ଅର୍ଥ ବିଭାଗରେ ଅଦଳବଦଳ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା ଟ୍ୟାକ୍ସେସନ୍‌ ଏଣ୍ଡ ଆକାଉଣ୍ଟସ୍‌ ସର୍ଭିସ-୨ର ୫୪ ଜଣ ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏ ସଂକ୍ରାନ୍ତରେ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବଦଳି ହୋଇଥିବା ଅଧିକାରୀମାନେ ହେଉଛନ୍ତି- ସଚ୍ଚିଦାନନ୍ଦ ସାହୁ, ଧରଣୀଧର ଦାସ, ଦିନେଶ କୁମାର ବାଗ୍‌, ସୁଧାଂଶୁ ଶେଖର ଦାସ, ସାରାଣୀ ପଟ୍ଟନାୟକ, ଚିନ୍ମୟ କୁମାର ପ୍ରଧାନ, ପ୍ରମୋଦ ସେଠୀ ଏବଂ ଲକ୍ଷ୍ମଣ ବାରିକ ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ମେଡିକାଲରେ ଅଘଟଣ: ତିନି ମହଲାରୁ ଡେଇଁ ରୋଗୀ ମୃତ

କଟକ ଅଫିସ, ୧୨।୧୦: କଟକ ଏସ୍‌ସିବି ମେଡିକାଲର ତିନି ମହଲାରୁ ଡେଇଁ ଶନିବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆ ମେଡିସିନ ବିଭାଗ ନିରାଶ୍ରୟ ଓ୍ବାର୍ଡ...

ଅଗଷ୍ଟରେ ୨୦%, ଜୁଲାଇରେ ୩୭% କମ୍‌ ବର୍ଷା

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ଅଗଷ୍ଟରେ ଆବଶ୍ୟକତାଠାରୁ ୨୦ ପ୍ରତିଶତ କମ୍‌ ବର୍ଷା ଧାନ ଫସଲକୁ ଉଜାଡ଼ି ଦେଇଛି। ଧାନଗଛ ସବୁ ହଳଦିଆ ହେବାକୁ ବସିଛି।...

ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍‌ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ...

ସଭ୍ୟତାର ସୂଚନା ଦିଏ

ମାନବ ସଭ୍ୟତାର କ୍ରମବିକାଶ ସମ୍ପର୍କିତ ସୂଚନା କ୍ଷେତ୍ରରେ ବିଶ୍ୱର ବିଭିନ୍ନ ସ୍ଥାନରେ ଥିବା ଐତିହ୍ୟର ଗୁରୁତ୍ୱ ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ଏପ୍ରିଲ ୧୮କୁ...

ବିଜେବି କଲେଜ ନାଁରେ ଆଉ ଏକ ର଼୍ୟାଗିଂ ଅଭିଯୋଗ

ଭୁବନେଶ୍ୱର,୭ା୭(ବ୍ୟୁରୋ): ବିଜେବି କଲେଜ ନାଁରେ ପୁଣି ର଼୍ୟାଗିଂ ଅଭିଯୋଗ ହୋଇଚି। ଜଣେ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ବାଣିଜ୍ୟ ବିଭାଗର ଦ୍ୱିତୀୟ...

କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଗୁଳି

ବ୍ରହ୍ମପୁର ଅଫିସ,୨୩ା୫: କିଛିଦିନର ନୀରବତା ପରେ ପୁଣି ଥରେ ବ୍ରହ୍ମପୁରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଗୁରୁବାର ସାଧାରଣ ନିର୍ବାଚନର ଭୋଟ ଗଣତି ହେବାକୁ ଥିବାବେଳେ...

ମହାନଦୀ ଜଳ ବିବାଦ: କେନ୍ଦ୍ରକୁ ଟ୍ରିବ୍ୟୁନାଲ ନୋଟିସ

ଭୁବନେଶ୍ୱର,୯। ୮(ବ୍ୟୁରୋ): ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ କେତୋଟି ବ୍ୟାରେଜ ନିର୍ମାଣ କରିଛି ସେ ନେଇ ତଥ୍ୟ ଦେବାକୁ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଶନିବାର କେନ୍ଦ୍ର...

କୁକୁର ପାଇଁ ମାଲିକ, ପଶୁପ୍ରେମୀ, କଲୋନିବାସୀ ମୁହାଁମୁହିଁ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ତପସ୍ବିନୀ କଲୋନୀରେ ଜଣେ ନାବାଳକଙ୍କୁ ଏକ ପୋଷା କୁକୁର କାମୁଡିବା ଘଟଣାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। କୁକୁରଟିକୁ କଲୋନୀରୁ...

Advertisement
Archives

Model This Week