ଅଯୋଧ୍ୟା ଯିବେ ଶିବସେନା ମୁଖ୍ୟ

ମୁମ୍ବାଇ,୯।୧୧: ଗୋଟିଏ ପଟେ ମହାରାଷ୍ଟ୍ର ରାଜନୀତିକୁ ନେଇ ଚର୍ଚ୍ଚାରେ ଅଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଅନ୍ୟପଟେ ଶନିବାର ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦକୁ ନେଇ ଦେଇଥିବା ରାୟ ଉପରେ ସେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହାକୁ ନେଇ ଉଦ୍ଧବ କହିଛନ୍ତି ଶନିବାର ଅର୍ଥାତ୍‌ ନଭେମ୍ବର ୯, ୨୦୧୯ ଦିନଟି ଇତିହାସରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। କାରଣ ଏହିଦିନ ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମି ବିବାଦକୁ ନେଇ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ପ୍ରଦାନ କରିଛନ୍ତି। ମୁଁ ଏହାକୁ ଗ୍ରହଣ କରୁଛି ଆଉ ସମସ୍ତେ ଏହି ରାୟକୁ ଗ୍ରହଣ କରିବା ଉଚିତ ବୋଲି ସେ କହିଛନ୍ତି। ତେବେ ଆସନ୍ତା ୨୪ ତାରିଖରେ ସେ ଅଯୋଧ୍ୟା ଗସ୍ତ କରିବେ । ଏହି ସମୟରେ ସେ ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭେଟିବେ । କାରଣ ଏଥିପାଇଁ ଆଡଭାନୀ ‘ରଥ-ଯାତ୍ରା’ ବାହାର କରିଥିବାରୁ ସେ ତାଙ୍କୁ ଧନ୍ୟବାଦ ଦେବେ। ଏହାସହ ତାଙ୍କର ଆଶୀର୍ବାଦ ମଧ୍ୟ ନେବେ ବୋଲି ଉଦ୍ଧବ  କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ଗ୍ୟାସ ବୁକିଂ ସମୟ ବଦଳାଇଲେ ଏଜେନ୍ସି, ଏହି ନମ୍ବରରେ କରନ୍ତୁ କଲ, ନୋଟ୍‌ କରନ୍ତୁ ସମୟ, ୨୪ ଘଣ୍ଟାରେ ମିଳିବ ସିଲିଣ୍ଡର!

ଆଗ୍ରା,୧୨।୩: ଯଦି ଆପଣଙ୍କୁ ଗ୍ୟାସ ସିଲିଣ୍ଡର ବୁକ କରିବାକୁ ପଡିବ, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ, କାରଣ ବୁକିଂ କେବଳ ସକାଳ ୫ ଟାରୁ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…

ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର…

IPL 2026 ପୂର୍ବରୁ ‘ଫିକ୍ସିଂ’କୁ ନେଇ କ୍ରିକେଟ ଜଗତରେ ଆଲୋଡ଼ନ,ପୂର୍ବତନ KKR ଖେଳାଳିଙ୍କୁ ନିଲମ୍ବିତ କଲା ICC

ନୂଆଦିଲ୍ଲୀ,୧୨।୩: IPL 2026 ଆରମ୍ଭ ହେବା ପୂର୍ବରୁ, କ୍ରିକେଟ ଜଗତ ‘ଫିକ୍ସିଂ’ ଅଭିଯୋଗରେ ଦୋହଲିଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) କୋଲକାତା ନାଇଟ ରାଇଡର୍ସ (KKR) ପାଇଁ…

ମିଳିଲାନି ସୁଭଦ୍ରା ଟଙ୍କା: ବିଡ଼ିଓଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ମହିଳା

ଗୁଡାରି,୧୨।୩ (ପ୍ରମୋଦ କୁମାର ପତି): ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଯୋଗ୍ୟ ମହିଳାଙ୍କୁ ମହିଳା ଦିବସ ଅବସରରେ ଚତୁର୍ଥ କିସ୍ତି ଟଙ୍କା ମିଳିଛି। କିନ୍ତୁ ରାୟଗଡା ଜିଲା…

କାର୍‌ ନେଲା ଜୀବନ

ପାତ୍ରପୁର,୧୨ା୩(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ସୁରଙ୍ଗୀଠାରେ ଏକ କାର୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ସୁରଙ୍ଗୀ ଗ୍ରାମର ଅଭିମନ୍ୟୁ…

ଗ୍ୟାସ କଳାବଜାରୀ କରୁଥିବା ବ୍ୟକ୍ତିଙ୍କୁ ମିଳିବ ସିଧାସଳଖ ଏମିତି ଦଣ୍ଡ, ବଡ଼ ଚେତାବନୀ ଦେଲେ ସିଟି SP

ମେରଠ,୧୨।୩: ଗ୍ୟାସ କଳାବଜାରୀରେ ସମ୍ପୃକ୍ତ ଲୋକଙ୍କ ବିରୁଦ୍ଧରେ ତୁରନ୍ତ ମାମଲା ରୁଜୁ କରିବାକୁ ଉତ୍ତର ପ୍ରଦେଶ ମେରଠର ଏସଏସପି ନିର୍ଦ୍ଦେଶ ଦେଇଛନ୍ତି। କଳାବଜାରୀ ସମ୍ପର୍କରେ ସୂଚନା ପାଇବା…

ତଣ୍ଟି କାଟି ମହିଳାଙ୍କୁ ବିଭତ୍ସ ହତ୍ୟା ଘଟଣା, ପ୍ରେମିକାକୁ ହତ୍ୟା ପରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ପ୍ରେମିକ

ବାଲେଶ୍ୱର,୧୨ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅର୍ନ୍ତଗତ ଫକୀରମୋହନ ନଗରରେ ଜଣେ ମହିଳାଙ୍କ ତଣ୍ଟି କାଟି ବିଭତ୍ସ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ପୁରୁଷବନ୍ଧୁ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri