Posted inଜାତୀୟ

ଅର୍ଥମନ୍ତ୍ରୀ କ’ଣ ଆଭୋକାଡୋ ଖାଉଛନ୍ତି: ଚିଦାମ୍ବରମ

ନୂଆଦିଲ୍ଲୀ,୫।୧୨: ଜାମିନ ମିଳିବାର ଗୋଟିଏ ଦିନ ପରେ ସଂସଦରେ ଉପସ୍ଥିତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ। ଏବେ ପିଆଜ ଦରବୃଦ୍ଧିକୁ ନେଇ ଗୃହ ସରଗରମ ଥିବା ବେଳେ ବୁଧବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ କହିଥିଲେ ପିଆଜର ଦରବୃଦ୍ଧି ତାଙ୍କ ଉପରେ କୌଣସି ପ୍ରଭାବ ପକାଉ ନାହିଁ। ଏହାର ପ୍ରତିକ୍ରିୟା ଦେଇ ଗୁରୁବାର ଚିଦାମ୍ବରମ କହିଛନ୍ତି ସୀତାରାମଣ କ’ଣ ଖାଲି ଆଭୋକାଡୋ ଖାଉଛନ୍ତି। ସୂଚନାଯୋଗ୍ୟ, ସୀତାରାମଣ କହିଥିଲେ ସେ କିମ୍ବା ତାଙ୍କ ପରିବାର ସଦସ୍ୟ ପ୍ରାୟତଃ ପିଆଜ, ରସୁଣ ବ୍ୟବହାର କରନ୍ତି ନାହିଁ। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ହେଲେ ଏହାର ଉତ୍ତରରେ ଚିଦାମ୍ବରମଙ୍କ ଏହି ପ୍ରତିକ୍ରିୟା ଏବେ ରାଜନୈତିକ ମହଲରେ ମଧ୍ୟ ଆଲୋଚନାର ବିଷୟ ପାଲଟି ଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଥଣ୍ଡା: ଏଠି ହାତୁଡ଼ିରେ ଫଟାଯାଉଛି ଅଣ୍ଡା; ଗାଡ଼ିରେ ବନ୍ଧାହେଉଛି ଲୁହା ଚେନ୍‌

ନୂଆଦିଲ୍ଲୀ,୨।୧: ସିଆଚେନ୍‌ରେ ପ୍ରବଳ ଥଣ୍ଡା ଅନୁଭୁତ ହୋଇଥାଏ। ଏଠାରେ ତାପମାତ୍ରା ମାଇନସ୍‌ ୪୦ ଡିଗ୍ରୀ ସେଲସିୟସ୍‌ରୁ ମଧ୍ୟ କମ୍‌ ରହିଥାଏ। ଏଠାରେ ପ୍ରାୟ ୩ରୁ ୪...

୫ ଯବାନ, ୨ ପରିବାର ସଦସ୍ୟ ନିହତ

ଚୁରାଚାନ୍ଦପୁର,୧୪।୧୧: ମଣିପୁରରେ ରକ୍ତମୁଖା ହୋଇଉଠିଛି ପିପୁଲ୍ସ ରିଭୋଲ୍ୟୁଶନାରୀ ପାର୍ଟି ଅଫ୍‌ କଙ୍ଗଲେଇପକ୍‌ (ପିଆର୍‌ଇପିକେ)। ସ୍ବତନ୍ତ୍ର ରାଜ୍ୟ ଦାବି କରୁଥିବା ଏହି ବାମପନ୍ତୀ ସଂଗଠନର ଉଗ୍ରବାଦୀମାନେ ଆସାମ...

ଆଜିଠୁ ଦୁଇ ଦିନିଆ ୟୁପି ଗସ୍ତରେ ଜେପି ନଡ୍ଡା

ନୂଆଦିଲ୍ଲୀ,୨୨।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ କ୍ଷମତା ବଜାୟ ରଖିବା ପାଇଁ ଭାଜପା ଲାଗିପଡିଛି। ଦଳର ହେବିଓ୍ବେଟ୍‌ ନେତାମାନେ ୟୁପିରେ ଡେରା ପକାଉଛନ୍ତି। ଏହି...

ଆଜି ପ୍ରଧାନମନ୍ତ୍ରୀଙ୍କ ଟୁଇଟର ବାର୍ତ୍ତା: ରାଜ୍ୟପାଳଙ୍କୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩।୪: କରୋନା ସଂକ୍ରମଣ ରୋକିବା ଲାଗି ସଚେତନା ସୃଷ୍ଟି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ପୂର୍ବାହ୍ନ ୯ଟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକ ଛୋଟ ଭିଡିଓ ମେସେଜ...

ସେଓ ଟ୍ରକ୍‌ ଡ୍ରାଇଭରଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀରରେ ଜଣେ ସେଓ ଟ୍ରକ୍‌ ଡ୍ରାଇଭରଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଶୋପିଆନ୍‌ ଶିରମାଲ ଗାଁରେ ସେଓ ନେଇ ଯାଉଥିବା ଟ୍ରକ୍‌କୁ ଅଟକାଇ...

ଏକ ଡାର୍କ ବଜେଟ, ମୋତେ ମାତ୍ର ଅଧଘଣ୍ଟା ଦିଅ ମୁଁ ଗରିବଙ୍କ ପାଇଁ କିପରି ବଜେଟ ପ୍ରସ୍ତୁତ କରାଯାଏ ଦେଖାଇଦେବି: ମମତା ବାନାର୍ଜୀ

କୋଲକତା,୧।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟକୁ ନେଇ ନରେନ୍ଦ୍ର ମୋଦି ସରକାର ଉପରେ ବର୍ଷିଛନ୍ତି। ଆଗାମୀ ଲୋକ ସଭା ନିର୍ବାଚନ ସହିତ ବଜେଟ...

ପାକିସ୍ତାନର ଷଡ଼ଯନ୍ତ୍ର: ଅସ୍ତ୍ରବିରତି ପଛରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ଦେଶ୍ୟ

ଶ୍ରୀନଗର, ୨୩।୬: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରହିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ...

ଦୈନିକ ସଂକ୍ରମଣ ୧୯୬, ସ୍ଥିତି ଉପରେ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪...

Advertisement
Archives

Model This Week