ଅଶରଫ୍‌ ଘନି-ଅବଦୁଲ୍ଲାଙ୍କ କ୍ଷମତା ଭାଗବଣ୍ଟା ଶେଷ

କାବୁଲ,୧୭।୫: ଆଫଗାନିସ୍ତାନରେ ରାଷ୍ଟ୍ରପତି ଅଶରଫ୍‌ ଘନି ଏବଂ ଅବଦୁଲ୍ଲା ଅବଦୁଲ୍ଲାଙ୍କ ମଧ୍ୟରେ ଜାରି ରହିଥିବା ରାଜନୈତିକ ସଙ୍କଟର ସମାଧାନ ହୋଇଛି। ଆମେରିକା ଚାପରେ ଶେଷରେ ଅଶରଫ୍‌ ଏବଂ ଅବଦୁଲ୍ଲାଙ୍କ ଭିତରେ ବୁଝାମଣା ହୋଇଛି। ବୁଝାମଣା ଅନୁସାରେ ଅଶରଫ୍‌ ରାଷ୍ଟ୍ରପତି ଭାବେ କାର୍ଯ୍ୟ କରିବେ। ତେବେ ଅବଦୁଲ୍ଲାଙ୍କୁ କ୍ୟାବିନେଟ୍‌ର ଅଧା ମନ୍ତ୍ରଣାଳୟ ମିଳିବ। ଦେଶର ରାଜନୀତିରେ ଦ୍ୱିତୀୟ ଥର ପାଇଁ ଦୁଇ ନେତାଙ୍କ ବୁଝାମଣାରେ ସରକାର ଗଠନ କରାଯାଇଛି। ଏହାପୂର୍ବରୁ ୨୦୧୪ରେ ମଧ୍ୟ ଦୁଇନେତାଙ୍କ ଦ୍ୱାରା ସରକାର ଗଠିତ ହୋଇଥିଲା। ଦେଶରେ ରାଜନୈତିକ ସଙ୍କଟ ଶେଷ ହେବାପରେ ଆମେରିକା ତାଲିବାନ୍‌ ଶାନ୍ତି ଆଲୋଚନା ପ୍ରୟାସ ତ୍ୱରାନ୍ବିତ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୭.୫ ଲକ୍ଷ ଟଙ୍କାର ଅଙ୍ଗୁରପେନ୍ଥା

କୁହାଯାଏ ଖାଇ ନ ପାରିଲେ ଅଙ୍ଗୁର ଖଟା। ଏହି ଅଙ୍ଗୁର କ୍ଷେତ୍ରରେ ଠିକ୍‌ ସେମିତି କିଛି କୁହାଯାଇପାରେ। ଏହି ଅଙ୍ଗୁର ଦାନାର ଆକାର ଏକ ଛୋଟିଆ...

କିମ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର: ଉତ୍ତରାଧିକାରୀ ଦୌଡ଼ରେ ଭଉଣୀ ଆଗରେ

ସିଓଲ୍‌,୨୩।୪: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା କୁହାଯାଉଛି। ତାଙ୍କର ହୋଇଥିବା ଏକ ଅପରେଶନ୍‌ ଅସଫଳ ହୋଇଥିବାରୁ ଏଭଳି ସ୍ଥିତି...

ସିଙ୍ଗାପୁର ଗବେଷକଙ୍କ ପୂର୍ବାନୁମାନ: କରୋନାର ବିଦାୟ ତାରିଖ ଜଣାଇଲା ଅଧ୍ୟୟନ

ଓ୍ବାଶିଂଟନ,୨୫।୫: କରୋନା ସଂକ୍ରମଣରେ ସାରା ବିଶ୍ୱରେ ପ୍ରାୟ ୫୫ ଲକ୍ଷ ଲୋକ ଆକ୍ରାନ୍ତ ହୋଇଥିବାବେଳେ ପାଖାପାଖି ସାଢ଼େ ୩ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଲାଣି। ଏଥିରେ...

ସୁଏଜ୍‌ କେନାଲରେ ଟ୍ରାଫିକ୍‌ ଜାମ୍‌

କାଏରୋ,୨୬ା୩:ତିନୋଟି ଫୁଟ୍‌ବଲ ପଡ଼ିଆର ଆୟତନଠାରୁ ବଡ଼ ଆକୃତିର ଏକ ଜାହାଜ ସୁଏଜ୍‌ କେନାଲରେ ଅଚଳାବସ୍ଥା ସୃଷ୍ଟି କରିଛି। ଉକ୍ତ ମାଲବାହୀ ଜାହାଜ ଯୋଗୁ ସୁଏଜ୍‌ କେନାଲରେ...

ବିମାନ ଆକ୍ରମଣରେ ୧୧ ତାଲିବାନ ଆତଙ୍କବାଦୀ ମୃତ

ଶୋରାବକ,୩୧।୧୨: ଦକ୍ଷିଣ ପୂର୍ବ ଆଫଗାନିସ୍ତାନର କାନ୍ଦାହାରରେ ଥିବା ଶୋରାବକ ଜିଲାରେ ହୋଇଥିବା ପୃଥକ ପୃଥକ ବିମାନ ଆକ୍ରମଣରେ ୧୧ ତାଲିବାନ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା...

ପ୍ରଦର୍ଶନକାରୀଙ୍କୁ ଟ୍ରମ୍ପ୍‌ଙ୍କ ଚେତାବନୀ: ଆମ ପାଖରେ ରହିଛି ଭୟଙ୍କର କୁକୁର ସହିତ ମାରଣାସ୍ତ୍ର

ଓ୍ବାଶିଂଟନ,୩୧।୫: କରୋନା ମହାମାରୀ ସଙ୍କଟ ସମୟରେ ଆମେରିକାରେ ଜଣେ ଅଣ-ଶ୍ୱେତାଙ୍ଗଙ୍କ ମୃତ୍ୟୁ ନେଇ ପ୍ରଦର୍ଶନ ଜାରି ରହିଛି। ମିନେସୋଟା ରାଜ୍ୟର ମିନେପୋଲିସ ସହରରେ ପୋଲିସ ହେପାଜତରେ...

ରତନ ଲାଲ୍‌ଙ୍କୁ ମିଳିଲା ବିଶ୍ୱ ଖାଦ୍ୟ ପୁରସ୍କାର ସମ୍ମାନ

ଓ୍ବାଶିଂଟନ୍‌,୧୨।୬: ଭାରତୀୟ ମୂଳର ମୃତ୍ତିକା ବୈଜ୍ଞାନିକ ରତନ ଲାଲଙ୍କୁ ଚଳିତବର୍ଷ ବିଶ୍ୱ ଖାଦ୍ୟ ପୁରସ୍କାରରେ ସମ୍ମାନିତ କରାଯିବ ବୋଲି ଘୋଷଣା କରାଯାଇଛି। ଗୁରୁବାର ଏହି ଘୋଷଣା...

‘ବହୁ ଆଗରୁ କରିବାର ଥିଲା’

ଓ୍ବାଶିଂଟନ,୪ା୧: ଜେନେରାଲ କାସିମ ସୋଲେମାନି ଦୀର୍ଘ ସମୟ ଧରି ହଜାର ହଜାର ଆମେରିକୀୟଙ୍କୁ ହତ୍ୟା କିମ୍ବା ରକ୍ତାକ୍ତ କରିବାରେ ଲାଗିଥିଲେ। ଏହାସହ ସେ ଆହୁରି ଅନେକଙ୍କୁ...

Advertisement


Archives

Model This Week

Why Dharitri