ଅର୍ଜୁନ ନାୟକ ପାଇବେ ‘କଳାହାଣ୍ଡି କ୍ରିଡାରତ୍ନ ସମ୍ମାନ’

ଭବାନୀପାଟଣା, ୧୫।୧୦ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କ୍ରୀଡାର କାର୍ଯ୍ୟକାରିଣୀ କମିଟି ନିଷ୍ପତ୍ତିକ୍ରମେ ପୂର୍ବତନ ରାଜ୍ୟସ୍ତରୀୟ ଫୁଟବଲ ଖେଳାଳି ଅର୍ଜୁନ ନାୟକଙ୍କୁ ଜିଲାର ସର୍ବଶ୍ରେଷ୍ଠ କ୍ରୀଡା ସମ୍ମାନ ‘କଳାହାଣ୍ଡି କ୍ରୀଡା ରତ୍ନ’ ସମ୍ମାନରେ ସମ୍ମାନୀତ କରାଯିବ। ଦ୍ୱିତୀୟ ଟାଉନ୍‌ଲିଗ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉଦ୍‌ଯାପନୀ ସମାରୋହ ଆସନ୍ତା ୨୨ତାରିଖରେ ସ୍ଥାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ ଅନୁଷ୍ଠିତ ହେବ। ଏହି ଅବସରରେ ଶ୍ରୀ ନାୟକଙ୍କୁ ସମ୍ମାନୀତ କରାଯିବ। ଅର୍ଜୁନ ସିନିୟର ଫୁଟବଲରେ ଓଡିଶା ଦଳରୁ ପ୍ରତିନିଧିତ୍ୱ କରି ସର୍ବଭାରତୀୟ ସନ୍ତୋଷ ଟ୍ରଫିରେ ୧୯୭୪ ଓ ୧୯୭୫ ମସିହାରେ ଲଗାତାର ୨ ଥର ଯଥାକ୍ରମେ ପଞ୍ଜାବର ଜଲନ୍ଧର ଓ କେରଳର କାଠିନାଡାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ପ୍ରଥମ ସୋମବାରରେ ଜଳଲାଗି କଲେ ହଜାର ହଜାର କାଉଡ଼ିଆ

କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର,...

ବୁଡାଗୁଡାରେ ଆଉ ୯ ଝାଡାବାନ୍ତିରେ ଆକ୍ରାନ୍ତ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବୁଡାଗୁଡ଼ା ପଞ୍ଚାୟତ ଅଞ୍ଚଳର କଡ଼ଗାବାଲି ଏବଂ ପଡ଼ିକିଆରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୨ଜଣଙ୍କୁ...

ପୋଖରୀରେ ପଶିଲା ଟ୍ରକ: ଷ୍ଟିଅରିଂରେ ଚାପି ହୋଇ ଚାଲିଗଲା ଜୀବନ

ଦେବଗଡ଼,୧୪ା୧୧(ଡି.ଏନ.ଏ): ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ଦେବଗଡ ଥାନା ଅନ୍ତର୍ଗତ ସୁଗୁଡା ଗ୍ରାମରେ ରାଞ୍ଚତ୍-ବିଜୟୱାଡା ରାସ୍ତାକଡରେ ଥିବା ଏକ ପୋଖରୀ ମଧ୍ୟକୁ ଓଲଟିପଡିଛି। ଫଳରେ ଟ୍ରକ...

ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ନିଯୁକ୍ତିକୁ ବିରୋଧ: ମହିଳା ସ୍ବାସ୍ଥ୍ୟକର୍ମୀ ସଂଘର ଧାରଣା

ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ପୁନଃ ନିଯୁକ୍ତିକୁ ନିଖିଳ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ବିରୋଧ...

ଧାନକିଣା ସରିନି, ମଣ୍ଡି ବନ୍ଦ

ବରଗଡ଼ ଅଫିସ୍‌,୪।୧: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ୨ମାସ ବିତିବ। ମାତ୍ର ଟୋକନ ସମସ୍ୟା ସାଙ୍ଗକୁ ମନ୍ଥର ଗତିରେ ଉଠାଣ...

ଶକ୍ତି ବିଭାଗ ଖର୍ଚ୍ଚଦାବି ଆଲୋଚନା : ରାଜଧାନୀରେ ଅପଚୟ, ଦୁର୍ଗମ ଅଞ୍ଚଳରେ ମିଳୁନି

ଭୁବନେଶ୍ୱର,୩୧।୭(ବ୍ୟୁରୋ) ରାଜ୍ୟର ବହୁ ପାହାଡ଼ିଆ ଅଞ୍ଚଳରେ ବିଦ୍ୟୁତ ଏ ପର୍ଯ୍ୟନ୍ତ ପହଞ୍ଚି ପାରିନାହିଁ। ହେଲେ ରାଜଧାନୀର ସଚିବାଳୟରେ ଶକ୍ତି ଅପଚୟ ହେଉଥିବା ବିରୋଧୀ ଦଳ ମୁଖ୍ୟ...

ସ୍ନାନବେଦିରେ ମିଳିବ ଦାରୁଦିଅଁଙ୍କ ଦର୍ଶନ

ପୁରୀ ଅଫିସ,୨୬।୫: ନୀଳାଦ୍ରି ଭକ୍ତନିବାସରେ ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା...

ସୁପାଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ: ଦୁଇଟା କୁଠି, ୮ଟା ଶ୍ରେଣୀର ୧୧୯ ଛାତ୍ରୀଛାତ୍ର

କୋକସରା, ୭।୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡ଼ୁଗଁା ପଁଚେତ୍‌ ସୁପାଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ଏହେଦେ ନାନା ସମସିଆ ଘରରେ ରହିଛେ।...

Advertisement
Archives

Model This Week