Posted inଜାତୀୟ

ଅଶ୍ୱଚାଳନାରେ ସ୍ବର୍ଣ୍ଣପଦକ ଜିତିଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବୋହୂ

ନୂଆଦିଲ୍ଲୀ, ୧୪।୧୧: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡ୍ଡାଙ୍କ ବୋହୂ ତଥା ପୂର୍ବତନ ଏମ୍‌ପି ଦିପେନ୍ଦ୍ର ହୁଡ୍ଡାଙ୍କ ସ୍ତ୍ରୀ ଶ୍ୱେତା ଇତିହାସ ରଚିଛନ୍ତି। ସେ ବିଶ୍ୱ ଅଶ୍ୱଚାଳନା ଚାମ୍ପିଅନଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପ୍ରଥମ ମହିଳା ଭାରତୀୟ ଭାବେ ସେ ଏହି ଟୁର୍ନାମେଣ୍ଟ ଜିତିବାର ଗୌରବ ହାସଲ କରିଛନ୍ତି। ଏହି ପ୍ରତିଯୋଗିତାରେ ୫୦ଟି ଦେଶର ପ୍ରତିଯୋଗୀ ଭାଗ ନେଇଥିଲେ। ଏଫଇଆଇ ପକ୍ଷରୁ ନଭେମ୍ବର ୨ରେ ନୂଆଦିଲ୍ଲୀରେ ଆୟୋଜିତ ଏହି ପ୍ରତିଯୋଗିତାରେ ସେ ନିଜ ନିକଟତମ ପ୍ରତିଦ୍ୱନ୍ଦୀଙ୍କୁ ୭୩ ଅଙ୍କରେ ହରାଇ ଥିଲେ। ଏଭଳି ଉଲ୍ଲେଖନୀୟ ସଫଳତା ହାସଲ କରିବା ପରେ ଶ୍ୱେତା କହିଛନ୍ତି, ମହିଳାମାନେ ସୁଯୋଗ ମିଳିଲେ କୌଣସି କ୍ଷେତ୍ରରେ ବି ଆଗକୁ ବଢିପାରିବେ ଏବଂ ପରିଚୟ ସୃଷ୍ଟି କରିପାରିବେ। ପୂର୍ବରୁ ମଧ୍ୟ ଅଶ୍ୱଚାଳନାରେ ଅନେକ ପଦକ ଶ୍ୱେତା ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ…

ଜଙ୍ଗଲରେ ଚାଲିଥିଲା ଜୁଆଆଡ୍ଡା: ଜଣଙ୍କ ପରେ ଜଣଙ୍କୁ ଧରି ୨୬ ଜଣଙ୍କୁ ବାନ୍ଧିଲା ପୋଲିସ, ୧୧ ଲକ୍ଷ ୧୬ ହଜାର ୯୦୦…

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଓଡ଼ିଶା–ଛତିଶଗଡ଼ ରାଜ୍ୟ ସୀମାନ୍ତର ଟପରିଆ-ଜାମଝରିଆ ଜଙ୍ଗଲ ମଧ୍ୟରେ ଚାଲିଥିବା ଏକ ବଡ଼ ଜୁଆଆଡ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri