ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଉତ୍ତର ପ୍ରଦେଶରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଗିରଫ

ଲକ୍ଷ୍ନୌ,୮।୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସଜିଦ୍‌ ଜମି ବିବାଦ ମାମଲାର ରାୟ ଶୁଣାଣି ପରବର୍ତ୍ତୀ ଯେ କୌଣସି ଅପ୍ରୀତିକର ପରିସ୍ଥିତି ସହ ମୁକାବିଲା କରିବାକୁ ଉତ୍ତର ପ୍ରଦେଶ ସରକାର ପ୍ରସ୍ତୁତ ହୋଇ ରହିଛନ୍ତି। ରାୟ ପୂର୍ବରୁ ଯେମିତି କୌଣସି ଅଘଟଣ ନ ଘଟେ ସେଥିପ୍ରତି ଧ୍ୟାନ ଦିଆଯାଉଛି ବୋଲି ଉତ୍ତର ପ୍ରଦେଶ ଡିଜିପି ଓପି ସିଂ ସୂଚନା ଦେଇଛନ୍ତି। ଏପର୍ଯ୍ୟନ୍ତ ଅପ୍ରୀତିକର ଘଟଣା ଘଟାଉଥିବା ୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଗିରଫ କରାଯାଇଥିବାବେଳେ ୧,୬୫୯ ଜଣଙ୍କ ସୋସିଆଲ ଆକାଉଣ୍ଟ ଉପରେ ନଜର ରଖାଯାଇଛି। ଏହାସହ ରାୟ ପୂର୍ବରୁ ପ୍ରଧାନ ବିଚାରପତି ରଞ୍ଜନ ଗୋଗେଇ ୟୁପିର ଡିଜିପି ଏବଂ ମୁଖ୍ୟ ସଚିବଙ୍କ ଭେଟିଛନ୍ତି। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ ନଭେମ୍ବର ୧୭ ତାରିଖରେ ଅବସର ନେବା ପୂର୍ବରୁ ଏହି ରାୟ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା କେବେ ଭାରତର ମିତ୍ର ହୋଇ ନ ପାରେ: ବାବା ରାମଦେବ

ନୂଆଦିଲ୍ଲୀ,୨୦।୬: ଭାରତ-ଚାଇନା ବିବାଦକୁ ନେଇ ସବୁଠି ଚର୍ଚ୍ଚା ଯୋର ଧରିଛି। ଏବେ ଅନେକ ସ୍ଥାନରେ ଚାଇନା ସାମଗ୍ରୀ ସମ୍ପୂର୍ଣ୍ଣ ବର୍ଜ୍ଜନ କରିବାକୁ କୁହାଯାଉଥିବା ବେଳେ ଏହାକୁ...

ମୋଦି କରି ନାହାନ୍ତି ପ୍ରତିଶୋଧ ରାଜନୀତି: ଗୁଲାମ ନବୀ..

ନୂଆଦିଲ୍ଲୀ,୪।୪ : ରାଜ୍ୟସଭାର ପୂର୍ବତନ ଏମ୍‌ପି ତଥା ଡୋମୋକ୍ରାଟିକ୍‌ ଆଜାଦ ପାର୍ଟି ମୁଖ୍ୟ ଗୁଲାମ ନବୀ ଆଜାଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ...

୫ ବଡ଼ ନଦୀକୁ ସଂଯୋଗ ଯୋଜନା, ୨୫ ହଜାର କିଲୋମିଟର ରାଜପଥର ବିକାଶ, ୬୦ ଲକ୍ଷ ନୂଆ ଚାକିରି…

ନୂଆଦିଲ୍ଲୀ, ୧।୨ : ଆଗାମୀ ବର୍ଷରେ ୨୫ ହଜାର କିଲୋମିଟର ରାଜପଥର ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଆଗାମୀ ୩ ବର୍ଷରେ...

ନୂଆଦିଲ୍ଲୀ ରେଲୱେ ଷ୍ଟେଶନ ପାର୍କିଂରୁ ମିଳିଲା ୧୧ ଜୀବନ୍ତ କ୍ୟାଟ୍ରିଜ

ନୂଆଦିଲ୍ଲୀ,୩୧ ।୮: ରାଜଧାନୀ ଦିଲ୍ଲୀର ରେଲୱେ ଷ୍ଟେଶନ ପାର୍କିଂରୁ ମଙ୍ଗଳବାର ୧୧ଟି ଜୀବନ୍ତ କ୍ୟାଟ୍ରିଜ୍ ମିଳିଥିବା ସୂଚନା ମିଳିଛି । ଏହା ଆଜମେରି ଗେଟ ବାଲା...

ଥରିଲା ଇନ୍ଦୋର

ଇନ୍ଦୋର,୧୯।୨: ମଧ୍ୟପ୍ରଦେଶର ଇନ୍ଦୋରରେ ରବିବାର ଅପରାହ୍ନରେ ସାମାନ୍ୟ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୦ ଥିଲା। ଏହାର କେନ୍ଦ୍ର ଭୂମିଠାରୁ ୧୦...

କମୁନି ଅନ୍ନଦାତାଙ୍କ ଋଣବୋଝ: ଦୋହଲି ଯାଇଛି ଆର୍ଥିକ ମେରୁଦଣ୍ଡ

ନୂଆଦିଲ୍ଲୀ,୨୩।୧୨: ସୋମବାର ଦେଶରେ ପାଳିତ ହେଉଛି କିଷାନ ଦିବସ। ଦେଶର ପଞ୍ଚମ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କ ଜନ୍ମତିଥିରେ ଏହା ପାଳିତ ହୋଇଆସୁଛି। ଚୌଧୁରୀ ଚରଣ...

ଚାଇନା ଔଷଧ କମ୍ପାନୀରେ ତାଲା: ଭାରତରେ ବଢୁଛି ପାରାସିଟାମଲ, ଏଜିଥ୍ରୋମାଇସିନ୍‌ ଦାମ

ନୂଆଦିଲ୍ଲୀ,୧୮।୨: ଚାଇନାରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣ ରୋକିବା ପାଇଁ ଚାଇନା ପକ୍ଷରୁ ନାନା ଉପାୟ କରାଯାଉଛି। କରୋନା...

‘ଜାତୀୟ ପତାକା କେମିତି ଉତ୍ତୋଳନ କରାଯାଏ, ମୋତେ ଶିଖାଅ ନାହିଁ’

କୋଲକତା,୧୫।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ହର ଘର ତିରଙ୍ଗା’ ଅଭିଯାନକୁ ଟାର୍ଗେଟ କରିଛନ୍ତି। ସ୍ବାଧୀନତା ଦିବସ ଅବସରରେ ବେହେଲାଠାରେ ଏକ...

Advertisement
Archives

Model This Week