Posted inଜାତୀୟ

ଅଯୋଧ୍ୟା ରାମମନ୍ଦିରରେ ଲଗାଯିବ ୨୧ ଶହ କିଲୋଗ୍ରାମ୍‌ ଓଜନର ଘଣ୍ଟା: ତିଆରି କରୁଛନ୍ତି ମୁସଲମାନ୍‌ କାରିଗର ଇକବାଲ୍‌

ଲକ୍ଷ୍ନୌ,୧୪।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ। ଏଥିପାଇଁ ଉତ୍ତରପ୍ରଦେଶ ଇଟା ଜିଲାର ଜାଲେସରର ମୁସଲମାନ୍‌ କାରିଗର ଇକବାଲ୍‌ ୨୧ ଶହ କିଲୋଗ୍ରାମ୍‌ ଓଜନର ଏକ ବଡ଼ ଘଣ୍ଟା ତିଆରି କରୁଛନ୍ତି। ଏହାକୁ ମନ୍ଦିରରେ ଲଗାଯିବ। ଘଣ୍ଟା ତିଆରିରେ ୧୦ରୁ ୧୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବା କୁହାଯାଉଛି। ଘଣ୍ଟାର ଲମ୍ବ ୬ ଫୁଟ ଏବଂ ଚୌଡ଼ା ୫ ଫୁଟ ରହିଛି। ଆଉ ଅଳ୍ପ ଦିନ ମଧ୍ୟରେ ଏହାର ତିଆରି କାମ ଶେଷ ହେବ ବୋଲି ଇକବାଲ୍‌ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ଲିଗାସିକୁ ନେଇ ଭାଜପା-ବିରୋଧୀ ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୩ା୧୦(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସାରା ଦେଶ ସମେତ ବିଦେଶରେ ପାଳନ କରାଯାଉଥିବାବେଳେ ତାଙ୍କ ଲିଗାସୀକୁ ନେଇ ଭାଜପା ଓ ବିରୋଧୀ ଦଳ ମଧ୍ୟରେ...

କରୋନାକୁ ହରାଇଲେ ୧୦୦ ବର୍ଷିୟା ମହିଳା: କହିଲେ…

ବାଙ୍ଗାଲୋର,୨୫।୭-ସାରା ଦେଶରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ପ୍ରତିଦିନ ହଜାର ହଜାର କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେବେ ଏପରିସ୍ଥିତିରେ କର୍ଣ୍ଣାଟକ ବେଲାରୀ ଜିଲାର...

ସ୍ଥିତି ଅଣାୟତ୍ତ, ଦୈନିକ ସଂକ୍ରମଣ ୨୭ ପ୍ରତିଶତ ବୃଦ୍ଧି …

ନୂଆଦିଲ୍ଲୀ, ୧୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଭୋପାଳ, ୨୫।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରିପୋର୍ଟ ଆସିବା ପରେ ଶିବରାଜ ତାଙ୍କ ସହିତ...

‘କଂଗ୍ରେସକୁ ଦରକାର ଜଣେ ଅମିତ ଶାହ’

ନୂଆଦିଲ୍ଲୀ, ୩୦।୫: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାସ୍ତ ହେବା ପରେ ଏବେ ଦେଶର ସର୍ବପୁରାତନ ଦଳ କଂଗ୍ରେସ ସଙ୍କଟ ପରିସ୍ଥିତି ଦେଇ ଗତି କରୁଛି।...

ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍‌ର ନଜର: ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୧୩।୨: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନନଜର ରଖିଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

୧୩ ବିଧାୟକଙ୍କୁ କ୍ୟାବିନେଟ୍‌ ପାହ୍ୟା: ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବା ଆଶା ନୋହିଲା

ବେଙ୍ଗାଲୁରୁ,୧୭।୧୨: କର୍ନାଟକରେ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବା ପରିବର୍ତ୍ତେ ୧୩ ବିଧାୟକଙ୍କୁ କ୍ୟାବିନେଟ୍‌ ପାହ୍ୟା ଦେଇ ଭାଜପାରେ ଜାରି ରହିଥିବା ଅସନ୍ତୁଷ୍ଟଙ୍କ ମୁହଁ...

‘ଇସ୍‌ଲାମରେ ହିଜାବ ଜରୁରୀ ପ୍ରଥା ନୁହେଁ’

ବେଙ୍ଗାଲୁରୁ,୧୮।୨: ଇସ୍‌ଲାମରେ ହିଜାବ ଏକ ଅତ୍ୟାବଶ୍ୟକ ଧର୍ମୀୟ ପ୍ରଥା ନୁହେଁ ବୋଲି କର୍ନାଟକ ସରକାର ଶୁକ୍ରବାର ହାଇକୋର୍ଟଙ୍କୁ କହିଛନ୍ତି। ଏହାର ବ୍ୟବହାରକୁ ରୋକିବା ଭାରତୀୟ ସମ୍ବିଧାନର...

Advertisement
Archives

Model This Week