ଅଶ୍ୱିନୀ କୋଭିଡ ହସ୍ପିଟାଲରେ ୬ ଆକ୍ରାନ୍ତ , ଚାଲିଛି ଚିକିତ୍ସା

କଟକ ଅଫିସ,୪। ୪: କଟକ ସ୍ଥିତ ଅଶ୍ୱିନୀ ହସ୍ପିଟାଲକୁ ରାଜ୍ୟ ସରକାର କୋଭିଡ ହସ୍ପିଟାଲରେ ପରିଣତ କରିଛନ୍ତି। ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ ବଦଳରେ ଏଠାରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରାଯିବ। ଏହି ହସ୍ପିଟାଲରେ ୬ଜଣ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଭର୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କଟକ, ପୁରୀ ଓ ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଥିବା ବେଳେ ଭୁବନେଶ୍ୱର ବମିଖାଲ ଅଞ୍ଚଳର ୩ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri