ଅର୍ଚ୍ଚିତାଙ୍କୁ ‘ଅମ୍ରିଶ୍‌ ପୁରୀ’ ଆଓ୍ବାର୍ଡ

ଭୁବନେଶ୍ୱର,୨୮-୮(ବ୍ୟୁରୋ)- ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣାଶୁଣା ଅଭିନେତ୍ରୀ ଅର୍ଚ୍ଚିତା ସାହୁ ୨୦୧୯ ପାଇଁ ଅମ୍ରିଶ ପୁରୀ ଆଓ୍ବାର୍ଡ ଅଫ୍‌ ଏକ୍ସଲେନ୍ସ ଗ୍ରହଣ କରିଛନ୍ତି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ ସ୍ବତନ୍ତ୍ର ଉତ୍ସବରେ ଅର୍ଚ୍ଚିତା କଳା ଓ ସଂସ୍କୃତି କ୍ଷେତ୍ରରେ ଉତ୍କର୍ଷ ଲାଗି ଏହି ପୁରସ୍କାର ପାଇଛନ୍ତି। ପ୍ରଥମ ଓଡ଼ିଆଭାବେ ସେ ଏହି ସମ୍ମାନଜନକ ପୁରସ୍କାର ପାଇବାରେ ସଫଳ ହୋଇଛନ୍ତି। ଏଲ୍‌ଇଇ କ୍ଲବ୍‌ ଦ୍ୱାରା ଗତ ୨୫ ତାରିଖରେ ଆୟୋଜିତ ଏହି କାର୍ଯ୍ୟକ୍ରମର ୨୨ତମ ସଂସ୍କରଣ ଅନୁଷ୍ଠିତ ହୋଇଥିଲା। ବଲିଉଡ୍‌ ଅଭିନେତ୍ରୀ ଅମ୍ରିତା ରାଓ, ଅମିଶା ପଟେଲ, ଆୟୁବ୍‌ ଖାନ୍‌, ସାହାବ ଖାନ୍‌, ମୁକେଶ ଛାବ୍ରା, କୋରିଓଗ୍ରାଫର ସମିତା ବୋଷ, ଏଲ୍‌ଇଇ କ୍ଲବ୍‌ର ସଭାପତି ପୁଷ୍କର ମେହେତା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବାବେଳେ ଅର୍ଚ୍ଚିତାଙ୍କୁ ସମସ୍ତେ ଶୁଭକାମନା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri