Posted inଜାତୀୟ

ଅରୁଣ ଜେଟ୍‌ଲୀଙ୍କ ନାଁରେ ନାମିତ ହେବ କୋଟଲା ଷ୍ଟାଡିୟମ

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଫିରୋଜ ଶାହ କୋଟଲା ଷ୍ଟାଡିୟମର ନାଁ ବଦଳାଯାଇ ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟଲୀଙ୍କ ନାମରେ ନାମିତ ହେବ। ଫିରୋଜ ଶାହ କୋଟଲା ପରିବର୍ତ୍ତେ ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମ ରଖାଯିବ ବୋଲି ଦିଲ୍ଲୀ ଏବଂ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ(ଡିଡିସିଏ) ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଜେଟଲୀଙ୍କ ସ୍ମୃତିରେ ଆସୋସିଏଶନ ଏଭଳି ପଦକ୍ଷେପ ନେଇଛି। ଏହି ଅବସରରେ ଷ୍ଟାଡିୟମର ଏକ ଷ୍ଟାଣ୍ଡକୁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ନାମରେ ନାମିତ କରାଯିବ। ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ଜବାହରଲାଲ ନେହେରୁ ଷ୍ଟାଡିୟମରେ ହେବାକୁ ଥିବା ଏକ ଭବ୍ୟ ସମାରୋହରେ ଷ୍ଟାଡିୟମର ପୁନଃନାମକରଣ କରାଯିବ। ସୂଚନାଯୋଗ୍ୟ, ଜେଟଲୀ ଦିଲ୍ଲୀ କ୍ରିକେଟ ଆସୋସିଏଶନର ପୂର୍ବତନ ସଭାପତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଖୁସିରେ ଖେଳିଗଲା ଶୋକର ଛାୟା: ଚାଲିଗଲା ୧୩ ଜୀବନ

ଲକ୍ଷ୍ନୌ,୧୭।୨: ଉତ୍ତରପ୍ରଦେଶର କୁଶୀନଗର ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। କୁଶୀନଗର ବୁଧବାର ସାରେ କୂଅରେ ଗଳି ପଡି ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଜିଲାର...

ଆମ୍ବେଦକରଙ୍କ ବାସଭବନରେ ଭଙ୍ଗାରୁଜା

ନୂଆଦିଲ୍ଲୀ,୯।୭: ସମ୍ବିଧାନ ପ୍ରଣେତା ଡଃ ବି. ଆର୍‌. ଅମ୍ବେଦକରଙ୍କ ମହାରାଷ୍ଟ୍ରର ଦାଦରସ୍ଥିତ ବାସଭବନ ‘ରାଜ୍‌ଗୃହ’ରେ କେତେକ ଦୁର୍ବୃତ୍ତ ମଙ୍ଗଳବାର ସନ୍ଧ୍ୟାରେ ପଶି ଭଙ୍ଗାରୁଜା କରିଛନ୍ତି। ସେଠାରେ...

ଜୁଲାଇ ୫ରେ ବଜେଟ୍‌: ୨ ସପ୍ତାହ ପୂର୍ବରୁ ହାଲୁଓ୍ବା ରନ୍ଧା

ନୂଆଦିଲ୍ଲୀ,୨୨।୬: ଜୁଲାଇ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦରେ ବଜେଟ ଆଗତ କରିବେ। ଏହାର ୨ ସପ୍ତାହ ପୂର୍ବରୁ ଶନିବାର ପାରମ୍ପରିକ ହାଲୁଓ୍ବା ରନ୍ଧା...

୧୧ ଦୋଷୀଙ୍କୁ ମୁକ୍ତ ନେଇ ଗୁଜରାଟ ସରକାରଙ୍କୁ ନୋଟିସ ଜାରି କଲେ ଏସ୍‌ସି…

ନୂଆଦିଲ୍ଲୀ, ୨୫।୮ : ବିଲକିସ ବାନୋ ମାମଲାରେ ଦୋଷୀମାନଙ୍କୁ ମୁକ୍ତ କରିବା ବିରୋଧରେ ହୋଇଥିବା ଆବେଦନ ନେଇ ଗୁରୁବାର ସୁପ୍ରିମକୋର୍ଟ(ଏସ୍‌ସି)ରେ ଶୁଣାଣି ହୋଇଥିଲା। ଉଭୟ ପକ୍ଷଙ୍କ...

ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲକୁ ଉଡାଇଦେବାକୁ ଧମକ

ମୁମ୍ବାଇ,୫।୧୦: ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲକୁ ବିସ୍ଫୋରଣ କରି ଉଡାଇ ଦେବାକୁ ବୁଧବାର ଧମକ ଦିଆଯାଇଛି। ହସ୍ପିଟାଲର ଏକ ଲ୍ୟାଣ୍ଡଲାଇନ୍‌ ନମ୍ବରକୁ ଜଣେ ବ୍ୟକ୍ତି କଲ୍‌ କରି...

ଶରଦ ପାୱାରଙ୍କୁ ଭେଟିବେ ନୀତୀଶ

ମୁମ୍ବାଇ: ୮।୫: ୨୦୨୪ ଲୋକ ସଭା ପୂର୍ବରୁ ବିରୋଧୀ ଦଳ ମଜବୁତ ପାଇଁ ଉଦ୍ୟମ ଜୋରଦାର ହୋଇଛି। ଏହି ମେଣ୍ଟକୁ ସଫଳ କରିବାକୁ ବିହାର ମୁଖ୍ୟମନ୍ତ୍ରୀ...

ହାସ୍ୟ ଅଭିନେତାରୁ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼, ୧୬।୩ : ଭାଗଓ୍ବନ୍ତ ମାନ୍‌ ହାସ୍ୟ ଅଭିନେତାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ଯାତ୍ରା ଶେଷ କରିଛନ୍ତି। ବୁଧବାର ସେ ପଞ୍ଜାବର ୧୭ ତମ...

ଲୋକ ସଭାରେ ଆଗତ ହେଲା ଟ୍ରିପଲ୍‌ ତଲାକ୍‌ ବିଲ୍‌: ବିରୋଧୀଙ୍କ ହଙ୍ଗାମା

ନୂଆଦିଲ୍ଲୀ, ୨୧।୬: ଶୁକ୍ରବାର ଲୋକ ସଭାରେ ‘ଟ୍ରିପଲ ତଲାକ’ ବିଲ୍‌ ଆଗତ କରାଯାଇଛି। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି ସଂସଦରେ ଉପସ୍ଥାପନ କରିଛନ୍ତି।...

Advertisement
Archives

Model This Week