Posted inଜାତୀୟ

ଅଲଓ୍ବର ପୀଡ଼ିତାଙ୍କୁ ଭେଟିଲେ ରାହୁଲ :ଅଶୋକ ଗେହଲଟ୍‌ଙ୍କୁ ଦାବୀ ପୂରଣ ପାଇଁ ଦେଲେ ନିର୍ଦ୍ଦେଶ

ଜୟପୁର,୧୬।୫: ରାଜସ୍ଥାନ ଅଲଓ୍ବର ପୀଡ଼ିତାଙ୍କୁ ଗୁରୁବାର କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭେଟିଛନ୍ତି। ପୀଡ଼ିତାଙ୍କ କଥା ଶୁଣିବା ସହିତ ତାଙ୍କ ଦାବୀ ପୂରଣ ଏବଂ ନିଯୁକ୍ତି ଦେବା ଲାଗି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତାଙ୍କୁ ନ୍ୟାୟ ମିଳିବା ସହିତ ଦୋଷୀଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାହୁଲ ଆଶ୍ୱାସନା ଦେଇଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ବୁଧବାର ରାହୁଲ ପୀଡ଼ିତାଙ୍କୁ ଭେଟିବା କାର୍ଯ୍ୟକ୍ରମ ଥିଲା ତେବେ ପାଗ ଖରାପ ଯୋଗୁ ଏହାକୁ ବାତିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ମାମଲାରେ ପ୍ରଥମ ଥର ପାଇଁ ମୃତ୍ୟୁଦଣ୍ଡାଦେଶ

ଗୁରୁଗ୍ରାମ,୨୧।୨: ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲାର ବିଚାର କରି ପାନିପତ୍‌ର ଏକ ଫାଷ୍ଟ ଟ୍ରାକ୍‌ କୋର୍ଟ ୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି।...

ଗାନ୍ଧୀନଗରରେ ଅମିତ ଶାହ ଆଗୁଆ

ନୂଆଦିଲ୍ଲୀ,୨୩।୫: ଗାନ୍ଧୀନଗର ଲୋକ ସଭା ଆସନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆଗୁଆ ରହିଛନ୍ତି। ସକାଳ ୯ଟା ୪୫ ସୁଦ୍ଧା ଅମିତ ୬୫ ହଜାର...

ଜଗନ ରେଡ୍ଡି ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ, କେବଳ ମମତା ନୁହଁନ୍ତି କୋଟିପତି

ନୂଆଦିଲ୍ଲୀ,୧୩।୪: ନେତାଙ୍କ ଅପରାଧିକ ଇତିହାସ ଓ ସମ୍ପତ୍ତି ଉପରେ ନଜର ରଖୁଥିବା ଆସୋସିଏଶନ ଫର ଡେମୋକ୍ରାଟିକ ରିଫର୍ମର୍ସ(ଏଡିଆର) ମୁଖ୍ୟମନ୍ତ୍ରୀମାନଙ୍କୁ ନେଇ ଏକ ରିପୋର୍ଟ ଜାରି କରିଛି।...

ରାହୁଲଙ୍କୁ କ୍ଷମା ମାଗିବାକୁ ପଡ଼ିବ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୨୧।୩: ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଭାରତରେ ବିବାଦ ଦେଖାଦେଇଛି। ନିଜ ମନ୍ତବ୍ୟ ପାଇଁ ରାହୁଲ କ୍ଷମା ମାଗନ୍ତୁ ବୋଲି ଭାଜପା ଦାବି କରୁଛି।...

୧୧୩ ବର୍ଷୀୟା ଜେଜେମାଙ୍କ ପାଇଁ ନାତିଙ୍କ ଭାଗ୍ୟ ବଦଳିଲା

କୁହାଯାଏ, ନିର୍ବାଚନରେ ଗୋଟିଏ ଭୋଟ ବି ମୂଲ୍ୟବାନ। କେହି ଗୋଟିଏ ଭୋଟ୍‌ରେ ରାଜା ହୋଇ ଯାଆନ୍ତି ତ ଆଉ କିଏ ହାରିଯାଆନ୍ତି। ଏମିତି ଏକ ଘଟଣା...

ଆଇଏଏସ୍‌ ଅଧିକାରୀଙ୍କ ଇସ୍ତଫା

ମାଙ୍ଗାଲୁରୁ, ୭ା୯(ପି.ଟି.) : କର୍ନାଟକର ଆଇଏଏସ୍‌ ଅଫିସର ତଥା ଦକ୍ଷିଣ କନ୍ନଡ଼ ଜିଲାର ଡେପୁଟି କମିଶନର ଶଶିକାନ୍ତ ସେନ୍ଥିଲ ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି।...

ଭୟର ବାତାବରଣ ମଧ୍ୟରେ ରାତି ସାରା ଉଜାଗର ରହିଲେ ଆନ୍ଦୋଳନରତ କୃଷକ

ନୂଆଦିଲ୍ଲୀ,୨୮ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଗାଜିପୁର ସୀମାରେ...

ଆତଙ୍କବାଦୀ ସଙ୍ଗଠନର ଗାଇଡ ହାଜି ଆରିଫ ନିହତ

ନୂଆଦିଲ୍ଲୀ,୨୬ ।୧୧: ପାକିସ୍ତାନୀ ସେନା ଓ ଗୁଇନ୍ଦା ଏଜେନ୍ସି ଆଇଏସ ସହ ଆତଙ୍କବାଦୀ ସଙ୍ଗଠନକୁ ବଡ ଝଟକା ଲାଗିଛି । ଶୁକ୍ରବାର ଭାରତୀୟ ସୁରକ୍ଷାକର୍ମୀଙ୍କ ଦ୍ୱାରା...

Advertisement
Archives

Model This Week