Posted inଜାତୀୟ

ଅଯୋଧ୍ୟା ମାମଲା: ମସଜିଦ୍‌ର ନିର୍ମାଣ ବାବର କିମ୍ବା ଔରଙ୍ଗଜେବ୍‌ କରିଥିଲେ ବୋଲି ନାହିଁ ପ୍ରମାଣ

ନୂଆଦିଲ୍ଲୀ,୨୯।୮: ଅଯୋଧ୍ୟାର ରାମ ଜନ୍ମଭୂମି- ବାବରୀ ମସଜିଦ୍‌ ମାମଲାରେ ସୁପ୍ରିମ୍‌କୋର୍ଟରେ ଗୁରୁବାର ରାମଜନ୍ମଭୂମି ପୁନରୁତ୍ଥାନ ସମିତି ପକ୍ଷରୁ କୁହାଯାଇଛି ଯେ, ଏଠାରେ ବାବର କିମ୍ବା ଔରଙ୍ଗଜେବ୍‌ଙ୍କ ଦ୍ୱାରା କୌଣସି ମସଜିଦ୍‌ ନିର୍ମାଣ ହୋଇ ନ ଥିଲା। ଏହାର କୌଣସି ପ୍ରମାଣ ନାହିଁ। ୧୫୨୮ରେ ମସଜିଦ୍‌ ନିର୍ମାଣ ହୋଇଥିବାର ପ୍ରମାଣ ମିଳି ନାହିଁ। ଆଇନଜୀବୀ ପି.ଏନ୍‌. ମିଶ୍ରା କହିଛନ୍ତି ଯେ, ମନ୍ଦିର ଭଙ୍ଗା ଯାଇ ବାବରଙ୍କ ନିର୍ଦ୍ଦେଶରେ ମୀର୍‌ ବାକିଙ୍କ ଦ୍ୱାରା ଏଠାରେ ମସଜିଦ୍‌ ନିର୍ମାଣ କରାଯାଇଥିଲା। ବିବାଦୀୟ ଜମିର ମାଲିକ ବାବରଥିଲେ ବୋଲି କୌଣସି ପ୍ରମାଣ ନ ଥିବା ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଏବଂ ଏସ୍‌.ଏ ବୋବଦେଙ୍କ ସମ୍ମୁଖରେ ଆଇନଜୀବୀ ପି.ଏନ୍‌. ମିଶ୍ରା ଏପରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?