ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ରାଜ୍ୟ ଭାଜପା ପକ୍ଷରୁ ଶୋକ ପ୍ରକାଶ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟ୍‌ଲୀଙ୍କର ଶନିବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ ରାଜ୍ୟ ଭାଜପା ସଭାପତି ତଥା ଏମ୍‌ପି ବସନ୍ତ ପଣ୍ଡା ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ସେମାନେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
ସ୍ବର୍ଗତ ଜେଟ୍‌ଲୀ ଜଣେ ଦକ୍ଷ ରାଜନେତା ଭାବେ ବେଶ ଜଣାଶୁଣା। ପୂର୍ବରୁ ସେ ଆଇନ ମନ୍ତ୍ରୀ, ସୂଚନା ପ୍ରସାରଣ ମନ୍ତ୍ରୀ ଭାବେ ଦକ୍ଷତାର ସହ ଦାୟିତ୍ୱ ତୁଲାଇଥିଲେ। ୧୯୯୦ରେ ସେ ଦିଲ୍ଲୀ ହାଇକୋର୍ଟରେ ବରିଷ୍ଠ ଓକିଲ ମାନ୍ୟତା ପାଇଥିଲେ। ୧୯୯୧ରେ ଜେଟ୍‌ଲୀ ଭାଜପାର ସଦସ୍ୟତା ନେଇ ରାଜନୀତି ମଇଦାନକୁ ଓହ୍ଲାଇଥିଲେ। ଗତ କିଛି ଦିନ ଧରି ସେ ଅସୁସ୍ଥ ଥିବା ଯୋଗୁ ଏମ୍ସରେ ଚିକିତ୍ସିତ ହେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ,…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri