Posted inଜାତୀୟ

ଅଲଓ୍ବର ପୀଡ଼ିତାଙ୍କୁ ରାଜସ୍ଥାନ ପୋଲିସରେ ମିଳିବ ନିଯୁକ୍ତି

ଜୟପୁର,୧୯।୫: ରାଜସ୍ଥାନ ଅଲଓ୍ବର ପୀଡ଼ିତାଙ୍କୁ ପୋଲିସରେ ନିଯୁକ୍ତି ମିିଳିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଉଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୀଡ଼ିତାଙ୍କ ସହିତ ସାକ୍ଷାତ୍‌ କରି ଯିବା ପରେ ଏକ କନେଷ୍ଟବଳ ଦଳ ତାଙ୍କୁ ଭେଟିଥିଲେ। ପୀଡିତାଙ୍କ ଶିକ୍ଷାଗତ ଯୋଗ୍ୟତା ଆଧାରରେ ସେ ଜେଲ୍‌ ବିଭାଗ କିମ୍ବା ପୋଲିସ ବିଭାଗରେ ଜୟପୁର ସହରରେ ନିଯୁକ୍ତି ପାଇଁ ଅନୁରୋଧ କରିଥିଲେ। ଏହାକୁ ସରକାର ଗ୍ରହଣ କରି ନେଇଛନ୍ତି। ଖୁବ୍‌ ଶୀଘ୍ର ସେ ଚାକିରିରେ ଯୋଗଦେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା ପାଇଁ କୋଲକତାରେ ବିମାନ ସେବା ବାଧାପ୍ରାପ୍ତ

କୋଲକତା,୧୬।୮: ପ୍ରବଳ ବର୍ଷା ଓ ବିଜୁଳି ଘଡଘଡି ଲାଗି ରହିଥିବାରୁ ଶୁକ୍ରବାର କୋଳକତାରେ ବିମାନ ସେବା ବାଧାପ୍ରାପ୍ତ ହୋଇଛି। କୋଲକତା ବିମାନ ବନ୍ଦରରେ ପହଞ୍ଚିବାକୁ ଥିବା...

ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ପ୍ରକାଶ: ୧୯ ଲକ୍ଷ ୬ ହଜାର ୬ଶହ ୫୭ଙ୍କ ନାମ ନାହିଁ

ଗୁଆହାଟୀ,୩୧।୮: ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ଶନିବାର ପ୍ରକାଶ ପାଇଛି। ତାଲିକାରେ ୩ କୋଟି ୧୧ ଲକ୍ଷ ୨୧ ହଜାର ୪ ଜଣଙ୍କୁ ସାମିଲ୍‌ କରାଯାଇଛି।...

ଉପରାଜ୍ୟପାଳଙ୍କ ବିରୋଧରେ ଅଭିଯୋଗ ଆଣିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୨।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ଦିଲ୍ଲୀ ଏମସିଡି ମେୟର ନିର୍ବାଚନକୁ ନେଇ ଉତ୍ତେଜନା ଏ ପର୍ଯ୍ୟନ୍ତ...

ହେଲ୍‌ମେଟ୍‌ ନ ପିନ୍ଧିଲେ ଷ୍ଟାର୍ଟ ହେବନି ଗାଡ଼ି

ନୂଆଦିଲ୍ଲୀ,୧୩।୮: ଦୁଇ ଚକିଆ ଯାନ ଚଳାଇବା ସମୟରେ ହେଲମେଟ ନ ପିନ୍ଧି ଅଧିକାଂଶ ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାନ୍ତି। ୨୦୧୫ରୁ ୨୦୧୬ ମଧ୍ୟରେ ୪୫,୫୦୦...

କଂଗ୍ରେସରୁ ଇସ୍ତଫା ଦେଲେ ଦେଶର ପ୍ରଥମ ରାଜ୍ୟପାଳଙ୍କ ଅଣନାତି

ନୂଆଦିଲ୍ଲୀ,୨୩।୨: ଦେଶର ପ୍ରଥମ ରାଜ୍ୟପାଳ ଜେନେରାଲ ସି ରାଜାଗୋପାଲାଚାରିଙ୍କ ଅଣନାତି ତଥା କଂଗ୍ରେସ ନେତା ସିଆର କେଶବନ ଗୁରୁବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କେଶବନ ତାଙ୍କ...

ରାଜ୍ୟକୁ ୪୦୦ରେ କୋଭିଶିଲ୍ଡ

ନୂଆଦିଲ୍ଲୀ, ୨୨।୪: କୋଭିଶିଲ୍ଡ ଟିକା ରାଜ୍ୟ ସରକାରଙ୍କୁ ୪୦୦ ଟଙ୍କାରେ ଏବଂ ଘରୋଇ ହସ୍ପିଟାଲଗୁଡ଼ିକୁ ୬୦୦ ଟଙ୍କାରେ ଯୋଗାଇ ଦିଆଯିବ ବୋଲି ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ...

ଥମୁନି ତୈଳ ଦର ବୃଦ୍ଧି: ପେଟ୍ରୋଲ ୩୨, ଡିଜେଲ ୩୭ ପଇସା ପୁଣି ବଢ଼ିଲା

ନୂଆଦିଲ୍ଲୀ,୨୯ା୩: ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧିର ପ୍ରଭାବ ସିଧା ଭାରତୀୟ ତୈଳ ବଜାରରେ ପଡୁଛି। ଫଳରେ କ୍ରମାଗତ ଭାବେ ୪ର୍ଥ ଦିନ ଲାଗି...

କେଦାରନାଥ ମନ୍ଦିରରେ ଅଟକି ରହିଲେ ୨ ମୁଖ୍ୟମନ୍ତ୍ରୀ

କେଦାରନାଥ,୧୬।୧୧: ଶୀତଦିନ ଯୋଗୁ କେଦାରନାଥ ମନ୍ଦିର କପାଟ(ଫାଟକ) ସୋମବାରଠାରୁ ବନ୍ଦ କରାଯାଇଛି। ଏଠାରେ କପାଟ ବନ୍ଦ ପୂର୍ବରୁ ସକାଳ ୮ଟା ୩୦ରେ ହୋଇଥିବା ପାରମ୍ପରିକ ପୂଜାରେ...

Advertisement
Archives

Model This Week