ଅଲ୍‌ଜାଇମର୍‌ ପାଇଁ ଚାଇନା ପ୍ରସ୍ତୁତ କଲା ଔଷଧ: ୫ କୋଟିରୁ ଅଧିକ ଲୋକ ହେବେ ଉପକୃତ

ବେଜିଂ,୫।୧୧: ଭୁଲାପଣ ସମସ୍ୟା ଅଲ୍‌ଜାଇମର୍‌ ପାଇଁ ଚାଇନା ଔଷଧ ପ୍ରସ୍ତୁତ କରିଛି। ସାଙ୍ଘାଇର ଏକ କମ୍ପାନୀ ଏହି ଔଷଧ ପ୍ରସ୍ତୁତ କରିଥିବା ଚାଇନାର ଜାତୀୟ ମେଡିକାଲ ଉତ୍ପାଦ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ୧୭ ବର୍ଷର ଦୀର୍ଘ ଗବେଷଣା ପରେ ଚାଇନା କମ୍ପାନୀ ଗ୍ରୀନ୍‌ ଭ୍ୟାଲିକୁ ଏଥିରେ ସଫଳତା ମିଳିଛି। ଏହା ଦ୍ୱାରା ପୃଥିବୀର ୫ କୋଟିରୁ ଅଧିକ ଲୋକ ଉପକୃତ ହେବେ ବୋଲି କୁହାଯାଉଛି। ଏହି ଔଷଧ ବଜାରରେ ଡିସେମ୍ବର ମାସ ସୁଦ୍ଧା ଓଲିଗୋମେନେଟ୍‌ ନାମରେ ଉପଲବ୍ଧ ହେବ। ପ୍ରଥମେ ଏହାକୁ ଘରୋଇ ବଜାରରେ ବିକ୍ରି କରାଯିବ। ପରେ ଏହି ଔଷଧ ଆମେରିକା, ୟୁରୋପ, ଏସିଆର ବିଭିନ୍ନ ରାଷ୍ଟ୍ରରେ ମିଳିବ ବୋଲି ଗ୍ରୀନ୍‌ ଭ୍ୟାଲି ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଅଲ୍‌ଜାଇମର୍‌ ପାଇଁ କୌଣସି ଔଷଧ ପ୍ରସ୍ତୁତି ହୋଇ ନ ଥିବାବେଳେ ଚାଇନାର ଗବେଷକ ଏଥିରେ ସଫଳତା ହାସଲ କରିଛନ୍ତି। ସମ୍ପ୍ରତି ଚାଇନାରେ ଏକ କୋଟି ଅଲ୍‌ଜାଇମର ରୋଗୀ ଅଛନ୍ତି। ସେହିପରି ପୃଥିବୀରେ ୫ କୋଟିରୁ ଅଧିକ ଅଲ୍‌ଜାଇମର ସମସ୍ୟା ଭୋଗୁଥିବା ଲୋକ ଅଛନ୍ତି। ପରୀକ୍ଷା ମୂଳକ ଭାବେ କମ୍ପାନୀ ପକ୍ଷରୁ ୮୧୮ ଲୋକଙ୍କ ଉପରେ ଏହି ଔଷଧର ପ୍ରୟୋଗ କରାଯାଇଥିଲା। ୪ ସପ୍ତାହ ମଧ୍ୟରେ ଏହାର ସକାରାତ୍ମକ ପ୍ରଭାବ ରୋଗୀଙ୍କଠାରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେ ତାଇଓ୍ବାନରେ ଲୋକତନ୍ତ୍ରର ସମର୍ଥକ କହିଲେ ପେଲୋସି, ଚାଇନାରେ ସିଭିଲ ଡିଫେନ୍ସ ସାଇରନ୍‌…

ତାଇପେଇ/ବେଜିଂ/ ଓ୍ବାଶିଂଟନ, ୨।୮ : ଚାଇନାର ଧମକକୁ ଖାତିର ନକରି ଆମେରିକା ସ୍ପିକର ନାନ୍ସି ପେଲୋସି ତାଇଓ୍ବାନର ତାଇପେଇ ବିମାନ ବନ୍ଦରରେ ଓହ୍ଲାଇଛନ୍ତି। ଏହା ସହିତ...

