Posted inଜାତୀୟ

ଅରୁଣ ସୌରିି ଅସୁସ୍ଥ

ପୁଣେ,୨।୧୨: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ସାମ୍ବାଦିକ ଅରୁଣ ସୌରି ଅସୁସ୍ଥ ହୋଇପଡିଛନ୍ତି। ରବିବାର ରାତିରେ ସେ ଚେତାଶୂନ୍ୟ ହୋଇଯିବାରୁ ତାଙ୍କୁ ପୁଣେର ରୁବି ହାଲ୍‌ କ୍ଲିନକରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ୭୮ ବର୍ଷିୟ ସୌରିଙ୍କର ହସ୍ପିଟାଲରେ ସମସ୍ତ ପରୀକ୍ଷା ସରିଥିବା ବେଳେ ଏବେ ସେ ଅବଜରଭେଶନରେ ରହିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସଙ୍କୁ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌: ସୀମା ଅତିକ୍ରମ ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ, ୨୯।୧୦: ସୋସିଆଲ୍‌ ମିଡ଼ିଆରେ କରାଯାଉଥିବା ପୋଷ୍ଟକୁ ନେଇ ସୁପ୍ରିମ୍‌କୋର୍ଟ ପୋଲିସଙ୍କୁ ତାଗିଦ୍‌ କରିଛନ୍ତି। ଲୋକଙ୍କୁ ଏନେଇ ଅଯଥା ହଇରାଣ ନ କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି।...

ରାଞ୍ଚିରେ ଇଣ୍ଟରନେଟ ସେବା ବନ୍ଦ, ୧୪୪ ଧାରା ଲାଗୁ

ରାଞ୍ଚି,୧୧।୬: ଝାଡ଼ଖଣ୍ଡର ରାଞ୍ଚିରେ ଶୁକ୍ରବାର ଦେଖାଦେଇଥିବା ହିଂସା ପ୍ରଦର୍ଶନ ପରେ ସହରରେ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ଜିଲା...

ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ସ୍କୁଲ ଆସନ୍ତି ଛାତ୍ର

ଭୋପାଳ,୨୮।୯: ମଧ୍ୟପ୍ରଦେଶ ନରସିଂହପୁର ଜିଲାରେ ଏକ ସରକାରୀ ମାଧ୍ୟମିକ ବାଳକ ବିଦ୍ୟାଳୟରେ ମୁଣ୍ଡରେ ଗାନ୍ଧୀ ଟୋପି ପିନ୍ଧି ଛାତ୍ରମାନେ ଆସିଥାନ୍ତି। ସ୍କୁଲରେ ମହାତ୍ମା ଗାନ୍ଧୀଙ୍କ ପ୍ରିୟ...

ଯୌତୁକରେ ବୁଲେଟ୍‌ ନ ମିଳିବାରୁ ସ୍ତ୍ରୀଙ୍କୁ ଲଣ୍ଡା କରି ସ୍ବାମୀ ଦେଲେ ତିନି ତଲାକ୍‌

ମିରୁଟ,୨୨।୮: ଉତ୍ତର ପ୍ରଦେଶର ମିରୁଟରେ ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକରେ ବୁଲେଟ ନ ମିଳିବାରୁ ସ୍ତ୍ରୀଙ୍କୁ ତିନି ତଲାକ୍‌ ଦେଇଛନ୍ତି ଜଣେ ବ୍ୟକ୍ତି। କେବଳ...

୯ ମାସରେ ୭ କୋଟି ୮୯ ଲକ୍ଷରୁ ଅଧିକ ନମୁନା ପରୀକ୍ଷା: ବଢୁଛି କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ସଂଖ୍ୟା

ନୂଆଦିଲ୍ଲୀ, ୪।୧୦: ଗଗତ ୯ ମାସ ମଧ୍ୟରେ ଦେଶରେ ୭କୋଟି ୮୯ ଲକ୍ଷ ୯୨ ହଜାର ୫୩୪ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଜାନୁୟାରୀ ୧ରୁ...

କରୋନାରେ ଏମ୍ସ ଡାକ୍ତରଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୪।୫: ଦିଲ୍ଲୀ ଏମ୍ସର ବରିଷ୍ଠ ଡାକ୍ତର ଜିତେନ୍ଦ୍ର ନାଥ ପାଣ୍ଡେ (୭୮)ଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ସେ ଏମ୍ସର ପୁଲମୋନୋଲୋଜି ବିଭାଗର ନିର୍ଦ୍ଦେଶକ...

୨୯୮ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟଧାର୍ଯ୍ୟ

ନୂଆଦିଲ୍ଲୀ, ୧୭।୪:୨୦୨୦-୨୧ ବର୍ଷରେ ୨୯୮ ନିୟୁତ ଟନ୍‌ ଖାଦ୍ୟଶସ୍ୟ ଉତ୍ପାଦନ ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ୨୦୧୯-୨୦ ବର୍ଷରେ ୨୯୧.୧୦ ନିୟୁତ ଟନ୍‌...

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ...

Advertisement
Archives

Model This Week