ଅର୍ଥନୀତି ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା ହେବ ବିଳମ୍ବ;ଆହୁରି ୮ ବୈଠକରେ ଯୋଗ ଦେବେ ସୀତାରାମନ୍‌

ନୂଆଦିଲ୍ଲୀ,୧୯-୮: ଅର୍ଥନୀତିକୁ ଦ୍ରୁତତର କରିବା ଲାଗି ଆର୍ଥିକ ପ୍ୟାକେଜ ଘୋଷଣା କରିବା ଆହୁରି ବିଳମ୍ବ ହେବ। କାରଣ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସାରା ଦେଶରେ ଆହୁରି ୮ ବୈଠକରେ ଯୋଗ ଦେବେ। ଏହାପରେ ବିଚାର ବିମର୍ଷ ପରେ ପ୍ୟାକେଜ ଘୋଷଣା କରାଯିବ। ଅହମ୍ମଦାବାଦ ପରେ ଅର୍ଥମନ୍ତ୍ରୀ ବାରାଣସୀରେ ବୈଠକରେ ଯୋଗ ଦେବେ। ସେଠାରେ ସେ ସ୍ଥାନୀୟ ବ୍ୟବସାୟୀ ଗୋଷ୍ଠୀ ଓ ଉଦ୍ୟୋଗ ଜଗତ ପ୍ରତିନିଧିଙ୍କ ସହ ଆଲୋଚନା କରିବେ। ଏହାପରେ ସେ ପୁଣେ, ମହିସୁର, ହାଇଦ୍ରାବାଦ୍‌, କୋଲକାତା, ବେଙ୍ଗାଲୁରୁ,କାନପୁର ଓ ମୁମ୍ବାଇ ଭଳି ସ୍ଥାନରେ ଉଦ୍ୟୋଗ ଜଗତ, ଏମ୍‌ଏସ୍‌ଏମ୍‌ଇ, ରିଏଲ ଇଷ୍ଟେଟ ଓ ଅଟୋମୋବାଇଲ ସେକ୍ଟର ପ୍ରତିନିଧିଙ୍କ ସହ ଆଲୋଚନା ପରେ ଅର୍ଥମନ୍ତ୍ରୀ ଆହୁରି ଆଲୋଚନା କରିବାକୁ ପ୍ରସ୍ତୁତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍‌, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍‌?

ନୂଆଦିଲ୍‌ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ…

ତେଲ ବଜାରରେ ବଡ଼ ହଲଚଲ: ସେପ୍ଟେମ୍ବର ୧ରେ ପେଟ୍ରୋଲ-ଡିଜେଲ ଦରରେ…

ନୂଆଦିଲ୍ଲୀ, ୧।୯: ଦିନର ଆରମ୍ଭ ଏବେ କେବଳ ସୂର୍ଯ୍ୟଙ୍କ କିରଣ ସହ ନୁହେଁ, ପେଟ୍ରୋଲ-ଡିଜେଲର ନୂଆ ଦର ସହ ମଧ୍ୟ ହେଉଛି। ଇନ୍ଧନ ଦର ସିଧାସଳଖ ଭାବେ…

ସାବଧାନ! ଆଜିଠୁ ବଦଳିଲା ୭ ବଡ଼ ନିୟମ: କ’ଣ ମହଙ୍ଗା, କ’ଣ ହେଲା ଶସ୍ତା, ଜାଣନ୍ତୁ…

ନୂଆଦିଲ୍ଲୀ, ୧।୯: ସେପ୍ଟେମ୍ବର ୧ ତାରିଖରୁ କେବଳ କ୍ୟାଲେଣ୍ଡରର ପୃଷ୍ଠା ବଦଳିନାହିଁ, ବରଂ ସାଧାରଣ ଲୋକଙ୍କ ଦୈନନ୍ଦିନ ଖର୍ଚ୍ଚ ସହ ଜଡ଼ିତ ଅନେକ ନିୟମ ଓ ଦରରେ…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri