ଅଶ୍ଲୀଳ ମେସେଜ ପଠାଇ ଯୁବକ ଗିରଫ

ଚମ୍ପୁଆ,୧୯ା ୫(ଡି.ଏନ.ଏ)-କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳର ଏକ ବିବାହିତା ମହିଳାଙ୍କୁ ଅଶ୍ଲୀଳ ଭିଡିଓ ଓ ମେସେଜ ପଠାଇ ବାରମ୍ବାର ହଇରାଣ ହରକତ କରୁଥିବାରୁ ଜଣେ ଯୁବକଙ୍କୁ ଚମ୍ପୁଆ ପୋଲିସ ଗିରଫ କରିଛି। ସେ ହେଲେ ସରୋଜ ବାରିକ(୨୧)। ଏନେଇ ପୋଲିସ ଏକ ମାମଲା (ନଂ. ୬୭/୨୦) ରୁଜୁ କରି ତଦନ୍ତ ଜାରି ରଖିଥିଲା।
ପୋଲିସ ସୂଚନା ଅନୁଯାୟୀ, ଚମ୍ପୁଆ ଥାନା ଅଞ୍ଚଳର ଜଣେ ମହିଳା ଫେସବୁକରେ ଏକ ଅଜଣା ମହିଳାଙ୍କ ଫ୍ରେଣ୍ଡ ରିକ୍ୱଏଷ୍ଟକୁ ଗ୍ରହଣ କରିବା ପରେ ଖରାପ ମେସେଜ ଆସିଥିଲା। ଏନେଇ ମହିଳା ଜଣଙ୍କ ଚମ୍ପୁଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମୋବାଇଲ ନଂ ର ସୂଚନା ଆଧାରରେ ଅଭିଯୁକ୍ତଙ୍କୁ ସୁନ୍ଦରଗଡ ଜିଲା କୋଇଡା ଥାନା ଅନ୍ତର୍ଗତ ଗଣୁଆ ଅଞ୍ଚଳରୁ ଗିରଫ କରି କୋର୍ଟଚାଲାଣ କରିଥିବା ଚମ୍ପୁଆ ଆଇଆଇସି ମନୋରାଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ...

ଏଯାଏ ସୁଧୁରିନି ଜୀବନଜୀବିକା

କେନ୍ଦୁଝର, ୨୧ା୭(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଗରିବ ଓ ବନବାସୀ କରୋନା କଟକଣାରେ ପେଷି ହୋଇ ପଡ଼ିଛନ୍ତି। କଟକଣା କୋହଳ କରାଯାଉଥିଲେ ହେଁ ଉପଯୁକ୍ତ ଯାତାୟାତ ସୁବିଧା...

ଚେତିଲା ଶକ୍ତିସୁଗାର, ପାର୍କିଂ ରାସ୍ତାରେ ବାଡ଼

ଢେଙ୍କାନାଳ ଅଫିସ, ୧୦।୫ – ଖୋର୍ଦ୍ଧାରୁ ସ୍ପିରିଟ୍‌ ନେବାକୁ ଆସି ଢେଙ୍କାନାଳ ଶକ୍ତିସୁଗାର କମ୍ପାନୀ ମୁଖ୍ୟଫାଟକ ସମ୍ମୁଖ ପାର୍କିଂ ଅଞ୍ଚଳରେ ଦେଢ଼ମାସ ହେଲା ରହିଥିବା ୩...

ବନ୍ଧ୍ୟାକରଣ ଯୋଜନା ଫେଲ୍‌

ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ମହାନଗର ନିଗମରେ ଗୋରୁଗୁଡିକ ଅବାଧ ଚଳପ୍ରଚଳ କରୁଛନ୍ତି ା ଏହା ସହ ବୁଲା କୁକୁରଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସହରବାସୀଙ୍କ ପାଇଁ...

ଷ୍ଟେଟ ବ୍ୟାଙ୍କରେ ଡକାୟତି: ଲକର ଖୋଲି ନ ପାରି ଲୁଟିନେଲେ ୫ କଏନ ବସ୍ତା

ବସ୍ତା, ୧୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ମୁକୁଳିସିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଶନିବାର ରାତିରେ ଡକାୟତି ହୋଇଥିବା ଜଣାପଡିଛି। ରବିବାର ଛୁଟି ଥିବାରୁ ଏହା...

ଟ୍ରକ ପଛକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୨ ଜଣଙ୍କ ଜୀବନ

ଗୋପାଳପୁର,୨୬ା୯- ଗଞ୍ଜାମ ଜିଲା ୧୬ନଂ. ଜାତୀୟ ରାଜପଥରେ ଶନିବାର ଗୋଳନ୍ଥରା ଥାନା ଅଟୋନଗର ନିକଟରେ ଟ୍ରକ୍‌ ପଛକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବାରୁ ୨...

କୋମାରେ ସନ୍ତୋଷପୁର ସ୍ବାସ୍ଥ୍ୟକେନ୍ଦ୍ର: ୧୦ବର୍ଷ ହେଲା ନାହାନ୍ତି ଡାକ୍ତର

ରୂପ୍‌ସା, ୬ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନରେ ଥିବା ସନ୍ତୋଷପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ କୌଣସି ଡାକ୍ତର ନିଯୁକ୍ତି ହେଉ...

ନୂଆ ରୂପ ପାଇବ ରାଜା ଛକ

ଅନୁଗୋଳ ଅଫିସ, ୧୭ା୩: ଆସନ୍ତା ଏପ୍ରିଲ ୧ ତାରିଖରେ ଅନୁଗୋଳ ଜିଲା ପ୍ରତିଷ୍ଠା ଦିବସ। ଜିଲାକୁ ୩୦ ବର୍ଷ ପୂରଣ ହେଉଥିବାରୁ ଜିଲା ପ୍ରଶାସନ ପକ୍ଷରୁ...

Advertisement
Archives

Model This Week