Posted inଜାତୀୟ

ଅଷ୍ଟମ ଥର ପାଇଁ ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତରେ ଆସି ଅହମଦାବାଦ୍‌ରେ ସୋମବାର ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦି ଟ୍ରମ୍ପ୍‌ଙ୍କୁ ସ୍ବାଗତ କରିଛନ୍ତି। ଏହା ଟ୍ରମ୍ପ୍‌ଙ୍କର ପ୍ରଥମ ଭାରତ ଗସ୍ତ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ପୂର୍ବରୁ ୭ ଥର ଟ୍ରମ୍ପ୍‌ଙ୍କୁ ଭେଟିଛନ୍ତି। ଏବେ ଅଷ୍ଟମ ଥର ପାଇଁ ‘ନମସ୍ତେ ଟ୍ରମ୍ପ୍‌’ କାର୍ଯ୍ୟକ୍ରମରେ ମୋଦି ତାଙ୍କୁ ଭେଟିଛନ୍ତି। ଭାରତର ସାଧାରଣ ନିର୍ବାଚନ ପରେ ମୋଦି ଆମେରିକା ଗସ୍ତରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏବେ ଟ୍ରମ୍ପ୍‌ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଭାରତ ଗସ୍ତରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଲଗାଯିବ ୫୦୦ ତ୍ରିରଙ୍ଗା…

ନୂଆଦିଲ୍ଲୀ, ୪।୬ : ଏକ କାର୍ଯ୍ୟକ୍ରମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘୋଷଣା କରିଛନ୍ତି ଯେ ଅଗଷ୍ଟ ୧୫ ସୁଦ୍ଧା ଦିଲ୍ଲୀରେ ୫୦୦ ତ୍ରିରଙ୍ଗା ଲଗାଯିବ।...

ବମ୍ବେ ହାଇକୋର୍ଟ ନାମ ପରିବର୍ତ୍ତନ ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩।୧୧ : ବମ୍ବେ ହାଇକୋର୍ଟର ନାମ ପରିବର୍ତ୍ତନ ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ଏହାକୁ ମହାରାଷ୍ଟ୍ର ହାଇକୋର୍ଟଭାବେ ନାମକରଣ କରାଯିବାକୁ ଏକ ପିଟିଶନ ଦାଖଲ କରାଯାଇଥିଲା।...

କରୋନା ଆରୋଗ୍ୟ ହାର ୭୦% ଟପିଲା

ନୂଆଦିଲ୍ଲୀ, ୧୩।୮(ପି.ଟି.): ଭାରତରେ କରୋନା ଆରୋଗ୍ୟ ହାର ୭୦ ପ୍ରତିଶତ ଅତିକ୍ରମ କରିଛି। ବୁଧବାର ସୁଦ୍ଧା ୧୬,୩୯,୫୯୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଲେଣି। ସକ୍ରିୟ...

ବର୍ଷେ ପର୍ଯ୍ୟନ୍ତ ବଢିବନି ସ୍କୁଲ ଫି

ଲକ୍ଷ୍ନ,୨୮।୪: କରୋନା ମହାମାରୀ ଯୋଗୁ ବିଶ୍ୱରେ ଦେଖାଦେଇଥିବା ଆର୍ଥିକ ସଙ୍କଟରୁ ଭାରତ ମଧ୍ୟ ବାଦ୍‌ ଯାଇ ନାହିଁ। ଲକ୍‌ଡାଉନ ଯୋଗୁ ଲୋକେ କାମଧନ୍ଦା ହରାଇଛନ୍ତି। ରୋଜଗାରର...

ନକଲି ମୁଣ୍ଡ କେଶରେ ଯୁବକ ଲୁଚାଇ ନେଉଥିଲେ ଏକ କିଲୋ ସୁନା: ଧରିଲେ କଷ୍ଟମ୍‌ ଅଧିକାରୀ

କୋଚି,୫।୧୦: କେରଳରେ ଜଣେ ଯୁବକ ନକଲି ମୁଣ୍ଡ କେଶରେ ସୁନା ଲୁଚାଇ ନେଉଥିବା ସମୟରେ କଷ୍ଟମ୍‌ ଅଧିକାରୀଙ୍କ ହାତରେ ଧରାପଡ଼ିଛନ୍ତି। କୋଚି ବିମାନ ବନ୍ଦରରେ ଓହ୍ଲାଇଥିବା...

ସ୍ବାମୀଙ୍କୁ ଖୋଜିବାକୁ ଯାଇ ମହିଳା ନିଖୋଜ

ରାୟପୁର, ୧୭।୨:ମାଓବାଦୀଙ୍କ ଦ୍ୱାରା ଅପହୃତ ଇଞ୍ଜିନିୟର ସ୍ବାମୀଙ୍କୁ ଖୋଜିବାକୁ ଯାଇ ମହିଳା ନିଖୋଜ ହୋଇଯାଇଛନ୍ତି। ଛତିଶଗଡ଼ ରାଜଧାନୀ ରାୟପୁରରେ ଘଟିଛି ଏହି ଘଟଣା। ଗତ ୧୧...

ଅମୃତପାଲ ସିଂଙ୍କ ଚାଚା-ଡ୍ରାଇଭର କଲେ ସରେଣ୍ଡର, ମର୍ସିଡିଜ କାରରେ ବସି ପହଞ୍ଚିଲେ ପୋଲିସ ନିକଟରେ

ଚଣ୍ଡିଗଡ଼,୨୦ ।୩: ଖଲିସ୍ତାନ ସମର୍ଥକ ଅମୃତପାଲ ସିଂଙ୍କୁ ପୋଲିସ ଖୋଜୁଥିବା ବେଳେ ଏହାକୁ ନେଇ ପଞ୍ଜାବ ପୋଲିସର ସର୍ଚ୍ଚ ଅପରେଶନ ଜୋରସୋରରେ ଚାଲିଛି । ଇତିମଧ୍ୟରେ...

୫ ରାଜ୍ୟରେ ସ୍ଥିତି ସଙ୍କଟ ଜନକ …

ନୂଆଦିଲ୍ଲୀ, ୧୯।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

Advertisement
Archives

Model This Week