Posted inଜାତୀୟ

ଅର୍ଥାଭାବ ଯୋଗୁ ଲିଭ୍‌ଇନ୍‌ରେ ୫୦ ବର୍ଷ ରହିବା ପରେ ବିବାହ କଲେ ବୃଦ୍ଧାବୃଦ୍ଧ

ଉଦୟପୁର, ୨୮।୫: ଅର୍ଥାଭାବ ଯୋଗୁ ଦୀର୍ଘ ୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ବୃଦ୍ଧାବୃଦ୍ଧ ବୋହୂପୁଅ ଏବଂ ନାତୁଣୀନାତିଙ୍କ ଉପସ୍ଥିିତିରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଗୁଜରାଟର ଲାମ୍ବାଡିଆସ୍ଥିତ ମାଲବାସରେ ସମ୍ପନ୍ନ ହୋଇଛି। ୭୫ ବର୍ଷ ବୟସ୍କ ବୃଦ୍ଧ ଗମନା ସୋଲାଙ୍କି ୬୮ ବର୍ଷ ବୟସ୍କା ବୃଦ୍ଧା ବଞ୍ଜାରୀ ଦେବୀଙ୍କୁ ଧୁମ୍‌ଧାମରେ ବିବାହ କହିଛନ୍ତି। ଗମନାଙ୍କୁ ୨୫ ବର୍ଷ ହୋଇଥିବାବେଳେ ସେ ବଞ୍ଜାରୀଙ୍କ ସହିତ ଲିଭ୍‌ଇନ୍‌ରେ ରହିବା ଆରମ୍ଭ କରିଥିଲେ। ସେତେବେଳେ ବଞ୍ଜାରୀଙ୍କୁ ୧୮ ବର୍ଷ ହୋଇଥିଲା। ଅର୍ଥାଭାବରୁ ସେମାନେ ବିବାହ କରି ପାରି ନ ଥିଲେ। ଇତିମଧ୍ୟରେ ସେମାନଙ୍କ ୫ ପୁଅ ବିବାହ କରି ଘରକୁ ବୋହୂ ଆଣିଥିଲେ। ୨ ଝିଅଙ୍କ ବିବାହ ମଧ୍ୟ ହୋଇଥିଲା। ପରେ ଘରେ ନାତୁଣୀ ନାତି ମଧ୍ୟ ହୋଇଥିଲେ। ମାତ୍ର ଏନେ ଦିନ ଧରି ଗମନା-ବଞ୍ଜାରୀଙ୍କ ବିବାହ ଅଟକି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଗଦର୍ଶକଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୩୦ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ର ୧୦୦ତମ ଏପିସୋଡ୍‌ରେ ତାଙ୍କ ପରାମର୍ଶଦାତା ତଥା ମାର୍ଗଦର୍ଶକଙ୍କୁ ମନେ ପକାଇଛନ୍ତି। ଏହି...

ଜମ୍ମୁ-କଶ୍ମୀରରେ ମାଗଣା ଫିଲ୍ମ ଦେଖାଇବେ ସରକାର

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠିବା ପରେ ସେଠାରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କାରେ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି...

ରିଲିଫ ସାମଗ୍ରୀ ବଣ୍ଟନ ସମୟରେ ଗଳିପଡ଼ିଲେ ଜିଲାପାଳ

ବାରାଣସୀ,୧୯।୯: ପୂର୍ବାଞ୍ଚଳ ବାରାଣସୀ ସମେତ ବହୁ ଆଖପାଖ ଜିଲାରେ ଗଙ୍ଗାର ଜଳସ୍ତର ବଢ଼ିବାରେ ଲାଗିଛି। ଏଥିଯୋଗୁ ସ୍ଥାନୀୟ ଅଞ୍ଚଳଗୁଡିକରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।...

ଲିଭ୍‌ଇନ୍‌ ରିଲେଶନସିପ୍‌ରେ ରହୁଥିବା ୫୦୧ ଯୋଡିଙ୍କ କନ୍ୟାଦାନ କଲେ କେନ୍ଦ୍ର ମନ୍ତ୍ରୀ

ରାଞ୍ଚି,୧୬।୫: ଝାଡଖଣ୍ଡର ଆଦିବାସୀ ପ୍ରାଧାନ୍ୟ ଅଞ୍ଚଳରେ ବର୍ଷ ବର୍ଷ ଧରି ଲିଭ୍‌ଇନ୍‌ ରିଲେଶନସିପ୍‌ରେ ରହିଆସୁଥିବା ୫୦୧ ଯୋଡିଙ୍କ ବିବାହ କରାଯାଇଛି। ଏହି ଆୟୋଜନ ରାଜ୍ୟର ଖୁଣ୍ଟି...

ଲକ୍‌ଡାଉନରେ ୧୩ ଖଣ୍ଡ ପୁସ୍ତକ ରଚନା କଲେ ରାଜ୍ୟପାଳ

ଆଇଜଲ,୭।୮: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନ ସମୟରେ କିଏ କେମିତି ସମୟ କାଟିଛନ୍ତି ତାହା ହୁଏତ ସମସ୍ତଙ୍କୁ ଅଳ୍ପ ବହୁତେ...

ହାରିଲେ ମାଳବିକା

ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନର ଫଳାଫଳ ଧିରେ ଧିରେ ସମ୍ନାକୁ ଆସିବାରେ ଲାଗିଛି । ଏଠାରେ କଂଗ୍ରେସ ଶାସନ ଥିବା ସତ୍ତ୍ୱେ ଏଥର କିନ୍ତୁ...

ଆରୋଗ୍ୟ ସେତୁ: ଇଚ୍ଛାଧୀନରୁ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କଠାରୁ ଲୋକଙ୍କୁ ଦୂରେଇ ରଖିବା ଉଦ୍ଦେଶ୍ୟରେ ଗତ ଏପ୍ରିଲ୍‌ ୨ତାରିଖରେ କେନ୍ଦ୍ର ସରକାର ଆରୋଗ୍ୟ ସେତୁ ଆପ୍‌ ଆରମ୍ଭ କରିଥିଲେ। ଇଲେକ୍ଟ୍ରୋନିକ୍ସ ଆଣ୍ଡ...

କେବଳ ବରିଷ୍ଠ ନୁହନ୍ତି, ଯୁବ ନେତା ବି ଛାଡ଼ୁଛନ୍ତି କଂଗ୍ରେସର ହାତ; ବେଳକୁ ବେଳ ଲମ୍ବୁଛି ତାଲିକା

ନୂଆଦିଲ୍ଲୀ,୩୦।୮: ପ୍ରାୟ ପାଞ୍ଚ ଦଶନ୍ଧି ଧରି କଂଗ୍ରେସରେ ଥିବା ଗୁଲାମ ନବୀ ଆଜାଦ ଇସ୍ତଫା ଦେବା ପରେ ଦଳରେ ଆଲୋଡ଼ନ ସୃଷ୍ଟି ହୋଇଛି। ସେ ସିଧାସଳଖ...

Advertisement
Archives

Model This Week