ଅର୍ଶ ସମସ୍ୟା ଦୂରକରେ ବାସି ଭାତ

ଭାତ ବଳିଗଲେ ବା ବାସି ହୋଇଗଲେ ଏହାକୁ ଅନେକ ଲୋକ ଫୋପାଡି ଦେଇଥାଆନ୍ତି। ହେଲେ ଏହା ଶରୀର ପାଇଁ ବେଶ୍‌ ଉପକାରୀ ବୋଲି ଗବେଷକମାନେ ମତ ଦେଇଛନ୍ତି। ବାସି ଭାତ ଖାଇବାର ପ୍ରଣାଳୀ ଜାଣି ରଖିଲେ ଏହା ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେଣୁ ବାସି ଭାତକୁ ପ୍ରଥମେ ଏକ ମାଟି ପାତ୍ରରେ ସାରା ରାତି ପାଣିରେ ଭିଜାଇ ରଖିବା ପରେ ସକାଳୁ ପିଆଜ ସହ ଏହାକୁ ଖାଇଲେ ଲାଭ ମିଳିଥାଏ।
-ଅର୍ଶ ସମସ୍ୟା ଥିବା ବ୍ୟକ୍ତି ସପ୍ତାହକୁ ୩ ଥର ସକାଳ ଜଳଖିଆ ପରିବର୍ତ୍ତେ ବାସିଭାତ ଖାଇଲେ ଏହା ଠିକ୍‌ ହୋଇଥାଏ।
-ଏଥିରେ ପ୍ରଚୁର ପରିମାଣରେ ଫାଇବର ଥିବାରୁ ଏହା କୋଷ୍ଠ କାଠିନ୍ୟ ପାଇଁ ଭଲ କାମ କରେ।
-ଏହା ନିୟମିତ ଖାଇଲେ ଶରୀରର ତାପମାତ୍ରା ନିୟନ୍ତ୍ରଣରେ ରହିଥାଏ।
-ଯେଉଁମାନଙ୍କର ଚା’ ଅବା କଫି ଅଭ୍ୟାସ ରହିଛି ଏଥିରୁ ଦୂରେଇ ରହିବାକୁ ଚାହୁଁଥିଲେ ନିୟମିତ ଭାବେ ସକାଳୁ ବାସି ଭାତ ଖାଇଲେ ଏହି ଅଭ୍ୟାସ ଛାଡି ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଆଶିଷଙ୍କ ଜାମିନ ଖାରଜ ନହେବ, ଉତ୍ତରପ୍ରଦେଶ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୧୬।୩ : ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସା ମାମଲାରେ କେନ୍ଦ୍ରୀୟ ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ବିରୋଧରେ ପୀଡ଼ିତ ଚାଷୀ...

ଡ଼ାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ କଦଳୀଫୁଲ

କଦଳୀଫୁଲକୁ ଡ଼ାଇବେଟିସ୍‌ ରୋଗୀ ସିଝାଇ କିମ୍ବା କଞ୍ଚା ଖାଇବା ଉଚିତ୍‌। ଏହା ଦ୍ୱାରା ସର୍କରା ସ୍ତର କମ୍‌ ହୁଏ। ଶରୀରରେ ହିମୋଗ୍ଲୋବିନ ମାତ୍ରାକୁ ବଢ଼ାଏ କାରଣ...

‘ଭାଇ’ କହିଲେ ନାହିଁ ବୋଲି ମାଡ଼

ପୁଣେ,୨୮।୧: ଭାଇ ନ କହିବାରୁ ଜଣେ ୨୦ ବର୍ଷୀୟ ଯୁବକଙ୍କୁ ମାଡ଼ ମାରିବା ସହ ରାସ୍ତାରେ ଫୋପଡ଼ା ଯାଇଥିବା ବିସ୍‌କୁଟ୍‌ ଖାଇବାକୁ ବାଧ୍ୟ କରାଯାଇଥିଲା। ଏଭଳି...

ରହସ୍ୟମୟ ରୋଗରେ ୬୦୦ ଆକ୍ରାନ୍ତ

ହାଇଦ୍ରାବାଦ, ୧୨।୧୨: ଆନ୍ଧ୍ରପ୍ରଦେଶର ଏଲୁରୁରେ ରହସ୍ୟମୟ ରୋଗ ବ୍ୟାପିବାରେ ଲାଗିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬୧୧ ଜଣ ଆକ୍ରାନ୍ତ ହେଲେଣି। ତେବେ ବିଜୟଓ୍ବାଡାରେ...

ସିଗାରେଟ ବଟ୍‌ ଯୋଗୁ ମାଟି-ପାଣି ହେଉଛି ପ୍ରଦୂଷିତ, ୭ ହଜାର ପ୍ରକାର ଜହର ସୃଷ୍ଟି ହେଉଛି…

ନୂଆଦିଲ୍ଲୀ/ଜେନେଭା,୧୪।୩ : ଲୋକେ ସିଗାରେଟ ଟାଣିବା ପରେ ଏହାର ବଟ୍‌କୁ ଏଣେତେଣେ ପିଙ୍ଗି ଦେଉଛନ୍ତି। କିନ୍ତୁ ଏହା ଯୋଗୁ ମାଟି ଏବଂ ପାଣି ଉଭୟ ପ୍ରଦୂଷିତ...

ଏପରି ପିଲା କେବେବି ହାସଲ କରିପାରନ୍ତିନି ଶିକ୍ଷା

ଜୀବନ ସହ ଜଡ଼ିତ ସମସ୍ୟାର ସମାଧାନ ପାଇଁ ଚାଣକ୍ୟ ଅନେକ ନୀତି ବର୍ଣ୍ଣନା କରିଛନ୍ତି। ଏଥିରେ ଏକ ଶ୍ଳୋକ ମାଧ୍ୟମରେ ସେ କହିଛନ୍ତି, କେଉଁ ପ୍ରକାରର...

ଚଣ୍ଡିଗଡ଼କୁ ନେଇ ପଞ୍ଜାବ, ହରିୟାଣା ମୁହଁ।ମୁହିଁ

ଚଣ୍ଡିଗଡ଼,୪।୪: ରାଜ୍ୟ ରାଜଧାନୀ ଚଣ୍ଡିଗଡ଼କୁ ନେଇ ପଞ୍ଜାବ ଏବଂ ହରିୟାଣା ସରକାର ଏବେ ମୁହଁ।ମୁହିଁ ହୋଇଛନ୍ତି। ଚଣ୍ଡିଗଡ଼କୁ ପଞ୍ଜାବକୁ ହସ୍ତାନ୍ତର କରାଯାଉ ଦାବି କରି ସେଠାର...

ଭୂସ୍ଖଳନରେ ୭୧ ମୃତ

ମୁମ୍ବାଇ, ୨୪।୭: ଦୁଇଦିନ ଧରି ଲଗାଣ ବର୍ଷା ଫଳରେ ମହାରାଷ୍ଟ୍ରର ରାଇଗଡ଼, ରତ୍ନଗିରି ଏବଂ ସତାରା ଜିଲାରେ ଭୂସ୍ଖଳନ ଘଟି ୭୧ ଜଣଙ୍କ ମୃତ୍ୟୁ ହୋଇଛି।...

Advertisement
Archives

Model This Week