Posted inଜାତୀୟ

ଅରବିନ୍ଦ ସାଓ୍ବନ୍ତଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୨।୧୧: କେନ୍ଦ୍ରମନ୍ତ୍ରୀ ପଦରୁ ସୋମବାର ଇସ୍ତଫା ଦେଇଥିବା ଶିବସେନା ଏମ୍‌ପି ଅରବିନ୍ଦ ସାଓ୍ବନ୍ତଙ୍କ ଇସ୍ତଫା ପତ୍ରକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଗ୍ରହଣ କରି ନେଇଛନ୍ତି। ତାଙ୍କ ସ୍ଥାନରେ କ୍ୟାବିନେଟ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ସୂଚନା ମିଳିଛି। ପ୍ରକାଶ ଥାଉକି, ମହାରାଷ୍ଟ୍ରରେ ଭାଜପା ସହ ଶିବସେନାର ମେଣ୍ଟ ଭାଙ୍ଗିଯିବା ପରେ ଏଥିରେ ଅସନ୍ତୋଷ ପ୍ରକାଶ କରି ସାଓ୍ବନ୍ତ କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଭାଜପାକୁ ମିଛୁଆ ଦର୍ଶାଇ ସେ ମେଣ୍ଟ ସରକାରରେ ରହିବାକୁ ଚାହୁଁ ନ ଥିବା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଠାନକୋଟରେ ଗ୍ରେନେଡ ମାଡ, ସମଗ୍ର ଜିଲାରେ ହାଇ ଆଲର୍ଟ

ପଠାନକୋଟ,୨୨ ।୧୧: ପଞ୍ଜାବର ପଠାନକୋଟରେ ଥିବା ସେନା ଗେଟ ନିକଟରେ ରବିବାର ବିଳମ୍ବିତ ରାତ୍ରିରେ ଗ୍ରେନେଡ ମାଡ ହୋଇଛି । ସେନା କ୍ୟାମ୍ପର ତ୍ରିବେଣୀ ଦ୍ୱାର...

ରାଷ୍ଟ୍ରପତି ଶାସନ ପାଇଁ ମଞ୍ଜୁରୀ ଦେଲା ମୋଦି କ୍ୟାବିନେଟ: କୋବିନ୍ଦଙ୍କ ଅନୁମୋଦନକୁ ଅପେକ୍ଷା

ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ତୃତୀୟ ଦଳ ଭାବେ ଏନ୍‌ସିପିକୁ ଆମନ୍ତ୍ରଣ ଦେଇଥିଲେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ। ଯାହାର ସମୟ ସୀମା ଥିଲା...

‘ଅମର ଯବାନ ଜ୍ୟୋତି’ର ଠିକଣା ବଦଳିଲା

ନୂଆଦିଲ୍ଲୀ,୨୧।୧: ବଦଳିଲା ଠିକଣା। ଶୁକ୍ରବାର ଇଣ୍ଡିଆ ଗେଟ୍‌ରୁ ‘ଅମର ଯବାନ ଜ୍ୟୋତି’କୁ ଜାତୀୟ ଯୁଦ୍ଧ ସ୍ମାରକୀକୁ ସ୍ଥାନାନ୍ତର କରାଯାଇଛି। ଫଳରେ ଗତ ୫୦ ବର୍ଷ ଧରି...

ଜେଲ୍‌ରୁ ମୁକୁଳିଲେ ଇନ୍ଦ୍ରାଣୀ

ମୁମ୍ବାଇ,୨୦।୫: ବହୁ ଚର୍ଚ୍ଚିତ ଶିନା ବୋରା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁର୍ଖାଜୀ ଶୁକ୍ରବାର ଜେଲ୍‌ରୁ ମୁକୁଳିଛନ୍ତି। ଦୀର୍ଘ ୬ବର୍ଷରୁ ଅଧିକ ଦିନ ପରେ ଶୁକ୍ରବାର...

ପଶ୍ଚିମବଙ୍ଗରେ ଦିଦି-କେରଳରେ ଲେଫ୍ଟ ଆଗରେ…

କୋଲକାତା/ଥିରଭାନନ୍ତପୁରମ୍‌,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ରବିବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ଭୋଟଗଣନାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ତୃଣମୂଳ, କଂଗ୍ରେସ ଆଗୁଆ ରହିଛି।...

କରୋନା କଟକଣା ମଧ୍ୟରେ ମୋଦି ସମ୍ଭାଳିବେ ଭାଜପାର ପ୍ରଚାର ଦାୟିତ୍ୱ

ନୂଆଦିଲ୍ଲୀ,୩୧ ।୧: କରୋନା ମହାମାରୀ ଯୋଗୁ ନିର୍ବାଚନ ପ୍ରଚାରରେ ରୋକ ଲଗାଯାଇଛି । ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପଶ୍ଚିମ ଉତ୍ତର...

ଏପ୍ରିଲ ମାସ ପାଇଁ କରୋନା ଗାଇଡ୍‌ଲାଇନ୍

ନୂଆଦିଲ୍ଲୀ,୨୩।୩: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର କୋଭିଡ-୧୯ ସମ୍ବନ୍ଧରେ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏହା ଏପ୍ରିଲ ୧ରୁ ୩୦ ପର୍ଯ୍ୟନ୍ତ ପ୍ରଯୁଜ୍ୟ ହେବ। ତଦନୁଯାୟୀ...

ଖାଲକୁ ଖସିଲା ମନ୍ତ୍ରୀଙ୍କୁ ସୁରକ୍ଷା ଦେଉଥିବା ଗାଡି: ୨ ପୋଲିସ ଆହତ

ଭଦୋହି,୧୪।୧୦: ଉତ୍ତର ପ୍ରଦେଶର ଯୋଗୀ ସରକାରରେ ମନ୍ତ୍ରୀ ଥିବା ନନ୍ଦ ଗୋପାଳ ନନ୍ଦୀଙ୍କୁ ସୁରକ୍ଷା ଦେଇଥିବା ଗାଡ଼ି ଦୁର୍ଘଟଣାର ଶିକାର ହୋଇଛି। ରବିବାର ରାତିରେ ଗାଡିଟି...

Advertisement
Archives

Model This Week