Posted inଜାତୀୟ

ଅରୁଣାଚଳ ପ୍ରଦେଶରେ ଭୂକମ୍ପ

ଇଟାନଗର,୧୯।୭: ଉତ୍ତରର୍ପୂବ ଅରୁଣାଚଳ ପ୍ରଦେଶରେ ଶୁକ୍ରବାର ଏକ ଭୂକମ୍ପ ଅନୁମୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୫। ଆସାମରେ ମଧ୍ୟ ଏହା ସାମାନ୍ୟ ଅନୁଭୂତ ହୋଇଥିବା କୁହାଯାଉଛି। ପୂର୍ବ କାମେଙ୍ଗରେ ଏହାର କେନ୍ଦ୍ରସ୍ଥଳ ଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ। ଅପରାହ୍ନ ପ୍ରାୟ ୨ଟା ୫୧ରେ ଏହି ଭୂକମ୍ପ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଦିଙ୍କୁ ଝଟ୍‌କା: ପୁଅ ପରେ ବାପା ଛାଡ଼ିଲେ ତୃଣମୂଳ

କୋଲକାତା,୨୧।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲଗାତାର ଝଟ୍‌କା ଲାଗି ଚାଲିଛି। ଜଣେ ପରେ ଜଣେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ମମତା...

ନିଜକୁ ଗୁଳି ମାରିଲେ ଲେଫନାଣ୍ଟ କର୍ନେଲ

ଶ୍ରୀନଗର,୩।୩:ଶ୍ରୀନଗର ଉପକଣ୍ଠ ଖାନମୋହରେ ଜଣେ ଲେଫ୍ଟନାଣ୍ଟ କର୍ନେଲ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ସେନା ଅଧିକାରୀ କାହଁିକି ଏପରି ଭୟାନକ ପଦକ୍ଷେପ ନେଇଛନ୍ତି ତାହାର...

ବୁଧବାର ଭାରତ ବନ୍ଦ: କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ,୭ା୧: ୧୦ଟି ଟ୍ରେଡ ୟୁନିୟନ ପକ୍ଷରୁ ଆଗାମୀ ୮ତାରିଖରେ ଦେଶବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ସରକାରଙ୍କ ଜନବିରୋଧୀ ନୀତିକୁ ବିରୋଧ କରି ଏଭଳି ଭାରତ ବନ୍ଦ...

ବିହାର ବିଧାନସଭା ନିର୍ବାଚନ: ୫୦ ଆସନରେ ପ୍ରାର୍ଥୀ ଦେବ ଶିବସେନା

ମୁମ୍ବାଇ, ୧୩।୧୦: ଆଗକୁ ବିହାର ବିଧାନସଭା ନିର୍ବାଚନ। ଏଠାରେ ୪୦ରୁ ୫୦ ଆସନରେ ଶିବସେନା ପ୍ରାର୍ଥୀ ଦେବ ବୋଲି ଯୋଜନା କରିଛନ୍ତି। ଏନେଇ ଶିବସେନା ପକ୍ଷରୁ...

ଆତ୍ମହତ୍ୟା ଉଦ୍ୟମ ପାଇଁ ୧୮ଘଣ୍ଟା ଧରି ୧୦ମହଲା ଉପରେ ଛିଡା ହେଲେ ଟିକ୍‌ଟକ୍‌ ଷ୍ଟାର

ନୂଆଦିଲ୍ଲୀ,୨୩।୯: ଦିଲ୍ଲୀର ହରି ନଗର ଅଞ୍ଚଳରେ ରବିବାର ଜଣେ ବ୍ୟକ୍ତି ୧୦ମହଲା କୋଠାର ଛାତ ଉପରେ ଠିଆ ହେବା ସହ ଆତ୍ମହତ୍ୟା ଧମକ ଦେଉଥିବା ଦେଖିବାକୁ...

ରାଜୀବ ଗାନ୍ଧୀ ହତ୍ୟା ମାମଲାର ଦୋଷୀ ନଳିନୀଙ୍କର ବଢିଲା ପାରୋଲ ଅବଧି

ଚେନ୍ନାଇ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ନିଳିନୀଙ୍କୁ ମିଳିଥିବା ୧ମାସର ପାରୋଲ ଅବଧିକୁ ବଢାଇ ଦିଆଯାଇଛି। ମାଡ୍ରାସ ହାଇକୋର୍ଟଙ୍କ...

ଏପରି କହି ଟ୍ରମ୍ପଙ୍କ ମଜା ଉଡାଇଲେ ଭାରତର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ, ୮।୧୧-ଜୋ ବାଇଡେନ୍‌ ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ସୋସିଆଲ ମିଡିଆରେ ଟ୍ରୋଲ ହେଉଛନ୍ତି ଡୋନାଲ୍ଡ ଟ୍ରମ୍ପ। ଶନିବାର ଭାରତର ପୂର୍ବତନ ଓପନର...

ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ରେ ଭର୍ତ୍ତି ପାଇଁ ନୂଆ ସର୍ତ୍ତ: ପ୍ରଥମେ ଭାରତୀୟ ସେନା ଉପରେ କରିବାକୁ ହେବ ଆକ୍ରମଣ

ଶ୍ରୀନଗର,୨୦।୬: ଆତଙ୍କବାଦୀ ସଂଗଠନ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ରେ ଭର୍ତ୍ତି ପାଇଁ ନୂଆ ସର୍ତ୍ତ ରଖାଯାଇଛି। ଆତଙ୍କବାଦୀ ସଂଗଠନରେ ଯୋଗଦେବା ଲାଗି ଆବେଦନକାରୀଙ୍କ ଆଗ୍ରହ ପ୍ରଥମେ ପ୍ରମାଣ କରିବାକୁ...

BGU
Play 250+ Trending Games
Archives

Model This Week

Why Dharitri