Posted inଖେଳ

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି : ମହିଳା ବିଭାଗ ମ୍ୟାଚ ଡ୍ର

ଟୋକିଓ, ୨୧।୮(ପି.ଟି.)-ଟୋକିଓଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକିର ଭାରତ-ଚାଇନା ମହିଳା ବିଭାଗ ମ୍ୟାଚ ଡ୍ର ରହିଛି। ଗୋଲକିପର ସବିତାଙ୍କ ଆକର୍ଷଣୀୟ ପ୍ରଦର୍ଶନ ଯୋଗୁ ଭାରତ ମ୍ୟାଚକୁ ଗୋଲଶୂନ୍ୟ ଡ୍ର ରଖିବାକୁ ସକ୍ଷମ ହୋଇଥିଲା। ଗତ ରବିବାର ବିଶ୍ୱର ୨ ନମ୍ବର ଦଳ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚକୁ ୨-୨ରେ ଡ୍ର ରଖିଥିବା ଭାରତ ଏହି ଫଳାଫଳ ସହ ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛି। ଟାଇଟଲ ପର୍ଯ୍ୟାୟରେ ପହଞ୍ଚତ୍ବା ପାଇଁ ଚାଇନା ଏହି ମ୍ୟାଚ ଜିତିବା ଜରୁରୀ ଥିଲା। ମାତ୍ର ଭାରତୀୟ ଡିଫେନ୍ସ ବିଭାଗ ତାହା ହେବାକୁ ଦେଇ ନ ଥିଲା। ୩ ମ୍ୟାଚରୁ ୫ ପଏଣ୍ଟ ପାଇ ଭାରତୀୟ ଦଳ ଟେବୁଲର ଶୀର୍ଷସ୍ଥାନ ଅଧିକାର କରିଛି। ବୁଧବାର ଫାଇନାଲରେ ଭାରତ ଆୟୋଜକ ଜାପାନକୁ ଭେଟିବ। ପ୍ରତି ଦଳ ୩ଟି ଲେଖାଏ ମ୍ୟାଚ ଖେଳି ସାରିଥିବାବେଳେ ଭାରତ ୫, ଜାପାନ ୪, ଚାଇନା ୪ ଓ ଅଷ୍ଟ୍ରେଲିଆ ୨ ପଏଣ୍ଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri