Posted inଖେଳ

ଅରୁଣାଚଳ ପ୍ରଦେଶର ଏକତରଫା ବିଜୟ

କଟକ ଅଫିସ,୧୫ା୬- ଅଲ ଇଣ୍ଡିଆ ଫୁଟବଲ ଫେଡେରେଶେନ (ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ଶୁକ୍ରବାର ଅନୁଷ୍ଠିତ ମ୍ୟାଚ୍‌ରେ ଅରୁଣାଚଳପ୍ରଦେଶ ୧୧-୧ ଗୋଲ୍‌ରେ ଆନ୍ଧ୍ରପ୍ରଦେଶକୁ ଏକତରଫା ଭାବେ ପରାସ୍ତ କରିଛି। ଅରୁଣାଚଳପ୍ରଦେଶ ପକ୍ଷରୁ ପ୍ରଥମାର୍ଦ୍ଧରେ ୯ଟି ଓ ଦ୍ୱିତୀୟାର୍ଦ୍ଧରେ ୨ଟି ଗୋଲ ସ୍କୋର ହୋଇଥିଲା ଦଳର ଫରୱାର୍ଡ ଟାଲୋ ଆନା ସର୍ବାଧିକ ୫ଟି ଗୋଲ ଦେଇଥିଲେ। ଆନ୍ଧ୍ରପ୍ରଦେଶ ପକ୍ଷରୁ ୭ମ ମିନିଟରେ ଏକମାତ୍ର ଗୋଲ ହୋଇଥିଲା। ଖେଳାଯାଇଥିବା ଅନ୍ୟ ମ୍ୟାଚ୍‌ରେ ଗୁଜୁରାଟ ୨-୧ ଗୋଲରେ ମେଘାଳୟକୁ, ଜମ୍ମୁ କଶ୍ମୀର ୨-୦ ଗୋଲ୍‌ରେ କେରଳକୁ ପରାସ୍ତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri