ଅଳିଆ ଗଦାରୁ ଶିଶୁପୁତ୍ରର ମୃତଦେହ ଠାବ

ଜୟପୁର,୨୯।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରର ଏକ ଶପିଂ ମଲ ସମ୍ମୁଖରେ ଥିବା ଅଳିଆ ଗଦାରୁ ବୁଧବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଠାବ କରାଯାଇଛି। ଶିଶୁଟିକୁ କେହି ମାରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି। ଖବର ପାଇ ଜୟପୁର ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଳିଆ ଗଦାରେ ମୃତଦେହ ପଡ଼ିଥିବା ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri