ଅରୁନ୍ଧତୀ ଗ୍ରୁପ୍‌ ପକ୍ଷରୁ ରିଲିଫ ପାଣ୍ଠିକୁ ୫ ଲକ୍ଷ ଦାନ

ଭୁବନେଶ୍ୱର,୩୧। ୩: କୋଭିଡ୍‌-୧୯ ମୁକାବିଲା ଲାଗି ପ୍ରମୁଖ ଜୁଏଲେରି ଚେନ୍‌ ଅରୁନ୍ଧତୀ ଗ୍ରୁପ୍‌ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ଅର୍ଥ ରାଶିର ଚେକ୍‌ ପ୍ରଦାନ କରିଛନ୍ତି। ଏହି ଅବସରରେ ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ମେହେର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ସ୍ଥାପନ କରିଥିବା ବ୍ୟାଙ୍କରେ ଜାଲିଆତି କରି ଫସିଲେ; ରାଣା କପୁରଙ୍କ ବିରୋଧରେ ସିବିଆଇ ଚାର୍ଜଶିଟ୍‌

ମୁମ୍ବାଇ,୨୬।୬ : ଋଣ ଠକେଇ ମାମଲାରେ ୟେସ୍‌ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ଚାର୍ଜଶିଟ ଦାୟର କରିଛି।...

ପାସେଞ୍ଜର ଯାନର ରିଟେଲ ବିକ୍ରି ୧୧% ବୃଦ୍ଧି

ନୂଆଦିଲ୍ଲୀ,୨୦-୧୧: ଚଳିତ ବର୍ଷ ଅକ୍ଟୋବରରେ ପାସେଞ୍ଜର ଯାନର ରିଟେଲ ବିକ୍ରିରେ ୧୧% ବୃଦ୍ଧି ଘଟି ୨.୪୮ ଲକ୍ଷ ୟୁନିଟ ରହିଛି। ଗତ ବର୍ଷ ସମାନ ସମୟ...

ରିଲାଏନ୍ସ ରିଟେଲର ୨୬% ଅଂଶଧନ କିଣିପାରେ ଆମାଜନ

ନୂଆଦିଲ୍ଲୀ,୨-୮: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଜେଫ୍‌ ବେଜୋସ୍‌ଙ୍କ ଇ-କମର୍ସ କମ୍ପାନୀ ଆମାଜନ ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ଦେଶର ସର୍ବବୃହତ ରିଟେଲ କମ୍ପାନୀ ରିଲାଏନ୍ସ...

ସୁପ୍ରିମକୋର୍ଟରେ ସେବିର ଅପିଲ; ୬୨ ହଜାର କୋଟି ଜମା ଲାଗି ସାହାରାକୁ ନିର୍ଦ୍ଦେଶ ଦିଆଯାଉ

ମୁମ୍ବାଇ: ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି) ଏବଂ ସାହାରା ମାମଲାରେ ଆଉ ଏକ ନୂଆ ମୋଡ ଦେଖିବାକୁ ମିଳିଛି। ନିକଟରେ ସେବି ସାହାରା ବିରୋଧରେ...

ବିଗ୍‌ ବଜାର ଦେଉଛି ଡୋର୍‌ଷ୍ଟେପ ଡେଲିଭରି

ଭୁବନେଶ୍ୱର,୩। ୫: କରୋନା ବିରୋଧରେ ଲଢେଇ ଜାରି ରଖିବା ସହ ବିଗ୍‌ ବଜାର ପକ୍ଷରୁ ବର୍ତ୍ତମାନ ଲୋକଙ୍କୁ ଡୋର୍‌ଷ୍ଟେପ ଡେଲିଭରି ବା ଘର ଦୁଆର ମୁହଁରେ...

୨୦୨୪ ଯାଏ ୬.୬% ରହିବ ଜିଡିପି ଅଭିବୃଦ୍ଧି

ନୂଆଦିଲ୍ଲୀ,୩-୧୧: ୨୦୨୦-୨୪ ଯାଏ ଭାରତର ଜିଡିପି ଅଭିବୃଦ୍ଧି ବାର୍ଷିକ ୬.୬% ହାରରେ ବୃଦ୍ଧି ଘଟିବ। ଏହା ୨୦୧୩-୧୭ ମଧ୍ୟରେ ହୋଇଥିବା ହାରାହାରି ୭.୩% ଅଭିବୃଦ୍ଧି ହାର...

କରୋନା ସଙ୍କଟ ଟାଳିବାକୁ ଅଧିକ ପଦକ୍ଷେପ ନିଆଯିବ

ନୂଆଦିଲ୍ଲୀ,୨୩।୫: କରୋନା ସଙ୍କଟକୁ ଟାଳିବା ଲାଗି ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏ ଦିଗରେ ସରକାର ଅଧିକ ପଦକ୍ଷେପ ଗ୍ରହଣ କରିବେ ବୋଲି...

ବିଦେଶୀ ସଭରେନ ବଣ୍ଡ ଯୋଜନା; ପୁନର୍ବିଚାର ଲାଗି ସୀତାରାମନ୍‌ ଅରାଜି

ନୂଆଦିଲ୍ଲୀ,୨୯-୭: ବିଦେଶୀ ସଭରେନ ବଣ୍ଡ ଜାରି କରି ଭାରତ ପ୍ରାୟ ୧୦ ବିଲିୟନ ଡଲାର ଋଣ ଆଣିବାକୁ ବିଚାର କରୁଛି। ଏହାକୁ ଦେଶର ବହୁ ନାମିଦାମୀ...

Advertisement


Archives

Model This Week