ଅରଣ୍ୟା ପକ୍ଷରୁ ଫଗୁଣ ଆସର

ସୁନ୍ଦରଗଡ,୯।୩(ଡି.ଏନ୍‌.ଏ): ସାହିତ୍ୟ ଅନୁଷ୍ଠାନ ଅରଣ୍ୟା ଓ ନବଜୀବନ କ୍ଲବର ମିଳିତ ଆନୁକୂଲ୍ୟରେ ଫଗୁଣ ଆସର ଅନୁଷ୍ଠିତ ହୋଇଯାଇଛି । କବି ସୁବାସ ଦାଶ ଓ କବୟିତ୍ରୀ ସ୍ବର୍ଣ୍ଣମଞ୍ଜରୀ ଦାଶଙ୍କ ଆବାହକତ୍ୱରେ ଆୟୋଜିତ ଏହି ଆସରରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଅଞ୍ଚଳର ବହୁ ସାହିତି୍ୟକ, କବି, କବୟିତ୍ରୀ ଓ କଳାକାରମାନେ ଯୋଗଦେଇଥିଲେ। ଓଡ଼ିଶା ସାହତ୍ୟ ଏକାଡେମୀର ପ୍ରାକ୍ତନ ଉପସଭାପତି ତଥା ବିଶିଷ୍ଟ ଗାଳ୍ପିକ ଗିରି ଦଣ୍ଡସେନା, ଅରଣ୍ୟାର ସମ୍ପାଦକ ରାଜକିଶୋର ଷଡଙ୍ଗୀ, ନବଜୀବନ କ୍ଲବର ସଭାପତି ତଥା ଓଡ଼ିଆ ନାଟ୍ୟ ଓ ଚଳଚ୍ଚିତ୍ର ଜଗତର ନିର୍ଦ୍ଦେଶକ ପ୍ରଦୀପ ଭୋଳ ପ୍ରମୁଖ ଅତିଥିବାବେ ଯୋଗ ଦେଇଥିଲେ। ଏଥିରେ କବିତା ପାଠ ସହ ସଙ୍ଗୀତ ଆସର ଓ ଫଗୁଖେଳ ମୁଖ୍ୟ ଆକର୍ଷଣ ସାଜିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri