ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଲା ଡିଏମ୍‌ୟୁ ଟ୍ରେନ୍‌

ବାରିପଦା ଅଫିସ,୨୦।୯: ଟାଟା ବାଦାମପାହାଡ଼ ଦ୍ବିତୀୟ ଡିଏମ୍‌ୟୁ ଟ୍ରେନ (ନଂ. ୧୮୪୦୯) ମୟୂରଭଞ୍ଜ ଜିଲାର ଗୋରୁମହିଷାଣୀ ଆସୁଥିବା ସମୟରେ ଷ୍ଟେଶନ ପହଞ୍ଚିବାର ୨ କି.ମି. ପୂର୍ବରୁ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି। ସାନମଉଦା ନିକଟରେ ରେଳ ଧାରଣା ଦୁଇଖଣ୍ଡ ହୋଇଯାଇଥିବା ଦେଖି ଡ୍ରାଇଭର ଏସ୍‌.କେ. ହେମ୍ବ୍ରମ ଓ ଏସ୍‌. ସୋରେନ ତୁରନ୍ତ ଟ୍ରେନ୍‌କୁ ଅଟକାଇଥିଲେ । ତେବେ ଗାଡ଼ି ରହିବା ପରେ ଯାତ୍ରୀମାନେ ଭୟଭୀତ ହୋଇ ପ୍ରାୟ ୨ କି.ମି. ଚାଲିି ଗୋରୁମହିଷାଣୀ ଷ୍ଟେଶନରେ ପହଞ୍ଚିଥିଲେ। ରେଳଧାରଣା ମରାମତି ପରେ ପ୍ରାୟ ୨ ଘଣ୍ଟା ବିଳମ୍ବରେ ଟ୍ରେନ ଛାଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri