Posted inଜାତୀୟ

ଅଯୋଧ୍ୟା ଶୁଣାଣିକୁ ସ୍ବାଗତ ଜଣାଇଲେ ମୋହନ ଭାଗବତ

ନୂଆଦିଲ୍ଲୀ,୯।୧୧: ଅଯୋଧ୍ୟା ଜମି ବିବାଦକୁ ନେଇ ସୁପ୍ରିମକୋର୍ଟ ପକ୍ଷରୁ ଶନିବାର ଐତିହାସିକ ରାୟ ପ୍ରକାଶ ପାଇଛି। ଏବେ ଏହାକୁ ନେଇ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରକାର ପ୍ରତିକ୍ରିୟା ପ୍ରକାଶ ପାଉଛି। ରାଷ୍ଟୀୟ ସ୍ବୟଂ ସେବକ ସଂଘର ମୁଖ୍ୟ ମୋହନ ଭାଗବତ ଏହି ରାୟକୁ ସ୍ବାଗତ ଜଣାଇଛନ୍ତି। ଦୀର୍ଘ ଦଶନ୍ଧୀ ଧରି ଚାଲିଥିବା ଏହି ମାମଲାର ରାୟ ଶେଷରେ ଠିକ୍‌ ଆସିଛି ବୋଲି ସେ କହିଛନ୍ତି। ଏହା ବିଜୟ ନୁହେଁ କି ପରାଜୟ ନୁହେଁ। ଏହାକୁ ନେଇ ସମସ୍ତେ ଶାନ୍ତି ବଜାୟ ରଖିବାକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ ଡେଲିଭରି ମଦ ବ୍ୟବସ୍ଥା ଉପରେ ବିଚାର କରନ୍ତୁ ରାଜ୍ୟ ସରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୫: ସାରା ବିଶ୍ବରେ ମହାମାରୀ କରୋନା ସଙ୍କଟ ଦେଖାଦେଇଛି। କରୋନା ମୁକାବିଲା ପାଇଁ ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ତେବେ ଲକ୍‌ଡାଉନ...

ଅଡ୍‌-ଇଭିନ୍‌ ନମ୍ବର କେଉଁଠି ଲାଗୁହେବ କେଉଁଠି ନାହିଁ ସ୍ପଷ୍ଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୧୭।୧୦: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ଆସନ୍ତା ମାସଠାରୁ ଅଡ୍‌-ଇଭିନ୍‌ ନମ୍ବରର ଗାଡି ଚଲାଇବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନିର୍ଦ୍ଦେଶ ଦେଇଛନ୍ତି।...

୬୦ ପ୍ରତିଶତ ଛୋଟ ପିଲା କରୋନା ଆକ୍ରାନ୍ତ, ଆଇସିଏମ୍‌ଆର୍‌ ସେରୋ ସର୍ଭେ ରିପୋର୍ଟ…

ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ବ୍ରେକ୍‌ ଲାଗିଛି। ବିଶେଷଜ୍ଞ ଅକ୍ଟୋବରରେ କରୋନାର ତୃତୀୟ ଲହର ଆସିବାର ଆଶଙ୍କାର ପୂର୍ବାନୁମାନ କରିଥିଲେ। ତେବେ ଏବେ ଏହାର...

ସଂସଦ ଭବନର ଉଦ୍‌ଘାଟନୀକୁ ରାଜ୍ୟାଭିଷେକ ବୋଲି ଭାବୁଛନ୍ତି ପ୍ରଧାନମନ୍ତ୍ରୀ: ରାହୁଲ

ନୂଆଦିଲ୍ଲୀ,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନୂଆ ସଂସଦ ଭବନର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମକୁ କଂଗ୍ରେସ ସମେତ ୧୯ ଦଳ ବିରୋଧ କରିଛନ୍ତି। ତେବେ...

ସ୍ବାଗତ ଅପେକ୍ଷାରେ ମୋଗଲ ଗାର୍ଡେନ

ନୂଆଦିଲ୍ଲୀ,୩।୨: ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନ ଏବେ ସଜେଇ ହୋଇ ଅତିଥିଙ୍କୁ ସ୍ବାଗତ କରିବାକୁ ଅପେକ୍ଷା ରଖିଛି। ଫେବୃୟାରୀ ୫ରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ଏହା...

ସହାରନପୁରରେ ସମ୍ବୋଧନ ଦେବା ସମୟରେ ୫ ମିନିଟ ପର୍ଯ୍ୟନ୍ତ ମୁସଲମାନ ମହିଳାଙ୍କ କଥା କହିଲେ ମୋଦି

ନୂଆଦିଲ୍ଲୀ,୧୦ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସହାରନପୁରରେ ଏକ ବଡ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ସେ ବିରୋଧିଙ୍କ ଉପରେ...

ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀଙ୍କ ବିରୋଧରେ ଲଢିପାରନ୍ତି ଭଉଣୀ ନୈନା

ଅହମ୍ମଦାବାଦ,୧୧।୧୧: ଗୁଜରାଟ ବିଧାନସଭା ନିର୍ବାଚନ ଉପରେ ସମଗ୍ର ଦେଶର ନଜର ରହିଛି। ଏଥର ଗୁଜରାଟର ଜାମନଗର ଆସନକୁ ନେଇ ଅନେକ ଚର୍ଚ୍ଚାରେ ରହିଛି। ଜାମନଗରରୁ ଭାଜପା...

କାଠଗଡ଼ାରେ ‘ଦେଶଦ୍ରୋହ’

ନୂଆଦିଲ୍ଲୀ,୧୬ା୭:ଦେଶଦ୍ରୋହ ଆଇନ ବିରୋଧରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀକୁ ଦେଶର ବୁଦ୍ଧିଜୀବୀ ମହଲରେ ସ୍ବାଗତ କରାଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକ ସର୍ବୋଚ୍ଚ...

Advertisement
Archives

Model This Week