍ରକୃତ ଜିରା ସହିତ ମିଶାଇ ଏହାକୁ ବିକ୍ରି କରାଯାଉଛି। ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଏହାର ଚୋରା ବେପାର...

ଜନ ପ୍ରତିନିଧିଙ୍କ ବିରୋଧରେ ମାମଲା ପ୍ରତ୍ୟାହୃତ ପାଇଁ ହାଇକୋର୍ଟଙ୍କ ମଞ୍ଜୁରୀ ଜରୁରୀ: ଏସ୍‌ସି…

ନୂଆଦିଲ୍ଲୀ,୨୫।୮: ଏମ୍‌ପି ଏବଂ ବିଧାୟକଙ୍କ ଭଳି ଜନ ପ୍ରତିନିଧିଙ୍କ ବିରୋଧରେ ଅପରାଧିକ ମାମଲା ପ୍ରତ୍ୟାହାର ଉପରେ ସମ୍ପୂର୍ଣ୍ଣ କଟକଣା ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଯଦି...

Advertisement
Archives

Model This Week