ଅଯୋଧ୍ୟା ଯିବେ ଶିବସେନା ମୁଖ୍ୟ

ମୁମ୍ବାଇ,୯।୧୧: ଗୋଟିଏ ପଟେ ମହାରାଷ୍ଟ୍ର ରାଜନୀତିକୁ ନେଇ ଚର୍ଚ୍ଚାରେ ଅଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଅନ୍ୟପଟେ ଶନିବାର ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦକୁ ନେଇ ଦେଇଥିବା ରାୟ ଉପରେ ସେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହାକୁ ନେଇ ଉଦ୍ଧବ କହିଛନ୍ତି ଶନିବାର ଅର୍ଥାତ୍‌ ନଭେମ୍ବର ୯, ୨୦୧୯ ଦିନଟି ଇତିହାସରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। କାରଣ ଏହିଦିନ ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମି ବିବାଦକୁ ନେଇ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ପ୍ରଦାନ କରିଛନ୍ତି। ମୁଁ ଏହାକୁ ଗ୍ରହଣ କରୁଛି ଆଉ ସମସ୍ତେ ଏହି ରାୟକୁ ଗ୍ରହଣ କରିବା ଉଚିତ ବୋଲି ସେ କହିଛନ୍ତି। ତେବେ ଆସନ୍ତା ୨୪ ତାରିଖରେ ସେ ଅଯୋଧ୍ୟା ଗସ୍ତ କରିବେ । ଏହି ସମୟରେ ସେ ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭେଟିବେ । କାରଣ ଏଥିପାଇଁ ଆଡଭାନୀ ‘ରଥ-ଯାତ୍ରା’ ବାହାର କରିଥିବାରୁ ସେ ତାଙ୍କୁ ଧନ୍ୟବାଦ ଦେବେ। ଏହାସହ ତାଙ୍କର ଆଶୀର୍ବାଦ ମଧ୍ୟ ନେବେ ବୋଲି ଉଦ୍ଧବ  କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍‌

ମୁମ୍ବାଇ,୧୩।୬: ମୁମ୍ବାଇର ଏକ କେକ୍‌ ବେକିଂ ବେକେରୀରେ ପ୍ରସ୍ତୁତ ହେଉଥିଲା ଗଞ୍ଜେଇ ମିଶ୍ରିତ କେକ୍‌। ଖବର ପାଇ ଶନିବାର ରାତିରେ ଚଢ଼ାଉ କରିଥିଲା ନାର୍କୋଟିକ କଣ୍ଟ୍ରୋଲ...

ଇଣ୍ଡିଆ ଗେଟ ହୋଇ ଲାଲକିଲା ଯିବ ଭାରତ ଯୋଡୋ ଯାତ୍ରା

ନୂଆଦିଲ୍ଲୀ,୨୪ ।୧୨: ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ କରାଯାଇଥିବା ଭାରତ ଯୋଡୋ ଯାତ୍ରା ଶନିବାର ଦିଲ୍ଲୀରେ ଜନତାଙ୍କୁ ଏକାଠି କରାଇବାକୁ ଚେଷ୍ଟା କରିବ । ଏହି...

ନୀତୀଶଙ୍କ ଦଳରେ ଫାଟ, ଭାଜପା ଯୋଗାଯୋଗରେ ଜେଡ଼ିୟୁର ବହୁ ବିଧାୟକ: ସୁଶୀଲ ମୋଦି…

ଗୋପାଳଗଞ୍ଜ,୧।୧୧: ଗୋପାଳଗଞ୍ଜ ବିଧାନସଭା ଉପ-ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଚାରର ଶେଷ ଦିନ ଥିଲା। ଗ୍ରାଣ୍ଡ ଆଲାଇନ୍ସ ଏବଂ ଏନଡିଏର ବହୁ ବଡ ନେତା ଏକ ରାଲି...

ପୁଣି ଏକ ବାତ୍ୟା ଆଶଙ୍କା: ସତର୍କ କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୧।୫: ଅମ୍ଫନ୍‌ ପରେ ପୁଣି ଏକ ବାତ୍ୟା ଆଶଙ୍କା। ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟରେ ପରିଣତ ହେବ...

ଗୁରୁବାରଠାରୁ କେଦାରନାଥ ଯାତ୍ରା ଆରମ୍ଭ: ଜୁନ ୩୦ପର୍ଯ୍ୟନ୍ତ କେବଳ ରୁଦ୍ରପ୍ରୟାଗବାସୀ କରିପାରିବେ ଦର୍ଶନ

ରୁଦ୍ରପ୍ରୟାଗ,୧୧।୬: ଦେବସ୍ଥାନମ୍‌ ବୋର୍ଡର ନିଷ୍ପତ୍ତି ପରେ ଉତ୍ତରାଖଣ୍ଡରେ ଥିବା କେଦାରନାଥ ଧାମ ଯାତ୍ରାକୁ ଖୋଲି ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଜୁନ ୩୦ପର୍ଯ୍ୟନ୍ତ କେବଳ ସ୍ଥାନୀୟ ଲୋକ...

ବିବିସି ଡକ୍ୟୁମଣ୍ଟାରି ପ୍ରସଙ୍ଗ: ସରକାରଙ୍କୁ ସମର୍ଥନ କରି ଅନିଲ ଆଣ୍ଟୋନୀ କଂଗ୍ରେସରୁ ଦେଲେ ଇସ୍ତଫା…

ନୂଆଦିଲ୍ଲୀ,୨୪।୧ : ବରିଷ୍ଠ କଂଗ୍ରେସ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଏକେ ଆଣ୍ଟୋନିଙ୍କ ପୁଅ ଅନିଲ ଆଣ୍ଟୋନୀ ୨୦୦୨ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରୀକୁ...

ପ୍ଲାଷ୍ଟିକ ବୋତଲର ସ୍ଥାନ ନେବ ବାଉଁଶ ପାଣି ବୋତଲ, ଜାଣନ୍ତୁ ଦାମ୍‌ କେତେ

ନୂଆଦିଲ୍ଲୀ,୧।୧୦: ଅକ୍ଟୋବର ୨ରୁ ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏମଏସଏମଇ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ ଖଦି ଗ୍ରାମୋଦ୍ୟୋଗ...

ଜେଲ୍‌ରେ ବନ୍ଦୀ ଥିବା କଏଦୀଙ୍କ ବ୍ରେନ୍‌ଓ୍ବାଶ୍‌ କରି ଜେହାଦୀ କରୁଛନ୍ତି ଆତଙ୍କବାଦୀ ସଂଗଠନ

ନୂଆଦିଲ୍ଲୀ,୨୯।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ମୁସଲମାନ୍‌ ଯୁବକଙ୍କୁ ଏବେ ଆତଙ୍କବାଦୀ ସଂଗଠନ ଟାର୍ଗେଟ୍‌ କରିଛନ୍ତି। ସେମାନଙ୍କର ବ୍ରେନ୍‌ଓ୍ବାଶ୍‌ କରାଯାଇ ଜେହାଦୀ କରାଯାଉଥିବା ଭାରତୀୟ...

Advertisement
Archives

Model This Week