ଅର୍ଥମନ୍ତ୍ରୀଙ୍କ ଘୋଷଣା ପରେ ସେନସେକ୍ସ ଉଠିଲା

ନୂଆଦିଲ୍ଲୀ,୨୦।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର କର୍ପୋରେଟ୍‌ ଟ୍ୟାକ୍ସ କମାଇବା ପରେ ସେନସେକ୍ସ ଅଚାନକ ଉପରକୁ ଉଠିଛି। ଘୋଷଣାର ମାତ୍ର ୧୦ ମିନିଟ୍‌ ମଧ୍ୟରେ ୧୯୦୦ ପଏଣ୍ଟ ବୃଦ୍ଧି ଘଟି ୩୭,୫୦୦ ସ୍ତର ଅତିକ୍ରମ କରିଛି। ସେହିପରି ନିଫଟି ୫୦୦ ପଏଣ୍ଟ ବଢ଼ି ୧୧,୧୦୦ ସ୍ତର ଟପିଛି। ଶୁକ୍ରବାର ବଜାର ଖୋଲା ମାତ୍ରେ କାରବାର ଧିମା ଚାଲିଥିଲା। ଅର୍ଥମନ୍ତ୍ରୀଙ୍କ ଘୋଷଣା ପରେ ହଠାତ୍‌ କାରବାର ବୃଦ୍ଧି ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌ଏଫ୍‌କୁ ମିଳିଲା ପାକିସ୍ତାନ ନିର୍ମିତ ଗୁପ୍ତ ସୁଡ଼ଙ୍ଗ

ଜମ୍ମୁ,୧୩।୧: ଭାରତ-ପାକ ସୀମାରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ପାଇଁ ନିର୍ମିତ ୧୫୦ ମିଟର ଲମ୍ବା ସୁଡଙ୍ଗ ଠାବ କରିଛି ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)। ବିଏସ୍‌ଏଫ୍‌...

ପୂର୍ବତନ ରାଷ୍ଟ୍ରପତିଙ୍କ ଅବସ୍ଥା ଏବେବି ସଙ୍କଟାପନ୍ନ

ନୂଆଦିଲ୍ଲୀ,୨୩।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁ ନ ଥିବା କହିଛି ଦିଲ୍ଲୀରେ ଥିବା ଆର୍ମି ହସ୍ପିଟାଲ। ଏବେ ସେ କୋମାରେ...

ହୋଟେଲରେ ଥିବା ବିଧାୟକଙ୍କ ପଛରେ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ସରକାର ଗଠନକୁ ନେଇ ଚାଲିଥିବା ଅଙ୍କକଷା ଏବେବି ଲାଗି ରହିଛି। ଗୋଟିଏ ପଟେ ଭାଜପା ନେତୃତ୍ୱରେ ସରକାର ଗଠନ କରାଯାଇଥିଲେ ମଧ୍ୟ ଏବେ...

ଏସ୍‌ବିଆଇର ଦ୍ୱିତୀୟ ତ୍ରୈମାସ ଲାଭ ୫୨% ବଢ଼ିଲା

ମୁମ୍ବାଇ: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ଏହାର ଦ୍ୱିତୀୟ ତ୍ରୈମାସ ଫଳାଫଳ ବୁଧବାର ଘୋଷଣା କରାଯାଇଛି। ବ୍ୟାଙ୍କର ଲାଭ ଏହି ଅବଧିରେ ୫୨%...

ସରକାରଙ୍କୁ ଘେରିଲେ ବିରୋଧୀ, ଉଭୟ ଗୃହ ମୁଲତବୀ…

ନୂଆଦିଲ୍ଲୀ,୪।୮: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ବର୍ତ୍ତମାନ ସୁଦ୍ଧା ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ...

୩ ମାସ ଯାଏ ସରକାରଙ୍କୁ ଟଙ୍କାଟିଏ ବି ଦେବେନି ସିନେମାହଲ୍‌ ମାଲିକ

ଥିରୁଅନନ୍ତପୁରମ୍‌, ୧୨।୧: ମହାମାରୀ କରୋନାଠାରୁ ରକ୍ଷା ପାଇବା ପାଇଁ ବିଗତ ଏକ ବର୍ଷ ହେବ ସମସ୍ତ ଦେଶ ଏବଂ ରାଜ୍ୟ ସରକାର ଲୋକଙ୍କୁ ସହାୟତା ଯୋଗାଇ...

ଡିଏସ୍‌ପିଙ୍କ ସମେତ ୧୧ ପୋଲିସ ଦୋଷୀ

ଭରତପୁର(ରାଜସ୍ଥାନ),୨୨।୭: ଦୀର୍ଘ ୩୫ ବର୍ଷ ତଳର ଏକ ଫେକ୍‌ ଏନ୍‌କାଉଣ୍ଟର ମାମଲାରେ ଡିଏସ୍‌ପି କରନ୍‌ ସିଂ ଭାଟିଙ୍କ ସମେତ ୧୧ଜଣ ପୋଲିସଙ୍କୁ ମଥୁରାର ସ୍ବତନ୍ତ୍ର ସିବିଆଇ...

ରେଡ୍‌ ଜୋନରେ ସାମିଲ ଦେଶର ୧୩୦ ଜିଲା: ତାଲିକା ଜାରି କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧।୫: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବାକୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଦ୍ୱିତୀୟ ପର୍ଯ୍ୟାୟର ଲକ୍‌ଡାଉନ ଅବଧି ମେ’ ୩କୁ ଶେଷ ହେବାକୁ ଯାଉଛି। ଇତିମଧ୍ୟରେ...

Advertisement


Archives

Model This Week