ଅଶ୍ୱ ଚାଳନା ଶିଖୁଛନ୍ତି ଏହି ଅଭିନେତା

ବିଗ ବଜେଟ ସିନେମା ‘ତଖ୍ତ’ର ଶୁଟିଂରେ ବ୍ୟସ୍ତ ଅଛନ୍ତି ଭିକ୍କି କୌଶଲ। ସେ ଏହି ଫିଲ୍ମରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ। ଏହି ଫିଲ୍ମର ଶୁଟିଂ ଭାରତରେ ଶେଷ କରିବା ପରେ ଫିଲ୍ମ ନିର୍ମାତା କରନ ଜୋହର ଏବେ ୟୁରୋପରେ ପହଞ୍ଚିଛନ୍ତି। ଭିକ୍କି ନ ଏହି ଫିଲ୍ମ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଭିକ୍କି ନିଜର ଏହି ପ୍ରସ୍ତୁତିର ଏକ ଝଲକ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ଫିଲ୍ମ ପାଇଁ ସେ ଅଶ୍ୱ ଚାଳନା ଶିଖୁଛନ୍ତି। ‘ତଖ୍ତ’ ଫିଲ୍ମରେ ଭିକ୍କିଙ୍କ ବ୍ୟତୀତ ଜାହ୍ନବୀ କପୁର, କରୀନା କପୁର, ରଣବୀର ସିଂ, ଆଲିଆ ଭଟ୍ଟ, ଭୂମି ପେଦେନକର ଓ ଅନୀଲ କପୁର ମଧ୍ୟ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେଟ୍‌ ଲିଫ୍ଟିଙ୍ଗ କରିବାକୁ ଭଲଲାଗେ

ସୁରମୟୀ ମହାପାତ୍ର। ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣେ ଜଣାଶୁଣା ନାୟିକା। ରିଅଲିଟି ଶୋ ‘ମୁଁ ବି ହିରୋଇନ୍‌ ହେବି’ ସିଜନ୍‌-୨ର ବିଜେତା ସୁରମୟୀ ପ୍ରଥମେ ‘ଭଲପାଏ...

ଋଷି କପୁରଙ୍କୁ ଭେଟିଲେ ଆଲିଆ, ଐଶ୍ଚର୍ଯ୍ୟା

ବଲିଉଡର ଲୋକପ୍ରିୟ ଅଭିନେତା ଋଷି କପୁର କର୍କଟ ଚିକିତ୍ସା ଲାଗି ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସହିତ ସ୍ତ୍ରୀ ନୀତୁ ସିଂହ ମଧ୍ୟ ସେଠାରେ ରହୁଛନ୍ତି। ପୁଅ...

ଏହି କ୍ରିକେଟରଙ୍କ ପ୍ରେମରେ ପଡିଥିଲେ ବାହୁବଳୀ ଫେମ୍‌ ଅନୁଷ୍କା ସେଟ୍ଟୀ

ବଲିଉଡ ଏବଂ କ୍ରିକେଟ ମଧ୍ୟରେ ସମ୍ପର୍କ ବହୁ ପୁରୁଣା। ଅନେକ ସମୟରେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ଗଣମାଧ୍ୟମରେ ବେଶ ଚର୍ଚ୍ଚା ହୋଇଥାଏ।...

ରଣବୀର କପୁରଙ୍କ ଠାରୁ ବି ଏହି ଅଭିନେତାଙ୍କୁ ହ୍ୟାଣ୍ଡସମ୍‌ ଭାବନ୍ତି ଆଲିଆ

ମୁମ୍ବାଇ,୩୦।୪: ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଓ ରଣବୀର କପୁର ବି-ଟାଉନର ଚର୍ଚ୍ଚିତ ଲଭବାର୍ଡ। ଦୁହେଁ ଦୁହିଁଙ୍କୁ କେତେ ଭଲ ପାଆନ୍ତି ଏହାର ଉଦାହରଣ ବହୁଥର...

କୁକୁର ଗୋଡ଼ାଇବା କଥା ଭୁଲି ପାରୁନି

ଦୀପକଙ୍କ ଓଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ଓଡ଼ିଆ ସିନେମା ‘ମନ ମୋର ପ୍ରଜାପତି’ରୁ। ଏହାର ଶୁଟିଂ ସମୟରେ ଏପରି ଏକ ଘଟଣା ଘଟିଥିଲା ଯାହାକୁ ଭୁଲି...

ମୁହଁର ସର୍ଜରୀ କରିଥିବା ସ୍ବୀକାର କଲେ ଶ୍ରୁତି

ବଲିଉଡ୍‌ କଳାକାରମାନେ ପ୍ଲାଷ୍ଟିକ୍‌ ସର୍ଜରୀ କରିବା କିିଛି ନୂଆ କଥା ନୁହେଁ। ଅନେକ ଅଭିନେତ୍ରୀ ଓଠ, ନାକ ଆଦି ଶରୀରର ବିଭିନ୍ନ ଅଙ୍ଗକୁ ଆକର୍ଷଣୀୟ କରିବା...

୧୨ ବର୍ଷ ତଳେ ଗୋଟିଏ ରୁମ୍‌ ଥିବା ଘରେ ବାସ କରୁଥିଲେ ନେହା କକ୍କର: ଫଟୋ ଶେୟାର କରି ହେଲେ ଭାବୁକ

ମୁମ୍ବାଇ: ବଲିଉଡ୍‌ର ଗାୟିକା ନେହା କକ୍କର ୧୨ ବର୍ଷ ତଳେ ଥିବା ତାଙ୍କ ଅବସ୍ଥାର ଏକ ଫଟୋ ଇନଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ସେତେବେଳେ ସେ ଋଷିକେଶରେ...

ବଲିଉଡ୍‌ ଗୀତରେ ନାଚିଲେ ଟ୍ରମ୍ପ: ଭିଡିଓ ଭାଇରାଲ

ମୁମ୍ବାଇ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଲିଉଡ୍‌ ଗୀତରେ ଧୁମ୍‌ ନାଚିଥିବା ଦେଖିବାକୁ ମିଳିଛି। ଏବେ ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି। ତେବେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *