ଅରିନ୍ଦମଙ୍କ ପରିବାରକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି

କେନ୍ଦୁଝର,୨୬।୯(ସ୍ବ.ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି। ତେବେ ତାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଶନିବାର ଘୋଷଣା କରାଯାଇଥିଲା। ରବିବାର ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଆଜି ତାଙ୍କ ପୈତୃକ ଗ୍ରାମ ରାଇକଳାକୁ ଯାଇ ଉପଜିଲାପାଳ ରାମ ଚନ୍ଦ୍ର କିସ୍କୁ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଏହି ସହାୟତା ରାଶି ତାଙ୍କ ସ୍ତ୍ରୀ ସମୀକ୍ଷା ବେହେରାଙ୍କୁ ପ୍ରଦାନ କରିଥିବା ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସଞ୍ଜୀବ ବାରିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ପାଇଁ ସ୍ଥଗିତ ହେଲା ପରୀକ୍ଷା

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବାତ୍ୟା ଜୱାଦ ପାଇଁ ୫ ତାରିଖରେ ହେବାକୁ ଥିବା ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫରେନ୍‌ ଟ୍ରେଡ୍‌(ଆଇଆଇଏଫ୍‌ଟି)ର ଏମ୍‌ବିଏ(ଆଇବି) ୨୦୨୨-୨୪ ପ୍ରବେଶିକା ପରୀକ୍ଷାକୁ ଓଡ଼ିଶା ସମେତ...

ଆଇସୋଲଶନ ସେଣ୍ଟର ପରିସର ସଫେଇ

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.)-ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କରୋନା ଆଇସୋଲେଶନ ସେଣ୍ଟରରେ କେତେଜଣଙ୍କୁ ସଙ୍ଗରୋଧରେ ରଖାଯାଇଛି। ଉକ୍ତ ଆଇସୋଲେଶନ ସେଣ୍ଟରରେ ସେଠାରେ ସ୍ବାସ୍ଥ୍ୟପ୍ରଦ...

ଦାଦାବଟି ମାଗିଲେ ତଡ଼ିପାର

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଦାଦାବଟି ବା ବଳପୂର୍ବକ ଚାନ୍ଦା ମାଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଏପରି କି ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ) ଲଗାଯିବା ସହ ଆବଶ୍ୟକ ପଡିଲେ ତଡ଼ିପାର...

୪ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଯାଜପୁର ପୋଲିସ

ଯାଜପୁର ଟାଉନ ୧୪।୮(ଡି.ଏନ୍‌.ଏ.)- ଯାଜପୁର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ବାଳ ଶ୍ରମିକ ବା ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯିବା ପାଇଁ ଆରମ୍ଭ ହୋଇଛି ପରୀ-୩...

ଅନୁଗୋଳରେ ରଜନୀକାନ୍ତ ସିଂ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ରଜନୀକାନ୍ତ ସିଂ ଆଗରେ ଅଛନ୍ତି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ରଜନୀକନ୍ତ ସିଂ ୨୫୫୫, ଭାଜପାର...

୨୩ରୁ ତ୍ରୟୋଦଶ ଯୋଗିନୀ ମହୋତ୍ସବ ଅରୁଣା ମହାନ୍ତି ପାଇବେ ନୃତ୍ୟ ପ୍ରତିଭା ସମ୍ମାନ

ବାଳକାଟୀ,୩ା୧୨(ଡି.ଏନ୍‌.ଏ)- ଆସନ୍ତା ୨୩ତାରିଖରେ ତ୍ରୟୋଦଶ ଯୋଗିନୀ ମହୋତ୍ସବ ରାଜଧାନୀ ଉପକଣ୍ଠ ପ୍ରସିଦ୍ଧ ତନ୍ତ୍ରପୀଠ ବାଳକାଟୀର ମହାମୟୀ ଚଉଷଠି ଯୋଗିନୀଙ୍କ ମନ୍ଦିର ପ୍ରାଙ୍ଗଣରେ ୩ଦିନ ଧରି ଅନୁଷ୍ଠିତ...

ଜେଲ ଗଲେ ମୁଜାଗଡ଼ ସରପଞ୍ଚ

ଭଞ୍ଜନଗର,୯।୩(ଡି.ଏନ.ଏ) ଭଞ୍ଜନଗର ବ୍ଲକ ମୁଜାଗଡ଼ ପଞ୍ଚାୟତରେ ସରକାରୀ ଚାଉଳ ଓ ଗହମ ହେରଫେର ନେଇ ଶନିବାର ରାତିରେ ବିଡ଼ିଓ ଅନିଲ କୁମାର ସେଠୀ ଥାନାରେ ଅଭିଯୋଗ କରିଥିଲେ।...

ସୁରେଶ ଦଳାଇ ହେଲେ ଉତ୍ତରାଞ୍ଚଳ ଆର୍‌ଡିସି

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ସୁରେଶ ଚନ୍ଦ୍ର ଦଳାଇଙ୍କୁ ରାଜ୍ୟ ସରକାର ସମ୍ବଲପୁର ରାଜସ୍ବ ଡିଭିଜନ କମିଶନର(ଉତ୍ତରାଞ୍ଚଳ ଡିଭିଜନ) ଭାବେ...

Advertisement
Archives

Model This Week