ନୂଆବର୍ଷରେ ଭାରତରେ ଜନ୍ମ ନେଇଛନ୍ତି ସର୍ବାଧିକ ଶିଶୁ

ନ୍ୟୁୟର୍କ,୩।୧: ଗୋଟିଏ ପଟେ ଜନସଂଖ୍ୟା ନିୟନ୍ତ୍ରଣ ପ୍ରତି ଗୁରୁତ୍ୱ ଦିଆଯାଉଥିବା ବେଳେ ଅନ୍ୟପଟେ ନୂଆବର୍ଷ ଅବସରରେ ସମଗ୍ର ବିଶ୍ୱରେ ସର୍ବାଧିକ ସଂଖ୍ୟକ ଶିଶୁ କେବଳ ଭାରତରେ...

କରୋନା ଭାଇରସ୍‌ ପାଇଁ ଚାଇନା ଯାତ୍ରୀଙ୍କ ଭିଜା ଉପରେ କଟକଣା ଲଗାଇଲା ଶ୍ରୀଲଙ୍କା

କଲମ୍ବୋ,୨୮।୧: ସ୍ବାସ୍ଥ୍ୟ ଅଧିକାରୀଙ୍କ ଦ୍ୱାରା ଦେଶର ପ୍ରଥମ କରୋନା ଭାଇରସ୍‌ ଚିହ୍ନଟ ହେବାର ଗୋଟିଏ ଦିନ ପରେ ଶ୍ରୀଲଙ୍କା ଦୃଢ଼ ପଦକ୍ଷେପ ଗ୍ରହଣ କରିଛି। ଶ୍ରୀଲଙ୍କାକୁ...

କଲମ୍ବୋ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨୯୦ରେ ପହଞ୍ଚିଲା; ୨୪ ସନ୍ଦିଗ୍ଧଙ୍କୁ ପଚରାଉଚରା ଜାରି

କଲମ୍ବୋ,୨୨।୪: ଶ୍ରୀଲଙ୍କା କଲମ୍ବୋର ୩ ଚର୍ଚ୍ଚ ଏବଂ ୩ଟି ହୋଟେଲରେ ସିରିଜ୍‌ ବୋମା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି। ସେହିପରି ଆହତଙ୍କ ସଂଖ୍ୟା...

ସରକାରୀ କର୍ମଚାରୀ ଯାଉଥିବା ବସ୍‌କୁ ଟାର୍ଗେଟ କଲେ ଆତଙ୍କବାଦୀ

କାବୁଲ,୨୭।୫: ଆଫଗାନୀସ୍ତାନର କାବୁଲ ସହର ଦେଇ ସରକାରୀ କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ବସ୍‌କୁ ଟାର୍ଗେଟ କରିଛନ୍ତି ଆତଙ୍କବାଦୀ। ଏହି ବସ୍‌କୁ ଟାର୍ଗେଟ କରି ସେମାନେ...

କରୋନାରେ ପୀଡ଼ିତ ଘାନାର ସ୍ବାସ୍ଥ୍ୟମନ୍ତ୍ରୀ

ଆକ୍ରା,୧୫।୬: କରୋନା ସଂକ୍ରମଣ ଦିନକୁ ଦିନ ବିଶ୍ୱ ପାଇଁ ଚିନ୍ତା ବଢାଇ ଚାଲିଥିବା ବେଳେ ଏବେ ପର୍ଯ୍ୟନ୍ତ ଏହାର କୌଣସି ଭ୍ୟାକ୍ସିନ୍‌ ଆସିନାହିଁ। ଏବେ ଘାନାର...

ଆଦିବାସୀଙ୍କ ମଧ୍ୟରେ ସଂଘର୍ଷ: ଚାଲିଗଲା ୧୨ ଜୀବନ

ଖାର୍ତୋମ,୨୭।୧୨: ଗତ କିଛି ଦିନ ହେବ ସୁଦାନର ଡାରଫୁର ଅଞ୍ଚଳରେ ଆଦିବାସୀଙ୍କ ମଧ୍ୟରେ ସଂଘର୍ଷରେ ଅତି କମରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଡାରଫୁରରେ ଥିବା...

ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ, କ୍ୱିଭ-ମସ୍କୋ ମଧ୍ୟରେ ଶୀଘ୍ର ତୃତୀୟ ବୈଠକ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ୍ ବିବାଦ ବେଳକୁ ବେଳ ତୀବ୍ର ରୂପ ନେବାରେ ଲାଗିଛି । ରୁଷିଆର ଆକ୍ରମଣ ଫଳରେ ଶୁକ୍ରବାର ସକାଳେ ୟୁକ୍ରେନରେ ଥିବା ୟୁରୋପର...

Advertisement
Archives

Model This Week