ଅଯୋଧ୍ୟା ଶୁଣାଣି ପୂର୍ବରୁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ଅଯୋଧ୍ୟା ପ୍ରଶାସନ ପକ୍ଷରୁ ଗୁରୁବାର ସହରରେ ହାଇ ଆଲର୍ଟ ଜାରି କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଅଯୋଧ୍ୟାର ଭିନ୍ନ ଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଅନ୍ୟପଟେ ପଞ୍ଚ କୋଶି ପରିକ୍ରମାକୁ ନେଇ ମଧ୍ୟ ଅନ୍ୟ ବ୍ୟବସ୍ଥା କରାଯାଇଛି। କେବଳ ସେତିକି ନୁହେଁ ଡ୍ରୋନ ଜରିଆରେ ସହର ଉପରେ ନଜର ରଖାଯାଇଛି। ଏଥିସହ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏକ ଶାନ୍ତି କମିଟି ଗଠନ କରାଯାଇଛି। ଏହି କମିଟି ଗାଁକୁ ଗାଁ ବୁଲି ଶାନ୍ତି ଓ ସଦ୍‌ଭାବନା ରଖିବା ପାଇଁ ଲୋକଙ୍କୁ ନିବେଦନ କରିବ। ସେହିପରି ଅନ୍ୟ ଜିଲାଗୁଡିକରେ ଅସ୍ଥାୟୀ ଜେଲ୍‌ ନିର୍ମାଣ କରାଯାଇଛି। ଏଥିପାଇଁ ସ୍କୁଲ ଓ ବେସରକାରୀ କୋଠାକୁ ଚୟନ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅଙ୍କୁ ନିଲାମ, ମା’ଙ୍କୁ ବଳାତ୍କାର

ନୂଆଦିଲ୍ଲୀ/ଜୟପୁର, ୨୮ା୧୦:ଭାରତୀୟ ମହିଳାମାନେ ଅନେକ କ୍ଷେତ୍ରରେ ସଫଳତାର ସିଡ଼ି ଚଢ଼ି ଦେଶବିଦେଶରେ ସୁନାମ ଅର୍ଜୁଥିବାବେଳେ ରକ୍ଷଣଶୀଳ ରାଜସ୍ଥାନରେ ନାରୀଜାତିକୁ ପଣ୍ୟ ସାମଗ୍ରୀ ରୂପେ ବ୍ୟବହାର କରାଯାଉଛି।...

ପାଇଲଟଙ୍କ ବିମାନ ପୁଣିଥରେ କଂଗ୍ରେସ ରନ୍‌ଓ୍ବେ ମୁହାଁ

ଜୟପୁର,୧୦।୮: ରାଜସ୍ଥାନରେ ଲାଗି ରହିଥିବା ରାଜନୈତିକ ସଙ୍କଟ ଏବେ ଶେଷ ହେବା ଭଳି ଦେଖାଯାଉଛି। ରାଜସ୍ଥାନ ସରକାରକୁ ଭାଙ୍ଗିବାର ସୂତ୍ରଧର ସାଜିଥିବା ଓ ବିଧାୟକଙ୍କୁ କିଣାବିକା...

ବେଆଇନ ସିଲିଣ୍ଡର ଦୁର୍ଘଟଣାରେ କ୍ଷତିପୂରଣ ମିଳିବନି…

ନୂଆଦିଲ୍ଲୀ, ୨୮।୬ : ବେଆଇନ ଏଲପିଜି ସିଲିଣ୍ଡର ବ୍ୟବହାର କରୁଥିବା ସମୟରେ ଦୁର୍ଘଟଣା ଘଟିଲେ ଏନେଇ ଗ୍ୟାସ ଏଜେନ୍ସି ଦାୟୀ ରହିବ ନାହିଁ ବୋଲି ଏକ...

ଅମୃତସର ପୂର୍ବରୁ ହେଭି ଓ୍ବେଟ୍‌ ଲଢ଼େଇ

ନୂଆଦିଲ୍ଲୀ,୨୬।୧: ପଞ୍ଜାବ ବିଧାନସଭା ନିର୍ବାଚନରେ ଅମୃତସର (ପୂର୍ବ) ଆସନରେ ହେବ ସବୁଠୁ ବଡ଼ ମୁକାବିଲା। ଏହି ଆସନରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ରାଜ୍ୟର ଦୁଇ ହେଭିଓ୍ବେଟ...

ଲୋକ ସଭା, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୬।୭: ଅଲ ଇଣ୍ଡିଆ ଆନ୍ନା ଦ୍ରାଭିଡ ମୁନେତ୍ରା କାଜଗମ(ଏଆଇଏଡିଏମ୍‌କେ) ଶନିବାର ତା’ର ଲୋକ ସଭା ଓ ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।...

ରାମଦେବଙ୍କ ଉପରେ ୧ ହଜାର କୋଟି ଟଙ୍କାର ମାନହାନୀ

ଡେରାଡୁନ, ୨୬।୫: ଏଲୋପାଥି ଔଷଧ ଓ ଏଲୋପାଥି ଡାକ୍ତରଙ୍କ ଉପରେ ଅପମାନଜନକ ମନ୍ତବ୍ୟ ପୁଣି ଥରେ ବାବା ରାମଦେବଙ୍କ ପାଇଁ ସୃଷ୍ଟି କରିଛି ଅଢ଼ୁଆ। ଏହି...

ଆତଙ୍କବାଦ ତାଲିମ ନେଉଛନ୍ତି କଶ୍ମୀର ଯୁବକ: ଏନ୍‌କାଉଣ୍ଟରରେ ଗଲାଣି ୧୭ ଜୀବନ

ନୂଆଦିଲ୍ଲୀ,୩।୫: ଆତଙ୍କବାଦୀ ନିରୋଧୀ ଅଭିଯାନ ବେଳେ ପାକିସ୍ତାନରୁ ତାଲିମ ନେଇ ଫେରିଥିବା ୧୭ ଜଣ କଶ୍ମୀରୀ ଯୁବକ ଏନ୍‌କାଉଣ୍ଟରେ ନିହତ ହେଲେଣି। ସେମାନଙ୍କ ମଧ୍ୟରୁ କେତେଜଣ...

ପୋଲିସ ଗୁଳିରେ ଟଳିଲେ ୫ ମାଓବାଦୀ

ହାଇଦ୍ରାବାଦ,୨୨।୯: ଆନ୍ଧ୍ରପ୍ରଦେଶ ମାଦିଗିମୁଡୁ ଜଙ୍ଗଲରେ ରବିବାର ଗ୍ରେହାଉଣ୍ଡସ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୫ ଜଣ ମାଓବାଦୀଙ୍କର ମୃତ୍ୟୁ ଘଟିଛି...

Advertisement
Archives

Model This Week