ଅଯୋଧ୍ୟା ରାୟ ପୂର୍ବରୁ ପୋଲିସ ଆଲର୍ଟ: କଲେଜରେ ତିଆରି ହେଲା ୮ ଅସ୍ଥାୟୀ ଜେଲ୍‌

ଲକ୍ଷ୍ନୌ,୭।୧୧: ଅଯୋଧ୍ୟା ରାୟ ପୂର୍ବରୁ ସୁରକ୍ଷା ଦୃଷ୍ଟିରୁ ଉତ୍ତରପ୍ରଦେଶ ପୋଲିସ ବିଭାଗ ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ଲାଗି ଆମ୍ବେଡ଼କର ନଗରର ବିଭିନ୍ନ କଲେଜରେ ୮ଟି ଅସ୍ଥାୟୀ ଜେଲ୍‌ ତିଆରି କରାଯାଇଛି। ରାୟ ପ୍ରକାଶ ପାଇବା ପରେ ଯଦି ଆଇନ ଶୃଙ୍ଖଳା ସ୍ଥିତି ଉତ୍ପନ୍ନ ହୁଏ ତେବେ ଗିରଫ ହୋଇଥିବା ବିକ୍ଷୋଭକାରୀଙ୍କୁ ଏସବୁ ଜେଲ୍‌ ରଖାଯିବ ବୋଲି ପୋଲିସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମିରଠ, ଆଗ୍ରା, ଅଲିଗଡ଼, ରାମପୁର, ବରେଲୀ, ଫିରୋଜାବାଦ୍‌, କାନପୁର, ଲକ୍ଷ୍ନୌ, ଶାହାଜାହାନପୁର, ଶାମଲି, ମୁଜଫରନଗର, ବୁଲନ୍ଦସହର, ଆଜମଗଡ଼ ଆଦି ୩୪ଟି ସମ୍ବେଦନଶୀଳ ଜିଲାରେ ସତର୍କ ରହିବାକୁ ପୋଲିସ ମୁଖ୍ୟଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri