ଅର୍ଥ ଦାବି କରୁଛନ୍ତି ମହାପ୍ରୟାଣ ଗାଡ଼ି କର୍ମଚାରୀ : ପ୍ରହସନ ପାଲଟିଛି ଯୋଜନା

ରାଇସୁଆଁ,୮।୧୧(ଡି.ଏନ୍‌.ଏ.): ମହାପ୍ରୟାଣ ଗାଡ଼ିରେ ମେଡିକାଲରୁ ମୃତଦେହକୁ ସମ୍ମାନ ସହକାରେ ନେଇ ଶ୍ମଶାନରେ ପହଞ୍ଚାଇବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ଚାଲିଛନ୍ତି। ମାତ୍ର କିଛି ଅସାଧୁ କର୍ମଚାରୀ ମୃତକଙ୍କ ଆତ୍ମୀୟଙ୍କଠାରୁ ଅର୍ଥ ଆଦାୟ କରୁଥିବାରୁ ଏହା ପ୍ରହସନ ପାଲଟିଛି।
ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ରାଇସୁଆଁ ତହସିଲ ଅନ୍ତର୍ଗତ କେମ୍ପସଢ଼ା ଗ୍ରାମର ଜନାର୍ଦ୍ଧନ ନାଏକଙ୍କ ମୃତ୍ୟୁ ପରେ ମୃତଦେହ ଘରେ ପହଞ୍ଚାଇବା ପାଇଁ ମହାପ୍ରୟାଣ ଗାଡ଼ିକୁ ଅନୁରୋଧ କରିଥିଲେ। ମାତ୍ର ଏଥିପାଇଁ ୨ ଶହ ଟଙ୍କା ଦେବାକୁ ପଡ଼ିବ ବୋଲି କହି ଟଙ୍କା ଆଦାୟ କରିଥିଲେ ଗାଡ଼ି କର୍ମଚାରୀ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri