Posted inଜାତୀୟ

ଅଶାନ୍ତ ପଶ୍ଚିମବଙ୍ଗ: ଟିଏମ୍‌ସି-କଂଗ୍ରେସ ମୁହାଁମୁହିଁ; ୩ ମୃତ

କୋଲକତା,୧୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନା ଧରୁନି। ଶନିବାର ମୁର୍ଶିଦାବାଦ୍‌ରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ କଂଗ୍ରେସ ଦଳ ସଦସ୍ୟ ମୁହାଁମୁହିଁ ହୋଇଛନ୍ତି। ଏଥିରେ ତୃଣମୂଳ କଂଗ୍ରେସର ୩ ଜଣ କର୍ମକର୍ତ୍ତାଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଟିଏମ୍‌ସିର ଖୈରୁଦ୍ଦିନ୍‌ ଶେଖ୍‌ ଏବଂ ସୋହେଲ ରାଣାଙ୍କ ସମେତ ଅନ୍ୟ ଜଣେ କର୍ମକର୍ତ୍ତାଙ୍କ ମୃତ୍ୟୁ ଏଥିରେ ହୋଇଥିବା ପୋଲିସ ସୂଚନା ଦେଇଛି। ପୂର୍ବରୁ ଲୋକସଭା ନିର୍ବାଚନ ସମୟରେ ଟିଏମ୍‌ସି କର୍ମକର୍ତ୍ତା ଅଲତାଫ୍‌ ହୁସେନ୍‌ଙ୍କୁ ହତ୍ୟା କରାଯାଇଥିଲା। ତେବେ କିଛି ଦିନ ପରେ ହତ୍ୟା ଅଭିଯୁକ୍ତ ବାହାରକୁ ଆସିଥିଲେ। ଖୈରୁଦ୍ଦିନ୍‌ ଶେଖ୍‌ ଅଲତାଫ୍‌ଙ୍କ ବଡ଼ ଭାଇ ଥିବାବେଳେ ସୋହେଲ ତାଙ୍କ ପୁଅ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଯୋଗୀ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଦେଶର ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକଭବନରେ ଆୟୋଜିତ ହୋଇଥିବା ଏକ...

ସାଧ୍ୱୀ ପ୍ରଜ୍ଞାଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୨୧।୧୧: ମାଲୋଗାଁଓ ବୋମା ବିସ୍ଫୋରଣର ଅଭିଯୁକ୍ତ ତଥା ମଧ୍ୟପ୍ରଦେଶ ଭୋପାଳରୁ ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍‌ପି ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା...

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ, ୫୪୨୪ରୋଗୀ ଚିହ୍ନଟ: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ହୋଇ ନ ଥିବା ବେଳେ ଏବେ ବ୍ଲାକ୍‌ ଫଙ୍ଗସ୍‌ ସମସ୍ତଙ୍କ ନିଦ ହଜାଇ ଦେଇଛି। ସୋମବାର...

ଜନଶୁଣାଣିରେ ବ୍ୟାଡ଼ମିଣ୍ଟନ ଖେଳାଳି ପି.ବି.ସିନ୍ଧୁଙ୍କୁ ବିବାହ କରିବାକୁ ଜିଦ୍‌ ଧରିଲେ ବୃଦ୍ଧ: ନମାନିଲେ ଅପହରଣ କରିବାକୁ ଦେଲେ ଧମକ

ରାମନାଥପୁରମ୍‌,୧୮।୯: ତାମିଲନାଡୁରେ ଏକ ଜନଶୁଣାଣିରେ ଘଟିଛି ଅଭାବନୀୟ ଘଟଣା। ଏଠାରେ ଜଣେ ୭୦ ବର୍ଷ ବୟସ୍କ ବୃଦ୍ଧ ମଲାୟସାମୀ ନିଜ ଫଟୋ ସହିତ ସ୍ବର୍ଣ୍ଣ ପଦକ...

ପ୍ରଥମ ଥର ପାଇଁ ମହିଳା ପାଇଲଟ ଚଳାଇବେ ଚିନୁକ ହେଲିକପ୍ଟର…

ନୂଆଦିଲ୍ଲୀ, ୧୭।୯ : ଭାରତୀୟ ବାୟୁସେନାର ଚିନୁକ ହେଲିକପ୍ଟରକୁ ଦୁଇଜଣ ମହିଳା ପାଇଲଟ ପ୍ରଥମ ଥର ପାଇଁ ଉଡାଇବାର ଦେଖିବାକୁ ମିଳିବ। ଏହା ପ୍ରଥମ ଥର...

ଉପାସରେ ଅନ୍ନଦାତା: ଜିଦ୍‌ରେ ଅଟଳ କେନ୍ଦ୍ର ସରକାର, ରାଜନୈତିକ କାଦୁଅ ଫିଙ୍ଗା ଜୋରଦାର୍‌

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ୧୯ ଦିନରେ ପହଞ୍ଚିଛି। ସରକାରଙ୍କ ଉପରେ ଚାପ ବୃଦ୍ଧି କରିବା ଲାଗି ଅନ୍ନଦାତାମାନେ...

ରେଳବାଇ ଅଧିକାରୀ ମୁଖ୍ୟାଳୟରେ କାର୍ଯ୍ୟ କରିବା ପୂର୍ବରୁ ୧୦ ବର୍ଷ କରିବେ ଫିଲ୍ଡ ଡ୍ୟୁଟି…

ନୂଆଦିଲ୍ଲୀ,୨୮।୨ : ଏକ ପ୍ରମୁଖ ନୀତି ପରିବର୍ତ୍ତନରେ ରେଳବାଇ ବୋର୍ଡ କହିଛି ଯେ ଭାରତୀୟ ରେଳବାଇର ନୂତନ ଭାବରେ ନିଯୁକ୍ତ ଗ୍ରୁପ ‘ଏ’ ଅଧିକାରୀମାନଙ୍କୁ ମୁଖ୍ୟାଳୟରେ...

ୟୁକ୍ରେନ୍‌ ଫେରନ୍ତାଙ୍କ ପାଇଁ ମେଡିକାଲ ସିଟ୍‌ ବଢ଼ାଅ

ନୂଆଦିଲ୍ଲୀ, ୩୦ା୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ରୁ ଭାରତ ଫେରିଥିବା ଡାକ୍ତରୀ ଛାତ୍ରୀଛାତ୍ରଙ୍କ ପାଇଁ ମେଡିକାଲ ସିଟ୍‌ ବଢ଼ାଇବାକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ପ୍ରଧାନମନ୍ତ୍ରୀ...

Advertisement
Archives

Model This Week