ଅଷ୍ଟିଓପୋରୋସିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସାଲାଡ୍‌ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ସାଲାଡ୍‌ରେ ବିଭିନ୍ନ ଭିଟାମିନ୍‌, ଫୋଲିକ୍‌ ଏସିଡ୍‌, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଲୌହ ଓ ପୋଟାସିୟମ ଭଳି ପୁଷ୍ଟିକର ଉପାଦାନ ରହିଥାଏ। ଯାହା ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇବା ସହିତ ହାଡ଼କୁ ମଜଭୁତ ରଖିଥାଏ। ଅଷ୍ଟିଓପୋରୋସିସ୍‌ ନ ହେବାପାଇଁ ପ୍ରତିଦିନ ସାଲାଡ୍‌ ଖାଇବା ଆବଶ୍ୟକ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି । ଶରୀରରେ କ୍ୟାଲସିୟମସ୍ତର କମ୍‌ ହୋଇଯାଇଥିଲେ ସାଲାଡ୍‌ ଖାଇବା ଦ୍ୱାରା ବିଶେଷ ଉପକାର ମିଳେ। ପ୍ରତିଦିନ ସାଲାଡ୍‌ ଖାଇବା ଦ୍ୱାରା ଶରୀରକୁ ତନ୍ତୁ ଜାତୀୟ ଖାଦ୍ୟ ଉପଯୁକ୍ତ ମାତ୍ରାରେ ଯାଇଥାଏ। ଫଳରେ ମେଦବହୁଳତା ହେବାର ଆଶଙ୍କା ହ୍ରାସ ପାଇଥାଏ। ଡାଇବେଟିସ୍‌ ରୋଗୀଙ୍କ ସାଲାଡ୍‌ ଅତ୍ୟନ୍ତ ଉପଯୋଗୀ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ସାଲାଡ୍‌ ଖାଇବା ଦ୍ୱାରା ଶରୀରରେ କୋଲେଷ୍ଟରଲ୍‌ ମାତ୍ରା କମିଥାଏ। ଫଳରେ ହାର୍ଟ ଆଟାକ୍‌ ଆଶଙ୍କା କମ୍‌ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧିମତ୍ତା ବଢ଼ାଏ ଯୋଗ

ନିୟମିତ ଯୋଗ କରିବା ଦ୍ୱାରା କି ଉପକାର ମିଳେ ତାହା କେବଳ ଅନୁଭବୀ ହିଁ ଜାଣେ। ତେଣୁ ଆଜିକାଲି ଅନେକେ ଏହାକୁ ଦୈନନ୍ଦିନ ଜୀବନ ତାଲିକାରେ...

ଏହାକୁ ଖାଇଲେ ବଦଳିଯାଏ ଜୀବନ

ଜୀବନରେ ପ୍ରାୟ ସମସ୍ତେ ଖୁସିରେ ରହିବାକୁ ଚାହିଁଥା’ନ୍ତି। ଏଥିପାଇଁ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବା ଜରୁରୀ ଅଟେ। କାରଣ ଖୁସିର ସମ୍ବନ୍ଧ ସିଧା ହର୍ମୋନ ସହିତ...

ତ୍ୱଚା ଲାଗିବ ଅଧିକ ଆକର୍ଷଣୀୟ

ସୁନ୍ଦର ଦେଖାଯିବା ଲାଗି ଯେ, କେବଳ ବ୍ୟୁଟି ପାର୍ଲର ଯିବା କିମ୍ବା ଦାମୀ ସୌନ୍ଦର୍ଯ୍ୟ ପ୍ରସାଧନ ବ୍ୟବହାର କରିବା ଆବଶ୍ୟକ ତା’ ନୁହେଁ ବରଂ ଆପଣ...

ପୁରୁଷଙ୍କଠାରୁ ଏହି ୪ ମାମଲାରେ ଆଗରେ ରହିଥାନ୍ତି ମହିଳା; ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…

ଚାଣକ୍ୟ ଭାରତର ମହାନ ରାଜନୈତିଜ୍ଞ, କୁଟନିତିଜ୍ଞ ଏବଂ ଅର୍ଥଶାସ୍ତ୍ରୀ ଥିଲେ। ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ରାଜା କରିବାରେ ଚାଣକ୍ୟଙ୍କ ବଡ଼ ଯୋଗଦାନ ଥିଲା। ଆଜିର ସମୟରେ ମଧ୍ୟ...

ଅଦରକାରୀ ପ୍ଲାଷ୍ଟିକ୍‌ର ନୂଆ ରୂପ…

ପ୍ଲାଷ୍ଟିକ୍‌ ବୋତଲ୍‌ଗୁଡ଼ିକୁ ବ୍ୟବହାର କରିସାରିବା ପରେ ବାହାରେ ନ ଫିଙ୍ଗି ବିଭିନ୍ନ ଆକୃତିରେ କାଟି ଗଛ ଲଗାଇବା ପାଇଁ ବ୍ୟବହାର କରିପାରିବେ। ଏଥିରେ ଓ୍ବାଲ୍‌ ହାଙ୍ଗିଙ୍ଗ୍‌...

ବିବାହକୁ ନେଇ ମନରେ କାହିଁକି ଆସେ ଏମିତି ପ୍ରଶ୍ନ

ବିବାହ ଭଳି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ମନକୁ ଅନେକ ପ୍ରଶ୍ନ ଆସିଥାଏ। ଏହାକୁ ନେଇ ଉଭୟ ଝିଅ ଓ ପୁଅଙ୍କ ମନରେ ପ୍ରଶ୍ନ ଉଠିବା...

ରକ୍ତଦାନ କଲେ ଶରୀର ରୁହେ ସୁସ୍ଥ…

ନିୟମିତ ରକ୍ତଦାନ କରିବା ଦ୍ୱାରା ଶରୀର ସୁସ୍ଥ ରହିଥାଏ। ଏହା ଯୋଗୁ ହାର୍ଟ ଆଟାକ୍‌ ଆଶଙ୍କା କମ୍‌ ହୋଇଥାଏ। ପୁରୁଷମାନେ ନିୟମିତ ବ୍ୟବଧାନରେ ରକ୍ତଦାନ କଲେ...

ଧ୍ରୁବତାରା ରହସ୍ୟ

ପୃଥିବୀର ଅକ୍ଷକୁ ଉତ୍ତରକୁ ବଢ଼ାଇଲେ ତାହା ଯେଉଁ ବିନ୍ଦୁରେ ଆକାଶଗୋଲକୁ ସ୍ପର୍ଶ କରେ ତାହାକୁ ଆକାଶର ଧ୍ରୁବ କହନ୍ତି। ପୃଥିବୀ ନିଜ ଅକ୍ଷ ଚାରିପଟେ ଘୂରିବା...

Advertisement
Archives

Model This Week